-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ରାଜ୍ୟ

୫୦ହଜାର ଲାଞ୍ଚ ନେଇ ବଲାଙ୍ଗୀର ଚିଫସିଏସଓ ପ୍ରଭାକର ପାତ୍ର ଗିରଫ

12-Jul-2024



ବଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଯୋଗାଣଅଧିକାରୀ ବି.ପ୍ରଭାକର ପାତ୍ର ଆଜି ଜଣେ ରାଇସମିଲର୍ସ ଠାରୁ ୫୦ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜଲାନ୍ସ ହାତରେ ଧରାପଡିଛନ୍ତି । ଭିଜିଲାନ୍ସ ତାଙ୍କୁ ଗିରଫ କରି ତାଙ୍କ ବାସଭବନ, ପୈତୃକଗ୍ରାମ ସମେତ ୩ଟି ସ୍ଥାନରେ ଚଢାଉ କରୁଛି । ଗତକାଲି ଓଡିଶାର ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ବଲାଙ୍ଗୀର ଜିଲ୍ଲାରେ ସମୀକ୍ଷା ବୈଠକକରି ପିସି କାରବାର ବନ୍ଦ କରିବାକୁ ନିର୍ଦ୍ଦେଶ କରିଥିଲେ । ତାଙ୍କର ନିର୍ଦ୍ଦେଶକୁ ୨୪ଘଣ୍ଟା ପୁରିନଥିବା ବେଳେ ବଲାଙ୍ଗୀର ଜିଲ୍ଲାରେ ମୁଖ୍ୟ ଯୋଗାଣ ଅଧିକାରୀ ୫୦ହଜାର ଟଙ୍କା ଲାଞ୍ଚ ନେବା ବେଳେ ଗିରଫ ହେବା ଘଟଣା ଲୋକଙ୍କ ଭୃକୁଞ୍ଚନ ସୃଷ୍ଟି କରିଛି । 
    ଭିଜିଲାନ୍ସ ସୂତ୍ରରୁ ଜଣାଯାଇଛି ଯେ,ଗୁଡଭେଲା ବ୍ଲକର ଗଜାନନ ରାଇସମିଲର ଏକ ବିଲ କରିବାକୁ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଯୋଗାଣଅଧିକାରୀ ରାଇସମିଲର ମାଲିକ ଆଶିଷ ଶର୍ମାଙ୍କୁ ୫୦ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ଆଶିଷ ସମ୍ବଲପୁର ଭିଜିଲାନ୍ସ ବିଭାଗକୁ ଯୋଗାଯୋଗ କରିଥିଲେ । ଭିଜିଲାନ୍ସର ଯୋଜନା ମୁତାବକ ଆଜି ଦିନ ୧.୩୦ରେ ଚିଫ ସିଏସଏସଓ ବି.ପ୍ରଭାକର ପାତ୍ର ତାଙ୍କ ସରକାରୀ କାର୍ଯ୍ୟାଳୟର ଚେମ୍ବରରେ ଆଶିଷଙ୍କ ଠାରୁ ୫୦ହଜାର ଟଙ୍କା ନେବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା । ତାଙ୍କଠାରୁ ୧୦୦ଟି

ରାସାୟନିକ ପ୍ରଲେପଦିଆ ୫୦୦ଟଙ୍କିଆ ନୋଟ ଜବତ କରି ତାଙ୍କୁ ଗିରଫ କରିଥିଲା । ସମ୍ବଲପୁର ଭିଜିଲାନ୍ସ ଡିଏସପି ରୀତାଞ୍ଜଳି ପଧାନ, ସୋନପୁର ଭିଜିଲାନ୍ସ ଇନ୍ସପେକ୍ଟର ତୁଷାର ମହାପାତ୍ର ଚିଫସିଏସଓଙ୍କୁ ଧରିଲା ପରେ ତାଙ୍କ ସରକାରୀ କାର୍ଯ୍ୟଳୟ,ସାଲେପାଲି ସିଲିକନଭେଲି ସ୍ଥିତ ତାଙ୍କ ବାସଭବନ ଓ ଗଞ୍ଜାମ ଜିଲ୍ଲାର ତାଙ୍କ ପୈତୃକଘରେ ମଧ୍ୟ ଭିଜିଲାନ୍ସ ଟିମ ଯାଞ୍ଚ କରୁଥିବା ସୂଚନା ମିଳିଛି । ପ୍ରକାଶ୍ୟ ଯେ,ଗତ ୨୦୨୩ ମସିହାରୁ ଆଜି ପର୍ଯ୍ୟନ୍ତ ବଲାଙ୍ଗୀର ଜିଲ୍ଲାରେ ଧାନକିଣାରେ ବ୍ୟାପକ ଅନୀୟମିତତା,ମିଲର୍ସଙ୍କୁ ଟାର୍ଗେଟ ଦେବାରେ ପାତରଅନ୍ତର ଇତ୍ୟାଦି ଅଭିଯୋଗ ରହିଆସିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like