-+91-9937148622 |

prerana_bgr@rediffmail.com |

  Tuesday 4th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   (03-Aug-2026)       ||      ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||     

HOME   ଜିଲ୍ଲା

ତହଁକ୍ ପକ୍ଷରୁ " ଆସ ଗଛ୍ ଜଗାମା" କବିତା କାର୍ଯ୍ୟକ୍ରମ

14-Jul-2024



ବଲାଙ୍ଗିର/ଚନ୍ଦନଭାଟି (ପ୍ରେରଣା ଖବର ):  ଗଛ ହିଁ ଜୀବନ ଗଛ ସଂଖ୍ୟା ଦିନକୁ ଦିନ କମିଯିବାରୁ ନାହିଁ ନଥିବା ଗ୍ରୀଷ୍ମତାପ ସହିବାକୁ ପଡୁଛି। ନିଜ ପାଇଁ ଗଛଟିଏ ଲଗାଇ ତାର ଯତ୍ନ ନେବା ଆମ ପାଇଁ ନିତାନ୍ତ ଆବଶ୍ୟକ ବୋଲି ଆଜି ଚନ୍ଦନଭାଟୀ ଉଚ୍ଚ ବିଦ୍ୟାଳୟ ପରିସରରେ ତହଁକ୍ କୁଟୁମ୍ ପକ୍ଷରୁ ହୋଇଥିବା ଆସ ଗଛ୍ ଜଗାମା ଭିତ୍ତିକ ଏକ କବିତା ଆସରରେ ଅତିଥି ମାନେ ମତବ୍ୟକ୍ତ କରିଥିଲେ।

କବି ନିରଞ୍ଜନ ପଣ୍ଡାଙ୍କ ସଭାପତିତ୍ବରେ ପ୍ରଥମ ଅଧିବେଶନରେ ମୁଖ୍ୟ ଅତିଥି ଭାବେ ସ୍କୁଲ ପ୍ରଧାନ ଶିକ୍ଷକ ରଞ୍ଜନ ପଧାନ ଯୋଗଦେଇଥିବା ବେଳେ ମୁଖ୍ଯ ବକ୍ତା ଭାବେ ନେପାଲ ବାଗ ଏବଂ ସମ୍ମାନିତ ଅତିଥି ଭାବେ ଦିଗାମ୍ବର ନାଏକ, ଦେବେନ୍ଦ୍ର ନାଏକ, ଜଗବନ୍ଧୁ ପଟେଲ ଯୋଗଦେଇଥିଲେ ।
ଦ୍ଵିତୀୟ ପର୍ଯ୍ୟାୟ କବିତା ଆସରରେ ବାସନ୍ତୀ ମଞ୍ଜରୀ ହନୁମାନଙ୍କ ସଭାପତିତ୍ବରେ ଅଶୋକ ଖମାରୀ, ଉମାକାନ୍ତ ପାଣିଗ୍ରାହୀ, ସିଦ୍ଧେଶ୍ଵର ମିଶ୍ର ଯୋଗ ଦେଇଥିଲେ । ଜ୍ୟୋତିରାଣୀ ମିଶ୍ର ଏବଂ କବିତା ମିଶ୍ରଙ୍କ ସଂଯୋଜନାରେ ପ୍ରାୟ ୪୦ ରୁ ଉର୍ଦ୍ଧ୍ବ କବି ପ୍ରକୁତି ପରିବେଶ ଉପରେ କବିତା ପାଠ କରିଥିଲେ। 
ସମ୍ପାଦକ ରାଜେଶ ଦଣ୍ଡସେନା ସମ୍ପାଦକୀୟ ବିବରଣୀ ପ୍ରଦାନ କରିଥିବାବେଳେ ଦିଲୀପ କୁମାର ମିଶ୍ର ସଭା ପରିଚାଳନା କରିଥିଲେ। ରାଜୀବ ଭୋଇ, ପୁଷ୍ପାଞ୍ଜଳି ମେହେର, ମିଲନ ପଣ୍ଡା, ସୁଦେଷ୍ନା ମିଶ୍ର, ଗରିବ ମଲ୍ଲିକ, ଘନଶ୍ୟାମ ମେହେର, ନିକିତା ସା, ସାଲିନି ସା, ଗୋବର୍ଦ୍ଧନ ଭୋଇ, ଦୁଖିଶ୍ଯାମ ଦିଖିତ, ମନୋରଞ୍ଜନ ସା, ରୋଶନ ସାହୁ ପ୍ରମୁଖ ସହଯୋଗ କରି ଥିଲେ। ଶେଷରେ କବି ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ ଆଇ ଆର୍ ଉପରେ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ବୈଠକ ଅନୁଷ୍ଠିତ   03-Aug-2026
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026

You Might Also Like