-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ଖଡ଼ିଆଳ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଡ଼.ପଦ୍ମଲୋଚନ ବର୍ମାଙ୍କୁ ବିଦାୟ ସମ୍ବର୍ଦ୍ଧନା

14-Jul-2024



(ଡୋଲେଶ୍ଵର ବାଗ )
ଖଡ଼ିଆଳ ସ୍ୱୟଂ ଶାସିତ ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ  ଡ଼ ପଦ୍ମଲୋଚନ ବର୍ମା କଣ୍ଟାବଞ୍ଜି ଧନ୍ଦାମୂଳକ ମହାବିଦ୍ୟାଳୟକୁ ଅଧ୍ୟକ୍ଷ ଭାବରେ ନିଯୁକ୍ତ ହୋଇଛନ୍ତି। ଖଡ଼ିଆଳ ସ୍ଵୟଂ ଶାସିତ ମହା ବିଦ୍ୟାଳୟରେ ଅଧକ୍ଷ ଡ଼. ତରୁଣ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ବିଦାୟ ସମ୍ବର୍ଦ୍ଧନା ପର୍ଵ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟାପିକା ଡ଼. ଗୀତାଶ୍ରୀ ପ୍ରିୟମ୍ବଦା ଅତିଥି ପରିଚୟ ପ୍ରଦାନ କରି ଡ଼ ବର୍ମାଙ୍କ କାର୍ଯ୍ୟକଳା ର ସ୍ମୃତି ଚାରଣ କରିଥିଲେ । ଯୁକ୍ତ ଦୁଇ ଅଧ୍ୟକ୍ଷ ପ୍ରାଧ୍ୟାପକ ଶ୍ରୀ ପ୍ରଶାନ୍ତ କୁମାର ପଣ୍ଡା ,ଅଧ୍ୟାପକ ଶ୍ରୀ ରାଜ କୁମାର ରତେ ,ଅଧ୍ୟାପକ ଶ୍ରୀ ସୁନିଲ କୁମାର ପାଢୀ ,ଅଧ୍ୟାପକ ଡ଼ ରଣବୀର ସିଂହ ,ଡ଼ ସରୋଜ କୁମାର ପଣ୍ଡା ,ଶ୍ରୀ ଧ୍ରୁଵ ପାତ୍ର , ଅଧ୍ୟାପିକା ରାଜଲଷ୍ମୀ ରଥ , ଅଧ୍ୟାପିକା କାଜଲ ମେହେର ,ଅଧ୍ୟାପିକା ରାଜେଶ୍ୱରୀ କରୁଆଁ , ଅଧ୍ୟାପିକା ସଂଗୀତା ନେତମ , ଶ୍ରୀମତୀ ରୀତା ବାରିକ ,ଅଧ୍ୟାପକ ଜବହାର ପଣ୍ଡା ପ୍ରମୁଖ ଡ଼ ବର୍ମା ଙ୍କ ସାହିତ୍ୟ ,ସଂସ୍କୃତି ,ସମାଜ ସେବା ସମ୍ପର୍କରେ ମତବ୍ୟକ୍ତ କରିଥିଲେ । ପ୍ରତିଉତ୍ତରରେ ଡ଼ ପଦ୍ମ ଲୋଚନ ବର୍ମା ଖଡ଼ିଆଳ ର ଐତିହାସିକ , ପରମ୍ପରା ଏବଂ ଉକ୍ତ ମହାବିଦ୍ୟାଳୟ ର ଗୋୖରବ ସମ୍ପର୍କରେ ଅବଗତ କରାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like