-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ଶ୍ରୀମନ୍ଦିର ପରମ୍ପରା ଅନୁସାରେ ଆଜି ଡାବୁଗାଁ ରେ ପାଳିତ ହେଲା ହେରା ପଞ୍ଚମୀ

12-Jul-2024



ନବରଙ୍ଗପୁର:(ମିହିର ଶଙ୍କର ପାତ୍ର,)ନବରଙ୍ଗପୁର ଜିଲ୍ଲା ର ସମସ୍ତ ମାଉସୀ ମା ମନ୍ଦିରରେ ହେରାପଞ୍ଚମୀ ପାଳନ ମହା ଆଡ଼ମ୍ବରରେ ପାଳିତ ହୋଇଯାଇଛି l ଏହି ଅବସରରେ ଡାବୁଗାଁ ମାଉସୀ ମା ମନ୍ଦିର ରେ ଅନୁରୂପ ପାଳନ ହୋଇଛି l ସନ୍ଧ୍ୟା ସାତ ଘଣ୍ଟାରେ ଶ୍ରୀ ଜଗନ୍ନାଥ ମନ୍ଦିରରୁ ମା ଲକ୍ଷ୍ମୀ ଙ୍କୁ ମହା ପଟୁଆରରେ ପୂଜକ ନବୀନ ପାଢୀ ଙ୍କ ଦ୍ଵାରା ବିମାନ ରେ ମା ଲକ୍ଷ୍ମୀ ଙ୍କୁ ଧରି ମାଉସୀ ମା ମନ୍ଦିର କୁ କୋଡିଙ୍ଗା ଥାନା ଅଧିନସ୍ଥ ଭଣ୍ଡିଆ ଗ୍ରାମର ସଙ୍କୀର୍ତ୍ତନ ଦଳ ଙ୍କ ସହିତ ଛୋଟ ଛୋଟ ଝିଅଙ୍କ ନାଚ ରେ ନାଚି ନାଚି ପହଂଚି ଥିଲେ l ମାଉସୀ ମା ମନ୍ଦିର ଅଗଣାରେ ସୁନ୍ଦର ଝୋଟି ଉପରେ ମା ଲକ୍ଷ୍ମୀ ବିରାଜମାନ କରି ପୂଜକ ନବୀନ ପାଢୀ ଙ୍କ ଦ୍ଵାରା ସେଠାରେ ପୂଜାର୍ଚ୍ଚନା କରା ଯାଇଥିଲା l ପ୍ରଭୁ ଜଗନ୍ନାଥ ମା ଲକ୍ଷ୍ମୀ ଙ୍କୁ ନ କହି ମାଉସୀ ମା ଙ୍କ ଘରକୁ ନବ ଦିନ ଯାତ୍ରାରେ ରଥରେ ଆସିଥିବା ରୁ ଆଜି ଡାକି ଆସିଥିଲେ, ଠାକୁର ଶ୍ରୀ ଜଗନ୍ନାଥ ନ ଆସିବାରୁ ମା ଲକ୍ଷ୍ମୀ ରାଗରେ ରଥ ଭାଙ୍ଗି ମନ୍ଦିର କୁ ଫେରିଥିଲେ l ମା ଙ୍କୁ ଶ୍ରୀ ମନ୍ଦିରରୁ ବହୁ ସଂଖ୍ୟାରେ ମା ମାନେ ମାଉସୀ ମା ମନ୍ଦିରକୁ ଆଣି ଥିଲେ  ବର୍ଷା ହେଉଥିବା ସ୍ଵତେ ପଟୁଆରରେ ନେଇ ମନ୍ଦିରରେ  ପହଞ୍ଚାଇ ଥିଲେ l ସମସ୍ତ ମା ମାନଙ୍କୁ କମିଟି ତରଫରୁ ମା ଲକ୍ଷ୍ମୀ ଙ୍କ ଲଡୁ ଭୋଗ ବଣ୍ଟନ କରାଯାଇଥିଲା l ଆଜି ଶ୍ରୀ ଜଗନ୍ନାଥ ଙ୍କ ନୃସିଂହ ଅବତାର ଦର୍ଶନ କରି ଭକ୍ତବୃନ୍ଦ ବିଭୋର ହୋଇ ଉଠିଥିଲେ l ମନ୍ଦିର ର କମିଟି ତରଫରୁ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସମାପନ ହୋଇଥିଲା 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like