-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ତୁଷୁରା: ଆଶୁକବି ହେମନ୍ତ ଦାଶଙ୍କୁ ଜ୍ଞାନ ପ୍ରକାଶ ସାହିତ୍ୟ ସମ୍ମାନ ୨୦୨୪ ନେସନାଲ ଆଓ୍ବାର୍ଡ ପ୍ରଦାନ

14-Jul-2024



ତୁଷୁରା(ପଞ୍ଚାନନ ନାଏକ): ଜ୍ଞାନ ପ୍ରକାଶ ର ଅଷ୍ଟମ ଇଣ୍ଟର୍‌ଡିସିପ୍ଲିନାରୀ ନେସନାଲ୍ କନଫରେନ୍‌ସ ରବିବାର ପୂର୍ବାହ୍ନ ୧୦ ଘଟିଟାରୁ ସଂଧ୍ୟା ୬ଘ.୩୦ ମି. ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଏକ ବର୍ଣ୍ଣାଢ଼୍ୟ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି। ଜ୍ଞାନ ପ୍ରକାଶ ର ପ୍ରତିଷ୍ଠାତା ଜ୍ଞାନଚାନ୍ଦ ଶତପଥୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ କାଦମ୍ବିନୀର ସମ୍ପାଦିକା ଇତିରାଣୀ ସାମନ୍ତ, ମୁଖ୍ୟବକ୍ତା ଭାବେ ଏନ୍.ସି.ଇ.ଆର୍.ଟି ର ଶିକ୍ଷା ବିଭାଗ ମୁଖ୍ୟ ଡଃ ଲକ୍ଷ୍ମୀଧର ବେହେରା ଯୋଗ ଦେଇ ଥିବାବେଳେ ସମ୍ମାନିତ ଅତିଥି ଭାବେ ଓଡ଼ିଶା ସରକାରଙ୍କ ଗଣଶିକ୍ଷା ବିଭାଗର ଯୁଗ୍ମ ସଚିବ  ଚିତ୍ତରଞ୍ଜନ ପାଣିଗ୍ରାହୀ ଓ ଦିଲ୍ଲୀ ର ଏଡଭୋକେଟ୍ ନରେଶ ବାରଣା ଯୋଗ ଦେଇଥିଲେ। ଜ୍ଞାନ ପ୍ରକାଶ ର ରାଜ୍ଯ ମୁଖ୍ୟ ଅମ୍ବିକା ସ୍ବାଇଁ, ସମ୍ପାଦକ ସରୋଜ କୁମାର ସାହୁ ମଞ୍ଚାସୀନ ଥିଲେ । ଏହି ଅବସରରେ ମଞ୍ଚାସୀନ ଅତିଥି ବୃନ୍ଦ ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ତୁଷୁରା ର *ଆଶୁକବି ହେମନ୍ତ ଦାଶଙ୍କୁ ଜ୍ଞାନ ପ୍ରକାଶ ସାହିତ୍ୟ ସମ୍ମାନ-୨୦୨୪* ରେ ସମ୍ମାନିତ କରିଥିଲେ। ଶ୍ରୀ ଦାଶଙ୍କୁ ପ୍ରଶସ୍ତି ପତ୍ର, ଅଙ୍ଗବସ୍ତ୍ର,ମୋମେଣ୍ଟୋ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଏ ଖବର ପ୍ରଘଟ ହେବା ପରେ ବଲାଙ୍ଗିର ଜିଲ୍ଲା ତଥା ରାଜ୍ୟର ବିଭିନ୍ନ ସାହିତ୍ୟିକ, ଶୁଭେଚ୍ଛା, ବନ୍ଧୁବର୍ଗ ଶ୍ରୀ ଦାଶଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ଦାଶ ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏହା ମୋ ପାଇଁ ଅଧିକ ସାହିତ୍ୟ ସର୍ଜନା କରିବା ପାଇଁ ପ୍ରେରଣା ଯୋଗାଇବ ବୋଲି କହିଛନ୍ତି। ଶ୍ରୀ ଦାଶ ନିଷାନର ପ୍ରତିଷ୍ଠାତା ସମ୍ପାଦକ, ଶ୍ରୀଚନ୍ଦନ ସାହିତ୍ୟ ସଂସ୍କୃତି ଏକାଡେମୀ କଟକ ର ସଂଗଠନ ସମ୍ପାଦକ, ସମ୍ବାଦ ସାହିତ୍ୟ ଘର ଗୁଡଭେଲା ର ସମ୍ପାଦକ ଓ ବିଧୁଭୂଷଣ ସାହିତ୍ୟ ସଂସଦ ତୁଷୁରା ର ସମ୍ପାଦକ ଭାବେ ତୁଷୁରା ଅଞ୍ଚଳରେ ସାହିତ୍ୟ କ୍ଷେତ୍ରରେ ଏକ ଆନ୍ଦୋଳନ ସୃଷ୍ଟି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like