-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ପଞ୍ଚମ ଅନୁଷ୍ଠାନ ର ମାଉସୀ ମାଁ ମନ୍ଦିରରେ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ

13-Jul-2024



ବଲାଙ୍ଗୀର(ମହେନ୍ଦ୍ର ଦର୍ଜି): ସ୍ଥାନୀୟ ମାଉସୀ ମାଁ ମନ୍ଦିର ପରିସରରେ ସ୍ୱନାମଧନ୍ୟ ଅନୁଷ୍ଠାନ ପଞ୍ଚମର ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅନୁଷ୍ଠାନ ର ନୂତନ ଏବଂ ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଏହି ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ମୁରଲୀଧାରୀ ପତି ଙ୍କ ପ୍ରାରମ୍ଭିକ ସଙ୍ଗୀତ ସମସ୍ତଙ୍କ ମନ ମୋହି ନେଇଥିଲା।ପରେ ପରେ ଅନୁଷ୍ଠାନର ଅନେକ ଛାତ୍ରଛାତ୍ରୀ ଜଗନ୍ନାଥଙ୍କ ଉପରେ ଆଧାରିତ ଅନେକ ମନମୋହିଲା ସଙ୍ଗୀତ ଗାଇ ମାଉସୀ ମା ମନ୍ଦିର କୁ ଭକ୍ତିମୟ ପରିବେଶ କରିଦେଇଥିଲେ।ଜଗନ୍ନାଥ ଙ୍କ ଭଜନ ତାଳେ ତାଳେ ଭକ୍ତମାନେ ଝୁମିଥିଲେ।ପ୍ରତିବର୍ଷ ପଞ୍ଚମ ଅନୁଷ୍ଠାନ ମାଉସୀ ମାଁ ମନ୍ଦିର ଏବଂ ରାଧାରାଣୀ ମନ୍ଦିର ରେ ଭଜନ ପରିବେଷଣ କରି ଜଗନ୍ନାଥମୟ କରୁଥିବା ବେଳେ ଚଳିତ ବର୍ଷ ମଧ୍ୟ ଜଗନ୍ନାଥ ଭଜନ ପରିବେଷଣ କରି ଭକ୍ତିମୟ ପରିବେଶ ସୃଷ୍ଟି କରି ପାରିଛନ୍ତି।ମୁରଲୀଧାରୀ ପତି, ଏନ୍ ଅନ୍ୱେଷା,ଅନ୍ୱେଷା ବାଗ,ଅଦ୍ୟଶା ବେହେରା,ଗାୟତ୍ରୀ  ପୋଢ଼,ତନ୍ମୟ ମହାନନ୍ଦ ଏବଂଜିତେନ୍ଦ୍ର ବାଗ ଜଗନ୍ନାଥଙ୍କ ସୁନ୍ଦର ସୁନ୍ଦର ଭଜନ ପରିବେଷଣ କରିଥିବା ବେଳେ ବାଦ୍ୟଯନ୍ତ୍ରରେ ଶଙ୍କର ସ୍ବରୂପ

ମିଶ୍ର, ଅନିକେତ ବାଗ,ଶୁଭେନ୍ଦୁ ଜାଲ, ଆର୍ଯ୍ୟାନ୍ ପଣ୍ଡା, ବିଶ୍ଵ ନାଥ ବାବୁ,ସମ୍ବିତ କୁମାର,ତନ୍ମୟ ମହାନନ୍ଦ, ରୋହନ ପାଲ୍,ଅଦ୍ଵୈତ ସାହୁ ଏବଂ ଶିବାଶିଷ ମଣ୍ଡଳ ପ୍ରଭୃତି ସୁର ତାଳ ରେ ବାଦ୍ୟ ବଜାଇ ଭକ୍ତ ଙ୍କ ମନ ମୋହିନେଇଥିଲେ।ମୁରଲୀଧାରୀ ପତି ଙ୍କ ମୁଁତ ବଡ଼ ଦେଉଳର ପାରା, ଏନ୍ ଅନ୍ୱେଷାଙ୍କ ମନ ମୟୁରି,ଅନ୍ୱେଷା ବାଗ ଙ୍କ କଳା ଠାକୁର,ତନ୍ମୟ ମହାନନ୍ଦଙ୍କ ଗୋପ ନଗରିରୁ ଚିଠି ଆସିଛି, ଆଦ୍ୟାଶା ବେହେରାଙ୍କ ଚକାଆଖି ତତେ ମଲିନ ଡାକି ଡାକି ଏବଂ ଜିତେନ୍ଦ୍ର ବାଗଙ୍କ ମୋ ଆଗରେ କିଛି ଧୂପ ଜଗନ୍ନାଥଙ୍କ ବଛାବଛା ସଙ୍ଗୀତ ପରିବେଷଣ କରି ସାରା ଅଞ୍ଚଳକୁ ଜଗନ୍ନାଥମୟ କରିଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like