-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ସମନ୍ଵିତ ସର୍ବେକ୍ଷଣ ଅଭିଯାନ ଓ ଡେଙ୍ଗୁ ନିରାକରଣ ବୈଠକ ଅନୁଷ୍ଠିତ

12-Jul-2024



ବଲାଙ୍ଗିର(ଦେବାଶିଷ ବହିଦାର): ଜିଲ୍ଲାସ୍ତରୀୟ ସମନ୍ଵିତ ସର୍ବେକ୍ଷଣ ଅଭିଯାନ ଏବଂ ଡେଙ୍ଗୁ ନିରାକରଣ ବୈଠକ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରୱ ଶିୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଛି । ପ୍ରତି ଶନିବାର ଜିଲ୍ଲାର ସମସ୍ତ ସରକାରୀ ତଥା ବେସରକାରୀ ଅନୁଷ୍ଠାନ ପାଳନ ହେଉଥିବା ସ୍ଵଚ୍ଛତା ଦିବସରେ ପାଣି ଜମୁଥିବା ସ୍ଥାନ, ଘାସ , ବୁଦା ମାନଙ୍କୁ ପରିଷ୍କାର କରିବା ସହ ମଶା ଯେପରି ଅଣ୍ଡା ଦେଇନପାରେ ସେ ଦିଗରେ ଧ୍ୟାନ ଦେବାକୁ

ଜିଲ୍ଲାପାଳ କହିଥିଲେ । ମାଲେରିଆ ଓ ଡେଙ୍ଗୁ ନିରାକରଣ ରେ ଚିହ୍ନଟଙ୍କ ଯଥା ଶୀଘ୍ର ଆରୋଗ୍ୟ ପାଇଁ ପଦକ୍ଷେପ ନେବାକୁ ଗୁରୁତ୍ଵାରୋପୋ କରିଥିଲେ । ଅତ୍ୟଧିକ ରୋଗୀ ଚିହ୍ନଟ ସ୍ଥାନ ଗୁଡିକୁ ସ୍ଵତନ୍ତ୍ର ଭାବେ ଧ୍ୟାନ ଦେବାକୁ ଆଦେଶ ଦେଇଥିଲେ । ଦୀର୍ଘ ସ୍ଥାୟୀ କୀଟନାଶକ ମଶାରୀ , ଧୂଆଁ ପ୍ରୋୟୋଗ କରୁଥିବା ମେସିନ ଉପଯୋଗ କରିବା ସହ ମୁନିସିପାଲିଟି ସଫେଇ କାର୍ଯ୍ୟ ତ୍ଵରାନିତ୍ଵ କରିବାକୁ କହିଥିଲେ । ନୀଚ ଜାଗାରେ ପାଣି ଜମୁଥିବା ସ୍ଥାନ ଗୁଡିକରେ ବାଲି ପକେଇ ସମତଳ କରିବା, ଆବର୍ଜନାକୁ ଜନ ବସ୍ତି ଠାରୁ ତୁରନ୍ତ ଦୂରେଇ ପକେଇବା ଭଳି ପଦକ୍ଷେପ ଗ୍ରହଣ କରିବାକୁ କହିଥିଲେ  । ମୁଣ୍ଡ ବଥା ତଥା ଜ୍ଵର ହେଲେ ବି ଡେଙ୍ଗୁ ମାଲେରିଆ ପାଇଁ ଟେଷ୍ଟିଙ୍ଗ ପରିମାଣ ବଢେଇବା ଉପରେ ଧ୍ୟାନ ବଢେଇବାକୁ ନିର୍ଦେଶ ଦେଇଥିଲେ ।  ସେହିପରି ସମନ୍ଵିତ ସ୍ଵାସ୍ଥ୍ୟ ସର୍ବେକ୍ଷଣ ଅଭିଯାନ ତା ଜୁଲାଇ ପହିଲା ରୁ ଆରମ୍ଭ ହୋଇଛି । ସ୍ୱାସ୍ଥ୍ୟ କର୍ମୀ ମାନେ ଘରକୁ ଘର ବୁଲି ମ୍ୟାଲେରିଆ , ଡେଙ୍ଗୁ , ଡାଇରିଆ , ଯକ୍ଷ୍ମା, କୁଷ୍ଠ ଓ ସମ୍ପୂର୍ଣ୍ଣ ନିରାକରଣ ହୋଇନଥିବା ଶିଶୁ ଏବଂ ହେପାଟାଇଟିସ ପରୀକ୍ଷା ନ କରିଥିବା ଗର୍ଭବତୀ ମହିଳା ଙ୍କର ଚିହ୍ନଟ କରିବା ସହ ଟିକାକରଣ  କରିବାକୁ କହିଥିଲେ । 

ଏହି ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ସଚେତନତା ସଭାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼। ପ୍ରଦୀପ କୁମାର ଗୁରୁ ସଭା ଆରମ୍ଭ ଭାଷଣ ପ୍ରଦାନ କରି ରୋଗକୁ  କେମିତି ଅତିଶୀଘ୍ର ଚିହ୍ନଟ କରିବା ଏବଂ ଏହାର ପ୍ରତିକାର ନିମନ୍ତେ ଅଭିନବ ପନ୍ଥା ଗ୍ରହଣ କରି ଏହାର ନିରାକରଣ ସମ୍ପର୍କରେ ଆଲୋଚନା କରିଥିଲେ । ତୃଣମୂଳ ସ୍ତରରେ ଜନସଚେତନତା ସୃଷ୍ଟି କରି ଏହାର ନିରାକରଣ ଉପରେ ସେ ଗୁରୁତ୍ଵାରୋପ କରିଥିଲେ । ଦୀର୍ଘ ସ୍ଥାୟୀ କୀଟନାଶକ ମଶାରୀ ବଣ୍ଟନ ଓ ଏହାର ଉପଯୁକ୍ତ ବ୍ୟବହାର ଦ୍ଵାରା ମ୍ୟାଲେରିଆ ରୋଗ କୁ ହ୍ରାସ କରାଯାଇପାରିଛି ବୋଲି ସେ ପ୍ରକାଶ କରିଥିଲେ । ଏହି ଦିବସ ପାଳନ ର ତାତ୍ପର୍ଜ୍ୟ ସମ୍ପର୍କରେ ସୂଚନା ଦେବା ସହ ମ୍ୟାଲେରିଆ ନିରାକରଣ ଦିଗରେ ଗ୍ରହଣ କରାଯାଉଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ । ପାୱାରପଏନ୍ଟରେ ବିଗତ ବର୍ଷରେ କିପରି ରୋଗ ନିରାକରଣ

ବଢିବା ସହ ରୋଗୀଙ୍କ ସଂଖ୍ୟା କମିଛି ବୋଲି ରିପୋର୍ଟ ରେ ଦର୍ଶାଇଥିଲେ । ସଭାରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ଦିବ୍ୟ କିଶୋର ପତି, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ(ଭେକ୍ଟର ବାହିତ) ଡ଼ କୁବେର ଚନ୍ଦ୍ର ମହନ୍ତ , ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ପରିବାର କଲ୍ୟାଣ) ଡ଼ ସୁଧା ବାର୍ଲା , ଡ଼ ସିଦ୍ଧେଶ୍ଵର ମାଝି, ଜିଲ୍ଲା ପ୍ରକଳ୍ପ ପରିଚାଳକ ମୃତ୍ୟୁଞ୍ଜୟ ମୁଣ୍ଡ, ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ଜନସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ,ଆଶା କର୍ମୀ ଓ ସ୍ୱାସ୍ଥ୍ୟ କର୍ମୀ ମାନେ ମଧ୍ୟ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like