-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଅଞ୍ଚଳର ଶିକ୍ଷା ଓ ସ୍ୱାସ୍ଥ୍ୟସେବାରେ ସହାୟକ ହେବ ପିକେଏସ ଫାଉଣ୍ଡେସନ

14-Jul-2024



ବଲାଙ୍ଗୀର(ପ୍ରେରଣା ଖବର ): ଆଜି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ମୁରସୁଣ୍ଢି ଗ୍ରାମଠାରେ ପିକେଏସ ଫାଉଣ୍ଡେସନ ପକ୍ଷରୁ ଶିକ୍ଷାବିତ ସ୍ୱର୍ଗତ ପ୍ରଫୁଲ୍ଲ କୁମାର ସାହୁଙ୍କ ୨୦ତମ ତିରୋଧାନ ଦିବସ ଅବସରରେ ଏକ ଶ୍ରାଦ୍ଧସଭା  ଅନୁଷ୍ଠିତ ହୋଇଯାଇଛି । ଭାରତୀୟ ସଂସ୍କୃତି ଓ ପରଂମ୍ପରାରେ ପୂଜ୍ୟପୂଜା ଓ ପିତୃପୁରୁଷଙ୍କୁ ସମ୍ମାନ ଜଣାଇ ତାଙ୍କର ଧରୋହର

କୁ ଆଗେଇ ନେବାର ଧାରା ରହିଆସିଛି । ଯେଉଁମାନେ ଗାଁ, ସହର କିମ୍ବା ଦେଶପାଇଁ ନିଜକୁ ସମର୍ପିତ କରୁଛନ୍ତି ତାଙ୍କର ସ୍ମୃତିଚାରଣ କରିବା ତାଙ୍କର ଉତ୍ତର ଦାୟାଦ ମାନଙ୍କର କର୍ତ୍ତବ୍ୟ ବୋଲି ମତପ୍ରକାଶ ପାଇଥିଲା । କାର୍ଯ୍ୟକ୍ରମରେ ମୁରସୁଣ୍ଢି ତଥା ବଲାଙ୍ଗୀର ଜିଲ୍ଲାର ଗରୀବ ଲୋକଙ୍କ ସ୍ୱାସ୍ଥ୍ୟସେବା ଓ ଶିକ୍ଷାର ଉନ୍ନତିରେ ପିକେଏସ ଫାଉଣ୍ଡେସନ ସହାୟକ ହେବ ବୋଲି କୁହାଯାଇଛି । ପୁରାତନ ଶିକ୍ଷକ ଜଗନ୍ନାଥ ପଧାନଙ୍କ ସଭାପତିତ୍ୱ ଓ ଫାଉଣ୍ଡେସନରର ପ୍ରତିଷ୍ଠାତା ମୃତ୍ୟୁଞ୍ଜୟ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ‌ ସଂସ୍କୃତି ଗବେଷକ ଗୁରୁଶ୍ରୀ ଡଃ ଘାସିରାମ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ। ପ୍ରଗତିବାଦୀ ବଲାଙ୍ଗୀର ଜିଲ୍ଲା ପ୍ରତିନିଧି ପୂର୍ଣଚନ୍ଦ୍ର ପଣ୍ଡା ମୁଖ୍ୟବକ୍ତା, ଭୀମଭୋଇ ମେଡିକାଲ କଲେଜ ସ୍ତ୍ରୀ ଓ ପ୍ରସୂତି ବିଭାଗର ଡ଼ାକ୍ତର ସୂର୍ଯ୍ୟକାନ୍ତ ମହାପାତ୍ର ସମ୍ମାନିତ ଅତିଥି ଓ ମାହେଶ୍ୱରୀ ସଂଗଠନ ର ପ୍ରତିଷ୍ଠାତା ଅଙ୍କୁଶ କୁମାର ପାଣ୍ଡିଆ ସମ୍ମାନିତ ବକ୍ତା ଭାବରେ ଯୋଗଦେଇ ଥିଲେ। ଦିବଂଗତ ପ୍ରଫୁଲ୍ଲ କୁମାର ସାହୁଙ୍କ ସ୍ମୃତି ଉଦ୍ଦେଶ୍ୟରେ ଅବସରପ୍ରାପ୍ତ ଶିକ୍ଷକ ମକାରୁ ପଧାନ , କଳା କ୍ଷେତ୍ରରେ ବିଶିଷ୍ଟ ଅବଦାନ ନିମନ୍ତେ ଦଣ୍ଡ କଳାକାର ବ୍ରଜକିଶୋର ଘିଭେଲା,

ସାମ୍ବାଦିକତାରେ  'ମୋର ସମିୟା 'ର ନିବେଶ ପାଣିଗ୍ରାହୀ ଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ବକଟୀ ହାଇସ୍କୁଲ ର ବିଜ୍ଞାନ ଶିକ୍ଷକ ସଚ୍ଚିଦାନନ୍ଦ ପଧାନ ପ୍ରାରମ୍ଭିକ ଅଭିଭାଷଣ ରଖିଥିବା ବେଳେ ଘନଶ୍ୟାମ ଭୋଇ ପରିଚାଳନା କରିଥିଲେ। ଶ୍ରୀକାନ୍ତ ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ସମସ୍ତ କାର୍ଯ୍ୟରେ ସଂଗ୍ରାମ କେଶରୀ ପଧାନ, ସୁଶାନ୍ତ ସାହୁ, ଶ୍ରୀକାନ୍ତ ପଧାନ, ବିରେନ୍ଦ୍ର ପଧାନ, ସନ୍ତୋଷ ସାହୁ, ତପନ କୁଆଁଚି, କୁଳମଣି ପଣ୍ଡା  ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like