-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ରେ ସ୍ୱୟଂ ଚାଳିତ ଡ୍ରାଇଭିଂ ଟେଷ୍ଟିଙ୍ଗ ର ଶୁଭାରମ୍ଭ। ଡ୍ରାଇଭିଂ ଲାଇସେନ୍ସ ରେ ହେରାଫେରି ଯୁଗର ଅବସାନ

13-Jul-2024



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ସାହାଜପିଟା ଠାରେ ଅବସ୍ଥିତ ସ୍ୱୟଂ ଚାଳିତ ଡ୍ରାଇଭିଂ ଟେଷ୍ଟିଙ୍ଗ ସରଣୀ ତା ୧୦/୦୭/୨୪ ଠାରୁ କାର୍ଯ୍ୟକାରୀ କରାଯାଇଥିବା ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି । ନୂତନ ଡ୍ରାଇଭିଂ ଲାଇସେନ୍ସ ପାଇବାକୁ ଆବେଦନକାରୀ ମାନେ ଏଇ ସ୍ୱୟଂ ଚାଳିତ ବୈଦ୍ୟୁତିକ ସରଣୀ ରେ ଗାଡି ଚଳେଇ ଟେଷ୍ଟିଙ୍ଗ ଦେଇଥିଲେ ,
ଏଠାରେ ଅତ୍ୟାଧୁନିକ ସ୍ୱୟଂ ଚାଳିତ ସରଣୀ  କାର୍ଯ୍ୟକାରୀ ହେବା ଫଳରେ ଡ୍ରାଇଭିଂ ଟେଷ୍ଟିଙ୍ଗରେ ଆଉ ମନୁଷ୍ୟ କୃତ କୌଣସି ପ୍ରକାର ହସ୍ତକ୍ଷେପ ରହିବ ନାହିଁ । ଏଇ ବୈଦ୍ୟୁତିକ ସରଣୀ ରେ ଗାଡି ଚାଳନା ର ପରୀକ୍ଷା ଦେଇଥିବା ଆବେଦନକାରୀ ମାନଙ୍କ ଦ୍ୱାରା ଠିକ ବା ଭୁଲ ଗାଡି ଚାଳନାର ଟିକିନିକି ତଥ୍ୟ କମ୍ପୁଟର  ରେ ରିପୋର୍ଟ ପ୍ରକାଶିତ ହେବ। ଏଇ ରିପୋର୍ଟ ଆଧାରରେ ଆବେଦନକାରୀ ମାନଙ୍କୁ ପାସ  ଓ ଫେଲ ସାର୍ଟିଫିକେଟ ପ୍ରଦାନ କରାଯିବା ସହ  ଗାଡି ଚାଳନା ପାଇଁ ଆବଶ୍ୟକ ଲାଇସେନ୍ସ ପ୍ରଦାନ କାରାଯିବ ବୋଲି ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଜେନା ସୂଚନା ଦେଇଛନ୍ତି । ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ସୁବର୍ଣ୍ଣପୁର ରେ ଆରମ୍ଭ ହୋଇଥିବା ଏଇ ଅତ୍ୟାଧୁନିକ ବ୍ୟବସ୍ଥା ରାଜ୍ୟର ୯ତମ ହୋଇଥିବାବେଳେ ଏଇ ବ୍ୟବସ୍ଥାକୁ ଅଟୋମେଟେଡ଼ ଡ୍ରାଇଭିଂ ଟେଷ୍ଟିଙ୍ଗ ସିଷ୍ଟମ  ବା (ଏ ଡି ଟି ଏସ ) କୁହାଯାଉଛି । ଏହା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏ.ଆଇ) ମାଧ୍ୟମରେ ସ୍ୱୟଂ ଚାଳିତ ହେବା ସହିତ ସିଷ୍ଟମ ରେ ତଥ୍ୟ ସଂଗ୍ରହ ପାଇଁ ୧୯ ଟି ସ୍ୱୟଂ ଚାଳିତ କ୍ୟାମେରା ସଂଯୁକ୍ତ ହୋଇଛି । ଏହି କ୍ୟାମେରା ଦ୍ୱାରା ଆବେଦନକାରୀ ମାନଙ୍କ ଡ୍ରାଇଭିଂ ଟେଷ୍ଟିଙ୍ଗ ସମ୍ପର୍କିତ ସମସ୍ତ ଫୋଟୋ ଚିତ୍ର ଓ ତଥ୍ୟ ଉତ୍ତୋଳିତ ହୋଇ ସିଧାସଳଖ କମ୍ପ୍ୟୁଟର ଡାଟାବେସ କୁ ଚାଲିଯିବା ଏବଂ ସେହି ରିପୋର୍ଟ ଆଧାରରେ ପରିବହନ ଅଧିକାରୀ ଆବେଦନକାରୀ ଙ୍କୁ ଡ୍ରାଇଭିଂ ଲାଇସେନ୍ସ ପ୍ରଦାନ କରିବେ ବୋଲି ଜଣାପଡିଛି। ଏହି ବ୍ୟବସ୍ଥାର କାର୍ଯ୍ୟକାରୀତା ନିମନ୍ତେ  ପୁଣେ ଓ ହାଇଦ୍ରାବାଦ ରୁ ଏକ ସ୍ୱତନ୍ତ୍ର ବୈଷୟିକ ଟିମ ଜିଲ୍ଲାକୁ ଆସି କାର୍ଯ୍ୟ ର ତଦାରଖ କରୁଥିଲେ । ଆଜିର ଏହି ପରୀକ୍ଷାମୂଳକ ତଥା ଏହାର ଲୋକାର୍ପଣ କାର୍ଯ୍ୟକ୍ରମ ରେ ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀ ଜେନା ଏବଂ ଏମଭିଆଇ  ଶ୍ରୀ ବିଶ୍ୱରଂଜନ ସାହୁ ଉପସ୍ଥିତ ରହି ସ୍ବୟଂ ଚାଳିତ ଟେଷ୍ଟିଙ୍ଗର ଆରମ୍ଭ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like