-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||     

HOME   ଜିଲ୍ଲା

ମେଦନା ନିକଟରେ ବାଇକ ଦୁର୍ଘଟଣା ୪ଜଣ ଗୁରୁତ୍ୱର

12-Jul-2024



ଡାବୁଗାଁ  (ମିହିର ଶଙ୍କର ପାତ୍ର,)
ଡାବୁଗାଁ -ଝରୀଗାଁ ମୁଖ୍ୟ ରାସ୍ତାରେ ସଡ଼କ ଦୁର୍ଘଟଣା ଯୋଗୁଁ ୪ଜଣ ମେଡିକାଲରେ ଭର୍ତି ହୋଇଥିବା ସୂଚନା ମିଲିଛି |ଗୁରୁତର ମାନଙ୍କ ମଧ୍ୟରେ ଦୁଇଜଣ ପୁରୁଷ, ଜଣେ ମହିଳା ଓ ଗୋଟିଏ ୩ବର୍ଷର ଛୁଆ ଥିବା ଜଣାପଡିଛି |ମିଳିଥିବା ସୂଚନା ପ୍ରକାରେ ନବରଙ୍ଗପୁର ଜିଲ୍ଲା ସଦର ମହକୁମା ନିକଟସ୍ଥ କୁସୁମି ଗ୍ରାମର ପୁରନ ପୂଜାରୀ (୩୪), ଧନମତି ପୂଜାରୀ (୨୬) ଓ ସନ୍ତୋଷ ପୂଜାରୀ (୧୮) ଏକ ତିନି ବର୍ଷର କୁନି ଝିଅ ହିମାଦ୍ରୀ ପୂଜାରୀଙ୍କୁ ସାଙ୍ଗରେ ଧରି କୌଣସି କାର୍ଯ୍ୟରେ  ଝରୀଗାଁ ବ୍ଲକର ଫୁଫୁଗାଁ ପଂଚାୟତ ସଦର ମହକୁମାର ରାଜମନ ଭତରାଙ୍କ ଘରକୁ ଆସିଥିଲେ |ଆଜି ଗୋଟିଏ ଡୀଲକ୍ସ ଗାଡି (ଓ ଡି ୨୪ ଜେ ୫୨୭୬)ରେ ଚାରିଜଣ ବସି ନିଜ ଗାଁ ଅଭିମୁଖେ ବାହାରିଥିଲେ |ଫୁଫୁଗାଁ ରୁ ବାହାରି କିଛି ଦୂର ଗଲା ପରେ ମେଦନା ଗ୍ରାମ ନିକଟ ରେ ଭାରସାମ୍ୟ ହରେଇ ରାସ୍ତା ପାର୍ଶ୍ଵରେ ଥିବା ଏକ ବିଦ୍ୟୁତ ପୋଲକୁ ଧକ୍କା ଦେବାରୁ ଘଟଣା ସ୍ଥଳରେ ସମସ୍ତେ ଛିଟିକି ପଡିଥିଲେ |ରାସ୍ତାରେ ଯିବା ଆସିବା କରୁଥିବା ବାଇକ ଆରୋହୀମାନେ ଘଟଣା ସ୍ଥଳରେ ଅଟକି ଆମ୍ବୁଲାନ୍ସକୁ ଯୋଗାଯୋଗ କରି ସେମାନଙ୍କୁ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠେଇବା ପରେ ସେଠାରେ ସେମାନଙ୍କ ଚିକିତ୍ସା ଚାଲିଥିବା ସୂଚନା ମିଲିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   07-Aug-2026
  ରାଜ୍ୟ  
ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   07-Aug-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   07-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026

You Might Also Like