-+91-9937148622 |

prerana_bgr@rediffmail.com |

  Thursday 6th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||     

HOME   ଜିଲ୍ଲା

ପୃଥକ ପୃଥକ ଘଟଣାରେ ଗଞ୍ଜେଇ ଓ ମଦ ସହ ବାଇକ୍ ଜବତ, ଦୁଇ ଗିରଫ

12-Jul-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ଅବକାରୀ ବିଭାଗ ପକ୍ଷରୁ ପୃଥକ ପୃଥକ ସ୍ଥାନରେ ଚଢାଉ କରାଯାଇ ଗଞ୍ଜେଇ ସହ ବାଇକ୍ ଓ ମଦ ସହ ବାଇକ ଜବତ କରି କେଶ ନମ୍ବର 36/24 ଓ 37/24ରେ ଦୁଇଟି ମାମଲା ୠଜୁକରି କରିଥିବା ବେଳେ ଉଭୟ ଘଟଣା ର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବିଭାଗୀୟ ସୂତ୍ରରୁ ଜଣାପଡ଼ିଛି | ବିଶ୍ଵସ୍ତ ସୂତ୍ରରୁ ଖବର ପାଇ କଣ୍ଟାମାଳ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲ୍ଲିକଙ୍କ ନେତୃତ୍ୱରେ ଅବକାରୀ ବିଭାଗର ଏକ ଟିମ୍ କଣ୍ଟାମାଳ ଥାନା ବରଗାଁ ପଞ୍ଚାୟତ ବୁଢାଖୋଲ ଗ୍ରାମ ରାସ୍ତା ନିକଟରୁ ଏକ ହିରୋ ସୁପର ସ୍ପ୍ଲେଣ୍ଡର ବାଇକ (ଓଡ଼ି ୨୭ ବି ୯୫୧୯) କୁ ସନ୍ଦେହରେ ଅଟକାଇ ଯାଞ୍ଚ କରିଥିଲେ  l ଯାଞ୍ଚ ସମୟରେ ବାଇକରୁ ୩କେଜି ଗଞ୍ଜେଇ ଜବତ୍ କରିଥିବା ବେଳେ ଘଟଣାରେ ସଂପୃକ୍ତ  ମନମୁଣ୍ଡା ଥାନା ବଉଳସିଙ୍ଗା ଗ୍ରାମର ପ୍ରଦୀପ ପ୍ରଧାନ (୨୬) କୁ ଗିରଫ କରିଥିଲେ  l  ଏନେଇ କଣ୍ଟାମାଳ ଅବକାରି ବିଭାଗ ପକ୍ଷରୁ ୩୬/୨୪ରେ ଏକ ମାମଲା ରୁଜ୍ଜୁକରି ଅଭିଯୁକ୍ତ କୁ କୋର୍ଟ

ଚାଲାଣ କରାଯାଇଥିବା କଣ୍ଟାମାଳ ଅବକାରୀ ଅଧିକାରୀ ସୂର୍ଯ୍ୟକାନ୍ତ ମଲ୍ଲିକ ସୂଚନା ଦେଇଛନ୍ତି | ସେହିପରି ଅନ୍ୟ ଏକ ଘଟଣାରେ ଏହି ଟିମ୍ ବରଗାଁ ପଞ୍ଚାୟତ କୁମେଲବନ୍ଧ ଗାଁ ଛକ ନିକଟରେ ଚଢାଉ କରି ୧୨ଲିଟର ମଦ ସହ ଏକ ବାଇକ୍  (ଓଡ଼ି ୨୭ ୫୨୦୮) ଜବତ୍ କରିଥିବା ବେଳେ ଘଟଣା ସହ ସମ୍ପୃକ୍ତ ଉତୁର୍ଲା ଗ୍ରାମର ବାଳକ ବଗର୍ତ୍ତି (୫୫) କୁ ଗିରଫ କରି କେଶ ନମ୍ବର ୩୭/୨୪ ରେ ଏକ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି | ଏହି ଚଢ଼ାଉରେ କଣ୍ଟାମାଳ ଅବକାରୀ ଥାନାଧିକାରୀ ସୂର୍ଯ୍ୟକାନ୍ତ ମଲ୍ଲିକ, ଶୁକେଶିନି କୁଜ୍ଜୁର୍, ଶ୍ରୀକାନ୍ତ ବେହେରା, ଆନନ୍ଦ ମେହେର ପ୍ରମୁଖ ସାମିଲ ଥିଲେ |


News Comment




Photo in News

Advertisment
Lastest News
ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   05-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା   05-Aug-2026
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026

You Might Also Like