-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ଆଇନ ମହାବିଦ୍ୟାଳୟର ପୂରାତନ ଛାତ୍ରଛାତ୍ରୀ ମାନଙ୍କ ବୈଠକ 

14-Jul-2024



ବଲାଙ୍ଗିର(ପ୍ରେରଣା ଖବର): ଆଜି ସ୍ଥାନୀୟ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟ ଠାରେ  କଲେଜର ପୂରାତନ ଛାତ୍ରଛାତ୍ରୀ ମାନଙ୍କର ପ୍ରଥମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କଲେଜର ବହୁ ପୂରାତନ ଛାତ୍ରଛାତ୍ରୀ ଯୋଗ ଦେଇ ନିଜସ୍ୱ ଅନୁଭୂତି ପରିପ୍ରକାଶ କରି ଥିଲେ ।ଏହିକ୍ରମରେ ଆଇନ ମହାବିଦ୍ୟାଳୟର ଉନ୍ନତି ପାଇଁ ବିଭିନ୍ନ ପ୍ରସ୍ତାବ ଗୁଡିକ ଗ୍ରହଣ କରାଯାଇଥିଲା । ପ୍ରଥମରେ 

କଲେଜ ର ପ୍ରଧ୍ୟାପକ ସଂଜୀବ କୁମାର ପ୍ରଧାନ ସଭାର ଉଦ୍ଦେଶ୍ଯ ଜ୍ଞାପନ କରିଥିଲେ  । ଏଥିରେ  ମୁଖ୍ୟ ଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଯୋଗ ଦେଇ ସମାଜରେ ଆଇନ ସେବାର ଆବଶ୍ୟକତା ଉପରେ ଆଲୋଚନା କରି ମହାବିଦ୍ୟାଳୟର ଉନ୍ନତି ପାଇଁ ସମସ୍ତ ପ୍ରକାର ସାହାଯ୍ୟ କରିବାର ପ୍ରତିଶୃତି ଦେଇ ଥିଲେ । ଅନ୍ୟତମ ଅତିଥି ରୂପେ ପରିଚାଳନା କମିଟି ର ସଭାପତି ଅମରେନ୍ଦ୍ର ମିଶ୍ର ଗୁଣାତ୍ମକ ଶିକ୍ଷା ସଂପର୍କରେ ଗୁରୁତ୍ତ୍ୱlରୋପ କରିଥିଲେ । ପୂରାତନ ଛାତ୍ର ସଂଘର ସଭାପତି ବ୍ୟାସଦେବ ନନ୍ଦଙ୍କ ସଭାପତିତ୍ୱରେ  ଅନୁଷ୍ଠିତ ଏହି ବୈଠକରେ ଶିକ୍ଷାବିତ ତଥା ପୂରାତନ ଛାତ୍ର ମନୋରଞ୍ଜନ ସାହୁ, ଆଇନଜୀବୀ ଶିରୀଶ ଚନ୍ଦ୍ର ହୋତା, ସାଶ୍ୱତ ହୋତା ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ସେହିପରି ପ୍ରଫେସର ଚଣ୍ଡୀପ୍ରସାଦ ଖମାରୀ, ପ୍ରଫେସର ସୁଶୀଲ କୁମାର ଦୀପ, କଲେଜର ଶିକ୍ଷାଦାନ ଉପେର ବକ୍ତବ୍ୟ ରଖିଥିବା ବେଳେ ପ୍ରଫେସର ମନୀନ୍ଦ୍ର ସିଂ ହଂସପାଲ ଧନ୍ୟବାଦ ଅର୍ପଣ କରିଥିଲେ । ଆଇନଜୀବୀ ଅଶିତ ଷଡଙ୍ଗୀ, ଚିତ୍ତରଂଜନ ଦାଶ, ଧର୍ମେନ୍ଦ୍ର ପ୍ରସାଦ ନନ୍ଦ, ସିଏ ଶ୍ରୀକାନ୍ତ ଶର୍ମl, ଅନୀଲ ମୋଦୀ, ଓମ୍ ପ୍ରକାଶ ସାହୁ, ବୀରେନ୍ଦ୍ର ବାଗ, ଆଶିଷ ରଥ, ଗୋବିନ୍ଦ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ଅନ୍ୟାନ୍ୟ ମାନଙ୍କ ମଧ୍ୟରେ ସଭା ପରିଚାଳନାରେ କୃଷ୍ଣ ଚନ୍ଦ୍ର ପଟେଲ, କୁଶଲ କୁମାର ପଟେଲ , ସୁବ୍ରତ ପଟ୍ଟନାୟକ ଓ ଜ୍ୟୋତିର୍ମୟୀ ପାଣିଗ୍ରାହୀ ପ୍ରମୁଖ ସହଯୋଗ କରିଥିଲେ l  ଆଗାମୀ ଦିନ ମାନଙ୍କରେ ଆଲୁମୁନି ସଂଘର ସଭ୍ୟ ସଂଖ୍ୟା ବୃଦ୍ଧି କରି କଲେଜର ଉନ୍ନତି ପାଇଁ ସମ୍ମିଳିତ ଉଦ୍ୟମର ଆବଶ୍ୟକତା ଉପରେ ମତପ୍ରକାଶ ପାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like