-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ସଭା ଗୃହରେ ଷଷ୍ଠତମ ପଂଚାୟତ ସମିତି ବୈଠକ ଅନୁଷ୍ଠିତ

12-Jul-2024



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ସଭା ଗୃହରେ ଷଷ୍ଠତମ ପଂଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା l ଉକ୍ତ ବୈଠକ ରେ ପ୍ରଥମେ ପାନୀୟ ଜଳ ଉପରେ ଆଲୋଚନା ହୋଇଥିଲା l ବିଶେଷ କରି କୁସମେଲ ପଂଚାୟତ ର ତାଳଜୁରୀ ଓ କୁସମେଲ ଗ୍ରାମରେ ଲୋୟର ସୁକ୍ତେଲ ପ୍ରକଳ୍ପ ରୁ ପାଣି ରୁ ବଂଚିତ ଓ ସମସ୍ୟା କୁ ନେଇ ବୈଠକ ରେ ଉପସ୍ଥାପନ କରିଥିଲେ କୁସମେଲ ସମିତି l ଏହାସହ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ନେଇ ନୂତନ ପାଇପ ଯୋଗେ ପାଣି ସପ୍ଲାଇ ଓ ସମସ୍ୟା କୁ ନେଇ ସରପଞ୍ଚ ମାନେ ମାଠିଆ କୁ ରଖି ଅଧିକାରୀ ଙ୍କୁ ଦେଖାଇଥିଲେ ଏହାସହ କେତେଗୋଟି ଅଙ୍ଗନବାଡି କେନ୍ଦ୍ର ରେ ପାଣି ସପ୍ଲାଇ ର ସମସ୍ୟା କୁ ନେଇ ଲୋଇସିଂହା ସିଡିପିଓ ବିଭାଗୀୟ ଯନ୍ତ୍ରୀ ଙ୍କୁ କହିଥିଲେ l ସ୍ୱାସ୍ଥ୍ୟ ବିଭାଗ କୁ ନେଇ ଡ଼ ସଂଜୀବ ବିଶ୍ୱାଳ ବ୍ଲିଚିଙ୍ଗ ପାଉଡର, ଓଆରଏସ, ଅଲଟ୍ରା ସାଉଣ୍ଡ, ଡେଙ୍ଗୁ ମେଲେରିଆ ଉପରେ ଆଲୋଚନା ଓ ସମାଧାନ ଦିଗରେ ଆଲୋଚନା କରିଥିଲେ l ଏହାସହ ଶିକ୍ଷା ଦିଗରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରକାଶ କଲେ ଯେ ଏ ବର୍ଷ ଆମ ଲୋଇସିଂହା ବ୍ଲକ ରୁ ୨ ଜଣ ଛାତ୍ର ଜିଲ୍ଲା ସ୍ତରରେ ଉତୀର୍ଣ୍ଣ ହୋଇଛନ୍ତି l ଏହାସହ ବାଞ୍ଜିପାଲି, ଲଙ୍କାବାହାଲ ସ୍କୁଲ ବାବଦରେ ସମୀକ୍ଷା କରାଗଲା l ବ୍ଲକ ଆଦର୍ଶ ବିଦ୍ୟାଳୟ ରେ ବିଶୃଙ୍ଖଳା କୁ ନେଇ ସମିତି ବୈଠକ ରେ ଅଭିଯୋଗ ହୋଇଥିଲା l

କୁଟ୍ରାପାଳି ସ୍କୁଲ ରେ ଶିକ୍ଷକ ଅଭାବ କୁ ନେଇ ବାଦିମୁଣ୍ଡା ସରପଞ୍ଚ ଶିକ୍ଷା ଅଧିକାରୀ ଙ୍କୁ ଦୃଷ୍ଟି ଆକର୍ଷଣ କରିଥିଲେ l ଏହାପରେ ରାସନ କାର୍ଡ ଓ ବିଏସକେୱାଇ କାର୍ଡ ଉପରେ ଯୋଗାଣ ଅଧିକାରୀ ଉପସ୍ଥିତି ରେ ଆଲୋଚନା ହୋଇଥିଲା l ରାସନ କାର୍ଡ କୁ ନେଇ ପାରିବାରିକ କଳହ କୁ  ସମିତି ବୈଠକ ରେ ନିନ୍ଦା କରାଯାଇଥିଲା l ଇଲେକ୍ଟ୍ରିର୍ସିଟି ଉପରେ ଆଲୋଚନା ହୋଇଥିଲା l ବିଭାଗୀୟ ଯନ୍ତ୍ରୀ ଙ୍କ ଉପସ୍ଥିତି ରେ ପଂଚାୟତ ଗୁଡିକରେ ବିଜୁଳି ସମସ୍ୟା ଉପରେ ଆଲୋଚନା ହେବାସହ ସାଲେଭଟା ସବଷ୍ଟେସନ ରୁ କଦଳୀପାଳି ଓ ଛତାମଖନା ସବଷ୍ଟେସନ ର 34 ନମ୍ବର ଜୋନ ର ବିଭିନ୍ନ ଗ୍ରାମକୁ ନେଇ ବିଜୁଳି ସମସ୍ୟା ଉପରେ ହଟଗୋଳ ହୋଇଥିଲା l ଏହାସହ ଚାଷ, ରାସ୍ତାଘାଟ ଓ ଅନ୍ୟାନ୍ୟ ବିଷୟ କୁ ନେଇ ସମୀକ୍ଷା କରାଗଲା l ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଙ୍କ ଆୟୋଜିତ ଏହି ବୈଠକ ରେ ବିଡ଼ିଓ ଅକ୍ଷୟପାଣି ଉଦ୍ଦୁ, ବ୍ଲକ ଉପାଧ୍ୟକ୍ଷl, ତହସିଲ୍ଦାର ସଂଘମିତ୍ରା କଲୋ, ଜିପିଓ କିଶୋର ଚନ୍ଦ୍ର ମାନସିଂହ, ସାଂସଦ ପ୍ରତିନିଧି ବାଲକୃଷ୍ଣ ଧରୁଆ, ଏମଏଲଏ ପ୍ରତିନିଧି ଗୌରାଙ୍ଗ ନାଏକ, ଏ. ଇ ସିଦ୍ଧାର୍ଥ ପାଢୀ ସହ ସମସ୍ତ ବିଭାଗ ର ଜେ. ଇ, ସମସ୍ତ ଅଧିକାରୀ, ଜିଲ୍ଲା ପରିଷଦ ସଭ୍ୟା, ସରପଞ୍ଚ, ସମିତି ସଭ୍ୟ ଓ ସଭ୍ୟା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026

You Might Also Like