-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ରାଜ୍ୟ

ଅରବିନ୍ଦ ପାଢ଼ୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବିଦା ହେଲେ ବୀର ବିକ୍ରମ ଯାଦବ

12-Jul-2024



ଭୁବନେଶ୍ବର(ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ): ବଡ଼ ଠାକୁରଙ୍କ ପହଣ୍ଡି ଅଘଟଣ ପରେ ଆକ୍ସନ ମୋଡ଼ରେ ରାଜ୍ୟ ସରକାର। ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ବୀର ବିକ୍ରମ ଯାଦବଙ୍କ ସ୍ଥାନରେ ଅରବିନ୍ଦ ପାଢୀଙ୍କୁ ମିଳିଲା ଦାୟିତ୍ବ। ଗୁରୁବାର ରାତି ଅଧିଆ ଆଇନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। ଅରବିନ୍ଦ ପାଢୀ ବର୍ତ୍ତମାନ କୃଷି ବିଭାଗର ପ୍ରମୁଖ ଶାସନ ସଚିବ ରହିଥିବା ବେଳେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢୀଙ୍କର ମଧ୍ୟ ପୁରୁଣା ଅଭିଜ୍ଞତା ରହିଛି।

   ସୂଚନାଯୋଗ୍ୟ, ନିକଟରେ ବୀରବିକ୍ରମ ଯାଦବ ମେ ୨୨ରୁ ଜୁନ ୧୧ ପର୍ଯ୍ୟନ୍ତ ଛୁଟିରେ ଯାଇଥିବା ବେଳେ ଅରବିନ୍ଦ ପାଢୀଙ୍କୁ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ମିଳିଥିଲା। ଏହା ପୂର୍ବରୁ ୨୦୧୪ ମସିହାରେ ମଧ୍ୟ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟ କରିଥିଲେ ବରିଷ୍ଠ ଆଇଏସ ଅଧିକାରୀ ଅରବିନ୍ଦ ପାଢୀ। ସେପଟେ ବରିଷ୍ଠ ଆଇଏସ ଅଧିକାରୀଙ୍କ ଉପରେ ରାଜ୍ୟ ସରକାରଙ୍କ ଛାଟ ବାଜିବା ଆରମ୍ଭ ହୋଇଥିବା ବେଳେ ବୀର ବିକ୍ରମ ଯାଦବଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପଦରୁ ହଟାଯାଇଥିବା କୁହାଯାଉଛି। ସେ ଯୋଗାଣ ଓ ପୂର୍ତ୍ତ ବିଭାଗର ସଚିବ ରହିବା ସହ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ବ ପାଇଥିଲେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ କୌଣସି ଆଖିଦୃଶିଆ ପ୍ରଶାସନିକ ଦକ୍ଷତା ଦେଖାଇନଥିଲେ ମଧ୍ୟ ବିଜେଡି ସରକାର ସମୟରେ ଅଖଣ୍ଡ କ୍ଷମତା ଭୋଗ କରୁଥିଲେ ବୋଲି ଚର୍ଚ୍ଚା ହୁଏ।


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like