-+91-9937148622 |

prerana_bgr@rediffmail.com |

  Wednesday 5th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||      ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (05-Aug-2026)       ||      ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   (05-Aug-2026)       ||      ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   (05-Aug-2026)       ||      ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   (05-Aug-2026)       ||      ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   (05-Aug-2026)       ||      * *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   (05-Aug-2026)       ||      *ବିଶ୍ବ ଯେତେବେଳେ ବି ଦିଗହରା ହୋଇଛି ବ୍ରାହ୍ମଣ ସମାଜ ର ହିଁ ମାର୍ଗଦର୍ଶନ ଲୋଡିଛି*- *ବକ୍ତା*-   (05-Aug-2026)       ||      ଲାଞ୍ଚ ଗ୍ରହଣ ଅଭିଯୋଗରେ ବରିଷ୍ଠ ରାଜସ୍ୱ ସହାୟକ ନିଲମ୍ବିତ   (05-Aug-2026)       ||      ସେବା,ସହଯୋଗ ଓ ମାନବିକତାର ବାର୍ତ୍ତା ନେଇ ଆରମ୍ଭ ହେଲା ଜୁନିଅର ରେଡ଼କ୍ରସ ତାଲିମ ଶିବିର"   (04-Aug-2026)       ||      କୁଷ୍ଠ ରୋଗ ଚି଼ହ୍ନଟି କରଣ ଅଭିଯାନ ପାଇଁ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି କାର୍ଯ୍ୟକ୍ରମ ଅନୁଷ୍ଠିତ   (04-Aug-2026)       ||      *ସୋନପୁର ଠାରେ ହାପ୍ ଡେଲି ଷ୍ଟୋର ର ଶୁଭ ଉଦ୍ଘାଟନ*-   (04-Aug-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||     

HOME   ଜିଲ୍ଲା

ସୁଭଦ୍ରା ଯୋଜନା ପାଇଁ ତହସିଲ କାର୍ଯ୍ୟାଳୟ ଏଵଂ ଜନସେବାରେ ଭିଡ଼ ! ଡାବୁଗାଁ ଅଂଚଳରେ "ଦଲାଲ ସକ୍ରିୟ"

