-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଦିନଦ୍ବିପହରରେ ହାଇସ୍କୁଲରୁ ସାଇକଲ ଚୋରୀ

14-Jul-2024



 ବିନିକା(ହିମାଂଶୁ ଶେଖର ପୁଟେଲ): ସ୍କୁଲରେ ଛାତ୍ର,ଶିକ୍ଷକ ଓ ସ୍କୁଲ କର୍ମଚାରୀ ଉପସ୍ଥିତ ଥିଲେ ବି ଦିନଦ୍ବିପହରରେ ଅର୍ଥାତ ଦିନ ପ୍ରାୟ ଅଢେ଼ଇ ଘଣ୍ଟା ସମୟରେ ଜଣେ ଛାତ୍ରଙ୍କ ନୂଆଁ ସାଇକଲ ଚୋରୀ ହେବା ଘଟଣା ସମସ୍ତଙ୍କୁ ଚକିତ କରୁଛି ।ଘଟଣାଟି ଘଟିଛି ଖୋଦ ବିନିକା ସହର ଭିତରେ ଥିବା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ । ବିଦ୍ୟାଜୟକୁ ପ୍ରବେଶ କରିବା ସମୟରେ ଲାଗିଛି ଦୁଇଟି ଗେଟ।ନୀତି ପ୍ରତିଦିନ ଛାତ୍ର ମାନେ ପାଠ ପଡ଼ିବାକୁ ଆସୁଛନ୍ତି ।ଗାଁ ଗହଳିର ଛାତ୍ର ମାନେ ସାଇକଲ ଯୋଗେ ଆସିବା ପରେ ଗେଟ ଭିତରେ ଥିବା ଷ୍ଟାଣ୍ଡରେ ସାଇକଲ ରଖି ଅଧ୍ୟୟନ ପାଇଁ କୋଠରୀ ଭିତରକୁ ଯାଇଥାନ୍ତି ।ହେଲେ ଦଶମ ଶ୍ରେଣୀରେ ପଡ଼ୁଥିବା ଗୁଲୁଣ୍ଡା ଗ୍ରାମର ସୁମିତ କର୍ମୀ ନାମକ ଜଣେ ଛାତ୍ର ନିଜର ନୂଆଁ ସାଇକଲକୁ ରଖି କ୍ଲାସରୁମରେ ପାଠ ପଡୁଥିଲା।କିନ୍ତୁ ଦିନ ୩ଟା ରେ ଦେଖିବା ପରେ ଷ୍ଟାଣ୍ଡରେ ସାଇକଲ ନଥିଲା ।ସାଇକଲ ଟି ଚୋରୀ ହୋଇଥିବା ଜଣାପଡିବା ପରେ ସ୍କୁଲରେ ଲାଗିଥିବା ସି ସି ଟିଭି ଫୁଟେଜ ଯାଞ୍ଚ କରାଯାଇଥିଲା ।ହେଲେ ଚୋରୀ କରିଥିବା ଚୋରକୁ ଠିକ ଭାବରେ ଚିହ୍ନଟ ହେଉନଥିବାରୁ ଆଜି ବାଧ୍ୟ ହୋଇ ହାଇସ୍କୁଲର ପ୍ରଧାନ ଶିକ୍ଷକ ବିନିକା ଥାନାରେ ସାଇକଲ ଚୋରୀ ବିଷୟରେ ଅଭିଯୋଗ କରିଛନ୍ତି । ବହୁ ଦୁଃଖ କଷ୍ଟରେ ଟଙ୍କା ଖର୍ଚ୍ଚ କରି ପାଠ ପଡ଼ିବାକୁ ଆସୁଥିବା ଛାତ୍ରର ଚୋରୀ ସାଇକଲ ମିଳିବ କି ନାହିଁ ତାହା ସମୟ କହିବ।ତେବେ ସ୍କୁଲରେ ଦିନ ଦ୍ବିପହରରେ ଛାତ୍ରଙ୍କ ସମେତ ସୁଲ କର୍ମଚାରୀ ଉପସ୍ଥିତ ରହିଥିଲେ ମଧ୍ୟ ଚୋର କେମିତି ସ୍କୁଲ ଭିତରକୁ ଗଲା ଏବଂ ସାଇକଲ ଚୋରୀ କରି ଫେରାର ମାରିଲା ସତରେ କଣ ଛାତ୍ର ଓ କର୍ମଚାରୀ ନଜରବନ୍ଦୀରେ କିଛି ସମୟ ରହିଯାଇଥିଲେ କି ବୋଲି ସାଧାରଣରେ ଆଲୋଚନା ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like