-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ଆଶିଷ ସିଂଙ୍କ ପକ୍ଷ ଛେଦିଲା ବିଜେପି ସରକାର, ନବୀନ ସରକାରରେ ଶକ୍ତିଶାଳୀ ଅଫିସର ଥିଲେ ଆଶିଷ ସିଂ,  ସିଏମ୍ ସିକ୍ୟୁରିଟିରୁ ଗୃହ ବିଭାଗର ଓ ଏସ୍ ଡି ଭାବେ ବଦଳି ହେଲେ ଆଇ ଜି

12-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ହଟୁଛନ୍ତି ପୂର୍ବ ବିଜେଡି ସରକାର କୋଟେରୀ ଗ୍ରୁପର ଜଣଙ୍କ ପରେ ଜଣେ ଅଫିସର। ଏକଦା ନବୀନ ସରକାରର ଶକ୍ତିଶାଳୀ ଅଫିସର ଆଇପିଏସ୍ ଆଶିଷ ସିଂଙ୍କ ଆଜି ପକ୍ଷ ଛେଦିଛି ବିଜେପି ସରକାର। ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଦାୟିତ୍ୱରେ ଥିବା ଆଇଜି ଆଶିଷ ସିଂଙ୍କୁ ଗୃହ ବିଭାଗ ଓ ଏସ୍ ଡି ଭାବେ ବଦଳି କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ ବେଳେ କାର୍ଯ୍ୟରୁ ଅନ୍ତର ସହ ଆଶିଷ ସିଂଙ୍କ ସ୍ୱାସ୍ଥ୍ୟ ଯାଂଚ ପାଇଁ ନିର୍ଦ୍ଦେଶ ଦେଇଥିଲେ ଇ ସି ଆଇ I ପରେ ଭୁବନେଶ୍ୱର ଏମ୍ସରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଇଥିଲା। ଏମସର ସ୍ପେଶାଲ ମେଡିକାଲ ବୋର୍ଡ ରିପୋର୍ଟ ଆଧାରରେ ଆଶିଷ ସିଂଙ୍କୁ ସମ୍ପୂର୍ଣ୍ଣ ଫିଟ୍ ଥିବା ସୂଚନା ଦେଇଥିଲେ ଇସିଆଇ। ଆଶିଷ ସିଂ ନିର୍ବାଚନ ବେଳେ ଶାସକ ଦଳ ପ୍ରତି ଅନୁକମ୍ପା ଦେଖାଉଥିବା ଅଭିଯୋଗ କରି ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଫେରାଦ ହୋଇଥିଲା କେନ୍ଦ୍ର ବିଜେପି।ପୂର୍ବରୁ ମଧ୍ୟ ଆଶିଷଙ୍କ ବିରୋଧରେ ଆସିଥିଲା ଅଭିଯୋଗ। ଗତ ଏପ୍ରିଲ ୫ ତାରିଖରେ ଇସିଆଇଙ୍କ ନିର୍ଦ୍ଦେଶ କ୍ରମେ ଆଶିଷ ସିଂଙ୍କୁ ସେଣ୍ଟ୍ରାଲ ରେଞ୍ଜ IG ପଦରୁ ହଟାଯାଇଥିଲା। ପରେ ତାଙ୍କୁ ଆଇଜି- ସିଏମ ସିକ୍ୟୁରିଟି ପଦବୀରେ ଅବସ୍ଥାପିତ କରାଯାଇଥିଲା । ହେଲେ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ଥାଇ ବି ଶାସକ ଦଳ ପାଇଁ ସେ କାମ କରୁଥିବା ଏବଂ ନିର୍ବାଚନ ବେଳେ ବିଜେଡି ନିର୍ବାଚନ ପ୍ରଚାର ପାଇଁ ରଣନୀତି ତିଆରି କରୁଥିବା ଅଭିଯୋଗ ହୋଇଥିଲା।
 ଅନ୍ୟପଟେ ସେହିଭଳି ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଶାସନ ସଚିବ ଥିବା ଜି ମାଥିଭାଥନନଙ୍କୁ ଦାୟିତ୍ବରୁ ହଟାଇ ତାଙ୍କ ସ୍ଥାନରେ ଜିଏ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଥିବା ସୁରେନ୍ଦ୍ର କୁମାରଙ୍କୁ ଏହି ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି। ସେପଟେ କ୍ରୀଡ଼ା ସଚିବ ପଦରୁ ହଟିଛନ୍ତି ଭିନିଲ କ୍ରିଷ୍ଣା। ତାଙ୍କ ସ୍ଥାନରେ ଭାସ୍କର ଜ୍ୟୋତି ଶର୍ମା ହୋଇଛନ୍ତି କ୍ରୀଡ଼ା ବିଭାଗ ସଚିବ। ସେପଟେ ଭିନିଲ କ୍ରିଷ୍ଣାଙ୍କୁ ଭୂମି ଅଭିଲେଖ ଓ ବନ୍ଦୋବସ୍ତ କମିଶନର ଭାବେ ନିଯୁକ୍ତି ମିଳିଛି। ତେବେ ଆଶିଷ ସିଂଙ୍କ ବଦଳି ବାବଦରେ କିଛି ସୂଚନା ମିଳିନଥିବାରୁ ତାକୁ ନେଇ ଚର୍ଚ୍ଚା ଆଲୋଚନା ଚାଲିଥିଲା। ଏବେ ତାଙ୍କର ବଦଳି ପରେ ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like