-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   (03-Aug-2026)       ||      ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   (03-Aug-2026)       ||      ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   (03-Aug-2026)       ||      ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   (03-Aug-2026)       ||      *କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   (03-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   (03-Aug-2026)       ||      ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||     

HOME   ଜିଲ୍ଲା

ଘଣ୍ଟାପଡ଼ାରେ ଭାଜପାର ସମୀକ୍ଷା ବୈଠକ।

14-Jul-2024



କଣ୍ଟାମାଳ(ଜୟ କୁମାର ମହାରଣା ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଘଣ୍ଟାପଡ଼ାସ୍ଥିତ ବନ୍ୟା ଆଶ୍ରୟସ୍ଥଳୀଠାରେ ଭାଜପାର ପଞ୍ଚାୟତ ସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।  ଭାଜପା ପଞ୍ଚାୟତ ପ୍ରମୁଖ ଅମୂଲ୍ୟ ପ୍ରଧାନଙ୍କ ସଭାପତିତ୍ଵରେ ଅନୁଷ୍ଠିତ ବୈଠକରେ ଜିଲ୍ଲା ଉପସଭାପତି ଚିତ୍ତରଂଜନ ପାତ୍ର, ଘଣ୍ଟାପଡ଼ା ମଣ୍ଡଳ ସଭାପତି ପିନାକଧର ରଣା, ଯୁବ ମଣ୍ଡଳ ସଭାପତି ଋଷି ରଣା, ଆଦିବାସୀ ମୋର୍ଚ୍ଚା ମଣ୍ଡଳ ସଭାପତି ଗୋପୀନାଥ କହଁର, ମଣ୍ଡଳ ପ୍ରଭାରୀ ସୁଶାନ୍ତ

ପଟେଲ, ବରିଷ୍ଠ ନେତା ସୂର୍ଯ୍ୟ ଦେହୁରୀ ପ୍ରମୁଖ ଉପସ୍ଥିତ ରହି ଭାଜପାର ଡବଲ ଇଞ୍ଜିନର ବିଜୟ ପାଇଁ ସମସ୍ତ କର୍ମୀଙ୍କ ସହଯୋଗ, ଅକ୍ଲାନ୍ତ ପରିଶ୍ରମକୁ ଧନ୍ୟବାଦ ଓ କୃତଜ୍ଞତା

ଜଣାଇଥିଲେ ଏବଂ ନିର୍ବାଚନ  ପରବର୍ତ୍ତୀ ସମୀକ୍ଷାରେ ନିଜ ଅଞ୍ଚଳର ବିଭିନ୍ନ ସମସ୍ୟା, ଜନ କଲ୍ୟାଣ ଯୋଜନାରେ ଯେପରି ପ୍ରକୃତ ହିତାଧିକାରୀ ବଞ୍ଚିତ ନ ହେବେ, ତା ଉପରେ ଆଲୋକପାତ କରିଥିଲେ। ବୈଠକରେ ପଞ୍ଚାୟତର ବହୁ କର୍ମୀ ଉପସ୍ଥିତ ରହି ସମୀକ୍ଷାରେ ଭାଗନେଇଥିଲେ। ଶେଷରେ ପଞ୍ଚାୟତ ସଂପାଦକ ରାଜୀବ ରଣା ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରଥଯାତ୍ରାରେ ବି.ଏମ. ଫାଉଣ୍ଡେସନ ପକ୍ଷରୁ ସେବା କାର୍ଯ୍ୟକ୍ରମ   03-Aug-2026
  ଜିଲ୍ଲା  
ନୂତନ ଅଧ୍ୟକ୍ଷ ଗୟାଧର ମହାନ୍ତିଙ୍କୁ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ   03-Aug-2026
  ଜିଲ୍ଲା  
ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତାଦାବି ପ୍ରସଙ୍ଗ.. ପର୍ଯ୍ୟଟନବିଭାଗର ସଚିବ ବଲବନ୍ତ ସିଂଙ୍କୁ ଭେଟି ଦୃଢଦାବି ରଖିଲେ ପ୍ରତିନିଧିଦଳ   03-Aug-2026
  ଜିଲ୍ଲା  
ଗଣିତ ଶିକ୍ଷକ ଅଭାବକୁ ନେଇ ଜିଲ୍ଲାପାଳଙ୍କ ନିକଟରେ ଦାବିପତ୍ର   03-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବୋଲବମ ଭକ୍ତ ଙ୍କ ଭିଡ*   03-Aug-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ଇନଭେଶ୍ଚର୍ ସେରୀମୋନୀ ପାଳିତ   03-Aug-2026
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026

You Might Also Like