13-Jul-2024



ନବରଙ୍ଗପୁର :(ଡାବୁଗାଁ)(ମିହିର ଶଙ୍କର ପାତ୍ର)
ବିଜେପି ସରକାର ଶାସନକୁ ଆସିବା ପରେ ନିର୍ବାଚନ ପୂର୍ବରୁ । ଦେଇଥୁବା ପ୍ରତିଶ୍ରୁତିଗୁଡ଼ିକ ପାଳନ କରିବା ପ୍ରକ୍ରିୟା ଆରମ୍ଭ ହୋଇଛି । ସେ ପ୍ରତିଶ୍ରୁତି ମଧ୍ୟରୁ ସ୍ଵୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କ ପାଇଁ ସୁଭଦ୍ରା ଯୋଜନ ଅନ୍ୟତମ । ମାତ୍ର ଅଦ୍ୟାବଧୂ ଯୋଜନାର ରୂପରେଖ କ’ଣ ହେବ ତାହା ସାର୍ବଜନୀନ ହୋଇନାହିଁ । କିନ୍ତୁ ରାଜ୍ୟ ସରକାର ଦେଇଥିବା ଦସ୍ତାବିଜଗୁଡ଼ିକ ଯୋଗାଡ କରିବା ପାଇଁ  ମହିଳାମାନଙ୍କର ଜନସେବା କେନ୍ଦ୍ରରେ ଭିଡ ପରିଲକ୍ଷିତ ହେଉଛି ।ଖାଲି ଜନସେବା କେନ୍ଦ୍ର ନାହିଁ ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ଏଵଂ ରାଜସ୍ୱ ବିଭାଗ ଅଫିସ ଆଗରେ ବି ଭିଡ଼ ଦେଖୁବାକୁ ମିଳୁଛି। ଏହା ଖାଲି ନବରଙ୍ଗପୁର ଜିଲ୍ଲା କି ଡାବୁଗାଁ ବ୍ଲକର ନାହିଁ ଏଭଳି ରାଜ୍ୟସାରା ମହିଳା ମାନେ ବିଭିନ୍ନ ଦସ୍ତାବିଜ ପାଇଁ ପୂର୍ବରୁ ପ୍ରସ୍ତୁତି ଆରମ୍ବ କରିଦେଇଛନ୍ତି ।ମୁଖ୍ୟତଃ, ଇନକମ୍ ପ୍ରମାଣପ ଣପତ୍ର ଏବଂ ରେସିଡେଣ୍ଟ ପ୍ରମାଣପତ୍ର ମହିଳାଙ୍କ ପାଖରେ ନ ଥୁବାରୁ ତାହାକୁ ଯୋଗାଡ କରିବା ନିମନ୍ତେ ଜନସେବା କେନ୍ଦ୍ରରେ ପ୍ରବଳ ଭିଡ଼ ଦେଖାଦେଇଛି। ଏତଦ୍‍ବ୍ୟତୀତ, ଦଲାଲମାନେ ସକ୍ରିୟ ହୋଇ ମହିଳାମାନଙ୍କ ଠାରୁ ବ୍ୟାଙ୍କ ପାସବୁକ୍, ଫଟୋ, ପୋଟା, ଭୋଟ ପରିଚୟ ପତ୍ର, ଆଧାର କାର୍ଡ ଆଦି ନେଉଥିବା ଦେଖାଦେଇଛି । ତେଣୁ, ପ୍ରଶ୍ନ ପ୍ରଶାସନ ଏ ଦିଗରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି ହୋଇଛି। ଏହି ଯୋଜନାର କୌଣସି ରୂପରେଖ ଜଣାପଡ଼ି ନ ଥିବାବେଳେ ପ୍ରଶାସନିକ ସ୍ତରରୁ ଆବଶ୍ୟକ ସ୍ପଷ୍ଟୀକରଣ ଦିଆଯିବା ଆବଶ୍ୟକ ରହିଛି ବୋଲି ସାଧାରଣ ରେ ଆଲୋଚନା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    05-Aug-2026
  ଜିଲ୍ଲା  
ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି   05-Aug-2026
  ଜିଲ୍ଲା  
ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   05-Aug-2026
  ଜିଲ୍ଲା  
ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   05-Aug-2026
  ଜିଲ୍ଲା  
*ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   05-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ-୨୦୨୬ ପାଳନ ସଂପର୍କରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   05-Aug-2026
  ଜିଲ୍ଲା  
ଓଡିଶା ଭରସା ଲେପ୍ରା ପ୍ରୋଜେକ୍ଟ ତରଫରୁ ପୋଷଣ ଖାଦ୍ୟ ବଣ୍ଟନ   05-Aug-2026
  ଜିଲ୍ଲା  
ବିନିକା ବ୍ଲକ ଓ ନଗର କଂଗ୍ରେସର ସାଙ୍ଗଠନିକ ବୈଠକ   05-Aug-2026
  ଜିଲ୍ଲା  
ମୁଦିପଡ଼ାରେ ପ୍ରଶାସନର ମିଳିତ ଉଚ୍ଛେଦ ଓ ସଫେଇ ଅଭିଯାନ: ଡ୍ରେନ୍‌ରୁ ଜବରଦଖଲ ହଟିବା ସହ ଜଳନିଷ୍କାସନ ବ୍ୟବସ୍ଥା ସୁଦୃଢ଼   05-Aug-2026
  ଜିଲ୍ଲା  
ଓଏସଆରଟିସି (OSRTC) ସମ୍ବଲପୁର ଡିଭିଜନ ପକ୍ଷରୁ ସମ୍ବଲପୁର-ବିଶାଖାପାଟଣା ମଧ୍ୟରେ ନୂତନ ସିଧାସଳଖ ବସ୍ ସେବା ଆରମ୍ଭ   05-Aug-2026
  ଜିଲ୍ଲା  
* *ଜିଲ୍ଲା ସ୍ତରୀୟ ଆଣ୍ଟି ଡେଙ୍ଗୁ ମାସ ଓ ଭେକ୍ଟର ବାହିତ ରୋଗ ଟାସ୍କ ଫୋର୍ସ ଉପରେ ସମୀକ୍ଷା ବୈଠକ*- -   05-Aug-2026

You Might Also Like