-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||     

HOME   ଜିଲ୍ଲା

ସୋନପୁର ରେ ଆଜି ବୌଦ୍ଧ ଅବତାର (ପଦ୍ମମୁଖ ) ବେଶ ରେ ଦର୍ଶନ ଦେଲେ ଶ୍ରୀ ଜୀଉ

13-Jul-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୋନପୁର ଗୁଣ୍ଡିଚା ମନ୍ଦିର ଠାରେ ଆଜି ସପ୍ତମୀ ଶୁକ୍ରବାର ଦିନ ଚତୁ୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ବୌଦ୍ଧ ଅବତାର ପଦ୍ମମୁଖ ବେଶରେ ଦର୍ଶନ ଦେଇଛନ୍ତି । କଥାରେ ଅଛି ଆଡପ ମଣ୍ଡପରେ ପ୍ରଭୁଙ୍କୁ ବିଭିନ୍ନ ବେଶ ଦର୍ଶନ ମହାପୁଣ୍ୟ ଓ ଅନେକ ଫଳ ପ୍ରାପ୍ତି ଅଟେ।  ମହାପ୍ରଭୁଙ୍କ ଦିବ୍ୟ ଲୀଳା କୁ ଦେଖିବାକୁ ଭକ୍ତ ଓ ଶ୍ରଦ୍ଧାଳୁt ମାନେ ଲମ୍ବା ଧାଡ଼ିରେ ରହି ଦର୍ଶନ କରିଥିବା  ଭକ୍ତ ମାନଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଦେଖିବକୁ ମିଳିଛି l ଶୃଙ୍ଖଳିତ ଦର୍ଶନ ପାଇଁ ରଥଯାତ୍ରା କମିଟି ଓ ପୋଲିସ୍ ପକ୍ଷରୁ ସୁ ବନ୍ଦୋବସ୍ତ କରାଯାଇଛି। ଏହି ଅବସରରେ ବଡ଼ବଜାର ଗୁଣ୍ଡିଚା ମନ୍ଦିର ଠାରେ ସନ୍ଧ୍ୟା ସମୟ ରୁ ରାତି ପର୍ଯ୍ୟନ୍ତ ପ୍ରତ୍ୟହ ଭଜନ କାର୍ଯ୍ୟକ୍ରମ ଅନୁଷ୍ଟିତ ହେଉଛି l ଏହି  କାର୍ଯ୍ୟକ୍ରମକୁ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଭଜନ ସଂଗୀତ ର ମଜା ନେଇଥିବା ବେଳେ ଆଜି ଭଟଲି ର ଫୋକ ଡ୍ୟlନ୍ସ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଈ ଥିଲା l ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର  ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇ ଏହାକୁ ଶୁଭ ଉଦ୍ଘାଟନ କରିଥିଲେ l ସେହିପରି ବୃନ୍ଦାବନ ମନ୍ଦିରରେ ପ୍ରଭୁ ଜଗନ୍ନାଥ  ପଦ୍ମ ମୁଖ ଅବତାରରେ ଭକ୍ତମାନଙ୍କୁ ଦର୍ଶନ ଦେଉଥିବା ବେଳେ ବଡ଼ଠାକୁର ପ୍ରଭୁ ଦଧିବାମନ ମଝିପଡାଠାରେ ମଧ୍ୟ ପଦ୍ମ ମୁଖ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଓ ଥନାପତି ପଡାରେ ମଧ୍ୟ ଶ୍ରଦ୍ଧାଳୁ ପ୍ରଭୁ ଜଗନ୍ନାଥଙ୍କ ଦିବ୍ୟ ଲୀଳା ଦର୍ଶନ କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026

You Might Also Like