-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଉତ୍କଳମଣିଙ୍କ ଶ୍ରାଦ୍ଧୋତ୍ସବରେ ୫୧ ୟୁନିଟ୍‌ ରକ୍ତସଂଗ୍ରହ

12-Jul-2024



ବଲାଙ୍ଗିର(ପ୍ରେରଣା ଖବର): ସମାଜସେବାର ମୁର୍ତ୍ତିମନ୍ତ ପ୍ରତିକ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ ସପ୍ତାହ ଅବସରରେ ‘ସମାଜ’ ବଲାଙ୍ଗିର ସଂସ୍କରଣ ପକ୍ଷରୁ ଆୟୋଜିତ ରକ୍ତଦାନ ଶିବିରରେ ୫୧ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଛି ।
ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ ମୁଖ୍ୟଅତିଥି, ପୌରାଧ୍ୟକ୍ଷା ଲିକା ସାହୁ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଶିବିରର ଶୁଭାରମ୍ଭ କରିଥିଲେ । ଲଗାଣ ବର୍ଷା ସତ୍ତ୍ବେ ଅପରାହ୍ନ ଯାଏଁ ରକ୍ତଦାତା ରକ୍ତଦାନ କରିଥିଲେ । ବିଶିକେଶନ ମଲ୍ଲିକ, ସୁବାସ ବେହେରା, ସୋନାଲି ରାଉତ, ଜୟନ୍ତ ସାହୁ, ଉନ୍ନତ ଦତ୍ତ, ସୁଜାତା ସାମଲ, ସନ୍ତୋଷ ଦାଶ, ରିଙ୍କୁ ଦାଶ, ଜଶନ କର, ସଞ୍ଜୟ ସା, ସୁପୁନ ସାହୁ, ଏମ୍‌.ଡି ସଫଲ, ଦୁଷ୍ମନ୍ତ ମାଝୀ, ସାମ ମୁଣ୍ଡା, ଭରତ ମାଝୀ, ଆନନ୍ଦ ପୁଟେଲ, ଆଶିଷ ବି, ତ୍ରିଲୋଚନ ମଣ୍ଡଳ, ନମ ବାଗ, ଦେବେନ୍ଦ୍ର ପଟ୍ଟନାୟକ, ସୁରଜ ଜେନା, ମନୋଜ ନାଏକ, ଘାସିରାମ ମାଝୀ, ପ୍ରିୟାଂଶୁ ମେର୍ଲି, ଦେବେନ୍ଦ୍ର ଓରାମ, ଦେବରାଜ ସା, ଅଜୟ ସାମଲ, ମନୋରଞ୍ଜନ ଗିରି, ଦିବ୍ୟଲୋଚନ ଜେନା, ରାଜେଶ ଦାସ, ପ୍ରମୋଦ ପୁଟେଲ, ନିତ୍ୟାନନ୍ଦ ସେଠ, ଶାନ୍ତନୁ ପାତ୍ର, ତ୍ରିଲୋଚନ ଜେନା, ଦଶରଥ ମୁର୍ମୁ, ଦେବିପ୍ରସାଦ ପାତ୍ର, ସରୋଜ ସାହୁ, ବିବେକାନନ୍ଦ ପଟେଲ, ରାଜକିଶୋର ପଟେଲ, ପ୍ରଭଞ୍ଜନ ପଟେଲ, ବିନିତ ମିଶ୍ରଙ୍କ ସହ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ସରୋଜ ସାହୁ, ଜିଲା କ୍ରୀଡ଼ା ଅଧିକାରୀ ପରାସର ବାଗ, ‘ସମାଜ’ ବଲାଙ୍ଗିର ସଂସ୍କରଣର ଭାରପ୍ରାପ୍ତ ଶାଖା ପରିଚାଳକ ପାର୍ଥ ମହାପାତ୍ର ପ୍ରମୁଖ ରକ୍ତଦାନ କରିଥିଲେ । ଭୀମ ଭୋଇ ରକ୍ତଭଣ୍ଡାରର ମେଡିକାଲ ଅଫିସର୍‌ ଡା.ସୁମିତ ମୁଣ୍ଡ, ଗଙ୍ଗାଧର ପଧାନ, ଶେଖ୍ ଅବଦୁଲ ଅସରଫ, ରିପୁରାଜ ମେହେର, ପରମାନନ୍ଦ କୁଅଁର, ଚନ୍ଦ୍ରପ୍ରକାଶ ନାଗ, ଦେବେନ୍ଦ୍ର ନନ୍ଦ, ସୁଶୀଲ ସୁନା ପ୍ରମୁଖ ରକ୍ତ ସଂଗ୍ରହ କରିଥିଲେ । ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ୍‌ର ଆବାହକ ସୋମନାଥ ମିଶ୍ର, ୮୪ ଘର ଅଘରିଆ ସମାଜର ଜିଲା ସଭାପତି ଶୁଭ୍ରାଂଶୁ ପଟେଲ, ଜିଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ର, ଫୁଟବଲ ଖେଳାଳି ଜିତୁ ଦଳାଇ, ‘ସମାଜ’ ସଂପାଦନା ବିଭାଗ ମୁଖ୍ୟ ଯୋଗେଶ ବଢେଇ, ରିପୋର୍ଟର୍‌ ତଥା ସହ ସଂପାଦକ ବଳରାମ ମିଶ୍ର, ବିଜ୍ଞାପନ ବିଭାଗ ମୁଖ୍ୟ ରଶ୍ମିରଞ୍ଜନ ପଟ୍ଟନାୟକ, ସହ ସଂପାଦକ ସୁବ୍ରତ ସାହୁ, ସଂପାଦନା ବିଭାଗର ଲକ୍ଷ୍ମୀଧର ସାହୁ, ପ୍ରସାରଣ ବିଭାଗ ମୁଖ୍ୟ କରନଜିତ ମହାନ୍ତି, ଅରୁଣ ମେର୍ଲି ରକ୍ତଦାତାଙ୍କୁ ଉତ୍ସାହିତ କରିବା ସହ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like