-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଚତୁର୍ଦ୍ଧାମୂର୍ତ୍ତି ଙ୍କର କଳ୍କୀ ଅବତାର

14-Jul-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ ) ଅଷ୍ଟ ବିଷ୍ଣୁଙ୍କ ପୀଠ ତଥା ଦ୍ୱିତୀୟ ବାରଣାସୀ ସୁବର୍ଣ୍ଣପୁର ର ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଆଜି ଚତୁର୍ଦ୍ଧାମୂର୍ତ୍ତି କଳ୍କୀ ଅବତାରରେ ଦର୍ଶନ ଦେଇଛନ୍ତି। ଶ୍ରୀମଦ୍ ଭାଗବତ ଓ କଳ୍କୀ ପୁରାଣ ଅନୁଯାୟୀ ଭଗବାନ ବିଷ୍ଣୁ ଏହି ଅବତାର କଳିଯୁଗର ଅନ୍ତ ସମୟ ଓ ସତ୍ୟଯୁଗର ଅୟରାମ୍ଭରେ ତଥା ସନ୍ଧି କାଳ ହୋଇଥିବ ସେହି ସମୟରେ ନେବେ ବୋଲି ଉଲ୍ଲେଖ ରହିଥିବା ଜଣାଯାଏ। ଏହି ଦୁର୍ଲ୍ଲଭବେଶର ଦର୍ଶନ କରିବା ତଥା ଆଜି ଘୋଷ ଯାତ୍ରା ସମୟରେ ଜଗତର ନାଥ ଜଗନ୍ନାଥଙ୍କ ଆଡ଼ପ ମଣ୍ଡପରେ ଦର୍ଶନ କରିବାର ଶେଷ ଦିନ ହୋଇଥିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ନାହିଁ ନ ଥିବା ଉତ୍ସାହ ପରିଲକ୍ଷିତ ହୋଇଥିଲା। ହିନ୍ଦୁଧର୍ମର ମାନ୍ୟତା ଅନୁଯାୟୀ ଜଗତର ନାଥ ଜଗନ୍ନାଥଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ କଲେ କୋଟି ଜନ୍ମର ପାପ ନାଶ ଯାଇଥାଏ ବୋଲି ମଧ୍ୟ ବିଶ୍ୱାସ ରହିଛି। ତେଣୁ ଆଜି ଶ୍ରଦ୍ଧାଳୁ ମାନଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ନଚେତ୍ ପୁଣି ଆଉ ଗୋଟାଏ ବର୍ଷ ଅପେକ୍ଷା କରିବାକୁ ହେବ ମହାପ୍ରଭୁଙ୍କ ଏହି ଦିବ୍ୟ ଅବତାର ବା ଲୀଳା ରଚନାର ସାନ୍ନିଧ୍ୟ ଟିକକ ପାଇବା ପାଇଁ। ସହରର ଚାରିଗୋଟି ବୃନ୍ଦାବନ ବିହାରୀ ମନ୍ଦିର, ଶ୍ରୀ ଜୀଉ ଦଧିବାମନଙ୍କ ମଝିପଡ଼ା, ଥନାପତି ପଡା ମଣ୍ଡପରେ ପ୍ରଭୁ ଏହି ଅବତାର ଧାରଣ କରି ଦର୍ଶନ ଦେଉ ଥିବାରୁ ସହର ଉତ୍ସବ ମୁଖରିତ ହୋଇଉଠି ଥିଲା। ଶ୍ରଦ୍ଧାଳୁମାନେ ଦର୍ଶନ ସାରି ଗୁଣ୍ଡିଚା ମନ୍ଦିର ଠାରେ ' ଶ୍ରୀକ୍ଷେତ୍ର ଭଜନସନ୍ଧ୍ୟା ' ନୂଆପଡା, ବଲାଙ୍ଗୀର କଳାକାର ଙ୍କ ସଙ୍ଗୀତ ରେ ବେଶ୍ ଝୁମି ରହିଥିବା ଦେଖାଯାଇଥିଲା ବେଳେ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଏସଡିପିଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ  ଯୋଗୋଦେଇ ଉପସ୍ଥିତ ଶ୍ରଦ୍ଧାଳୁ ଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସେହିପରି ବାହୁଡ଼ା ଯାତ୍ରା ଦିନ ' ହରିଓଁ ମେଲୋଡି' ଆଶିଷ କୁମ୍ଭାର ଓ ସାଥୀ ଙ୍କ କାର୍ଯ୍ୟକ୍ରମ ରହିଥିବା ଗୁଣ୍ଡିଚା ରଥଯାତ୍ରା ସାଂସ୍କୃତିକ କମିଟି ପକ୍ଷରୁ ସୁଚନା ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like