-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ତୁଷୁରାରେ ସମ୍ପାଦକ ଓ ପ୍ରଧାନ ଆଚାର୍ଯ୍ୟ ବୈଠକ

14-Jul-2024



ତୁଷୁରା, (ପଞ୍ଚାନନ ନାଏକ) ତୁଷୁରା ସହର ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶନିବାର ଦୁଇଦିନିଆ ସମ୍ପାଦକ ଓ ପ୍ରଧାନ ଆଚାର୍ଯ୍ୟ ବୈଠକ ଆରମ୍ଭ ହୋଇ ଯାଇଛି ।ଦକ୍ଷିଣ ପଶ୍ଚିମ ସମ୍ଭାଗର ସଭାପତି ଇଂ. ବେଲାର ସିଂ ଭୋଇଙ୍କ  ସଭାପତିତ୍ୱ ଉଦଘାଟନୀ ସଭା ଅନୁଷ୍ଠିତ ହୋଇଥିଲା ।  ମୁଖ୍ୟ ବକ୍ତା  ଭାବେ ରାଜ୍ୟ ଶିକ୍ଷା ବିକାଶ ସମିତିର ସଭାପତି ଡା. କିଶୋର ଚନ୍ଦ୍ର ମହାନ୍ତି ଯୋଗଦେଇ ଥିବା ବେଳେ   ଦକ୍ଷିଣ ପଶ୍ଚିମ ସମ୍ଭାଗ ସହ ସମ୍ଭାଗ ସଂଯୋଜକ ଚନ୍ଦ୍ର ମହାନ୍ତି ଅତିଥି ପରିଚୟ ପ୍ରଦାନ କରିଥିଲେ ।ଦକ୍ଷିଣ ପଶ୍ଚିମ ସମ୍ଭାଗ କୋଷାଧକ୍ଷଣ ଦତ୍ତା ନନ୍ଦ ପଣ୍ଡା ମଞ୍ଚ ପରିଚାଳନା କରିଥିଲେ ।ଏହି ବୈଠକରେ ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ ନୂଆପଡା ରୁ ୨୩୪ ଜଣ ପ୍ରଧାନ ଆଚାର୍ଯ୍ୟ ଓ ସମ୍ପାଦକ ଯୋଗ ଦେଇଥିଲେ l ଏହି ଅବସରରେ ଶିକ୍ଷା ବିକାଶ ସମିତି ର ସଭାପତି ଡା. କିଶୋର ଚନ୍ଦ୍ର ମହାନ୍ତି ସମସ୍ତ ପ୍ରଧାନ ଆଚାର୍ଯ୍ୟ ଓ ସମ୍ପାଦକ ବନ୍ଧୁ ମାନଙ୍କୁ କିପରି ଭାବେ ବିଦ୍ୟାଳୟ ପରିଚାଳନା ଓ ଶିଶୁ ମାନଙ୍କ ଶୈକ୍ଷିକ ବିକାଶ ହୋଇ ପାରିବ ସମସ୍ତଙ୍କୁ ବୁଝାଇଥିଲେ l ନରେନ୍ଦ୍ର କୁମାର ରାଉଳ (ପୂର୍ବ କ୍ଷେତ୍ର ପ୍ରଶିକ୍ଷଣ ସଂଯୋଜକ ), ଆଶିଷ କୁମାର ରଥ (ପ୍ରାନ୍ତ ବିଦ୍ୟା ମନ୍ଦିର ବିଭାଗ ସଂଯୋଜକ ) ପ୍ରସନ୍ନ କୁମାର ବିଶ୍ୱାଳ (ପ୍ରାନ୍ତ ନିରୀକ୍ଷକ ) ମନୋରଞ୍ଜନ କର (ବିଭାଗ ନିରୀକ୍ଷକ, ସୁବର୍ଣ୍ଣପୁର )  ଯୁବରାଜ କୁଦେଇ (ବିଭାଗ ନିରୀକ୍ଷକ, ନୂଆପଡା ), ସୁଶୀଲ କୁମାର ଦାସ (ପ୍ରଧାନ ଆଚାର୍ଯ୍ୟ ), ବେଣୁଧର ମନହିରା (ସମ୍ପାଦକ, ପରିଚାଳନା କମିଟି, ତୁଷୁରା )ଉପସ୍ଥିତ ଥିଲେ । ବିଦ୍ୟାଳୟର ସମସ୍ତ ଗୁରୁଜୀ ଗୁରୁମା, ସେବକ ସେବିକା ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like