-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   (04-Aug-2026)       ||      *ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   (04-Aug-2026)       ||      *ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   (04-Aug-2026)       ||      ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ    (04-Aug-2026)       ||      ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||     

HOME   ରାଜ୍ୟ

କେବେ କାର୍ଯ୍ୟକ୍ଷମ ହେବ ଠେମରା ପାନୀୟ ଜଳ ଯୋଗାଣ ? ହରଘର ଜଳ ଯୋଜନା ଏଠି ଧକେଇ ଧକେଇ ଚାଳିଛି

14-Jul-2024



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକର ସମସ୍ତ ଜନ ସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ଚାଳିଛି ପ୍ରତି ଗାଁ ରେ ଓଭରହେଡ ଟ୍ୟାଙ୍କ ନିର୍ମାଣ କାମ। ବ୍ଲକର ପ୍ରାୟ ଗାଁ ରେ ଓଭରହେଡ ଟ୍ୟାଙ୍କ ନିର୍ମାଣ ତଥା ସମ ନିର୍ମାଣ ସରି ଯାଇଥିଲେ ହେଁ କୋଉଠି ପାଇପଲାଇନ ବିଛା ଯାଇନି ତ କୋଉଠି ବିଦ୍ୟୁତ ସଂଯୋଗ ହୋଇପାରିନାହିଁ। ଏମିତି ଭାବରେ ଧକେଇ ଧକେଇ ଚାଳିଛି ପାନୀୟ ଜଳ ଯୋଗାଣ ପ୍ରକଳ୍ପ। ଏହାକୁ ନେଇ ବଙ୍ଗୋମୁଣ୍ଡା ବ୍ଲକ ଆରଡବ୍ଲୁଏସଏସ କନିଷ୍ଠ ଯନ୍ତ୍ରୀ ସତ୍ୟ ସାରଦା ମହାନ୍ତି ଙ୍କୁ ପଚାରିବାରୁ ଠେମରା ରେ ଓଭରହେଡ ଟ୍ୟାଙ୍କ କାମ ସରିଯାଇଛି। କିନ୍ତୁ ଠିକା ସଂସ୍ଥା ତିନୋଟି ସ୍ଥାନରେ କାମ କରୁଥିବାରୁ ଏବେ ଅନ୍ୟ ଗାଁରେ କାମ ଚାଳିଛି କିଛି ଦିନ ମଧ୍ୟରେ ଠେମରା ରେ ବାକି ଥିବା କାମ ଶେଷ କରାଯିବ ବୋଲିି କନିଷ୍ଠ ଯନ୍ତ୍ରୀ ଶ୍ରୀ ମହାନ୍ତି କହିଥିଲେ। ତେବେ କେତେ ଦିନରୁ କାମ ଆରମ୍ଭ ହେଲାଣି, କେତେ ଟଙ୍କାର ଏଷ୍ଟିମେଟ ରହିଛି ଏବଂ ବଙ୍ଗୋମୁଣ୍ଡା ବ୍ଲକରେ କେତୋଟି ଗ୍ରାମରେ କେତୋଟି ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାମ ଚାଳିଛି, କେତୋଟି କାମ ସରିଲାଣି, କେତୋଟି କାମ ଏବେ ବି ଚାଳିଛି ବୋଲି ପଚାରିବାରୁ ସେ ଏବେ କିଛି କହି ହେବନାହିଁ ଦେଖି ପରେ କହିବି ବୋଲି କହିଥିଲେ। ଠେମରା ରେ କାମ ଶେଷ ହୋଇନଥିବା ବେଳେ ଓଭରହେଡ ଟ୍ୟାଙ୍କ ତିଆରି ହୋଇଥିବା ସ୍ଥାନ ରେ ତିଆରି ହୋଇଥିବା ବାଡ଼ ରେ ଫାଟ ହୋଇଥିବା କହିବାରୁ ସେ କହିଥିଲେ ଯେ ବଙ୍ଗୋମୁଣ୍ଡା ବ୍ଲକର ବିଭିନ୍ନ

ସ୍ଥାନରେ କଳା ମାଟି ଥିବାରୁ ନୁଆ ବାଡ ଦବି ଯାଇ ଥାଇପାରେ। ଯଦି ଫାଟ ହୋଇଛି ତେବେ ଠିକା ସଂସ୍ଥା କୁ କହି ତାହା ପୁଣି ଠିକ କରାଯିବ ବୋଲିି କହିଥିଲେ। ଠେମରା ଓ ଜାମତରା ଗ୍ରାମର ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ତୁରନ୍ତ କାମ ସାରିବାକୁ ଯୁବନେତା ନିତ୍ୟାନନ୍ଦ ପୃଷେଠ, ସଞ୍ଜିବ କୁମାର ଛୁରା, ମୋହନ ମାଝି, ପ୍ରଦିପ ଭୋଇ, ନିର୍ମଲ ଭୋଇ, ମିନିକେତନ ବାଗ ପ୍ରମୁଖ ଦାବି କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୨ଟି ଦରଖାସ୍ତ ଗ୍ରହଣ   04-Aug-2026
  ଜିଲ୍ଲା  
*ନୂଆପଡ଼ା ସଦର ମହକୁମାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର୧୩୯ଟି ଅଭିଯୋଗ ଗ୍ରହଣ*   04-Aug-2026
  ଜିଲ୍ଲା  
*ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ*   04-Aug-2026
  ଜିଲ୍ଲା  
ବନ୍ୟା ରେ କ୍ଷୟକ୍ଷତି ପୂରଣ ଦାବୀ ରେ ବିଜୁ ଜନତା ଦଳ ଲୋଇସିଂହା ପକ୍ଷରୁ ତହସିଲଦାର ଙ୍କୁ ଏକ ଦାବିପତ୍ର ପ୍ରଦାନ   04-Aug-2026
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026

You Might Also Like