-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ପାପଡ଼ାହାଣ୍ଡି ରେ ଲଗାଣ ବର୍ଷାଯୋଗୁଁ ଟୁରୀ ନଦୀ ଡ଼ାଇଭର୍ସନ ପୋଲ ଉପରେ ୬ ଫୁଟ୍ ପାଣି ଯୋଗାଯୋଗ ଠପ ।

15-Jul-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,) ପାପଡାହାଣ୍ଡି   ଟୁରିନଦୀ ଉପରେ ଥିବା ବହୁଦିନର ପୋଲ ଭଙ୍ଗା ଯାଇ ନୂତନ ପୋଲ ନିର୍ମାଣଚାଲୁ ରହିଥିବା ବେଳେ ଯାତାୟତ ପାଇଁ ଡ଼ାଇଭର୍ସନ ରାସ୍ତା ନିର୍ମାଣ ହୋଇଥିଲା, ଏହି ଡ଼ାଇଭର୍ସନ ର ପୋଲ ଉପରେ ବର୍ଷା ପାଣି ୬ ଫୁଟ ଚାଲୁଥିବାରୁ  ଗମନା ଗମନ ସମ୍ପୂର୍ଣ୍ଣ ଭାବେ ଠପ ହୋଇଯାଇଛି l ୨ ଦିନ ଧରି ପ୍ରବଳ ବର୍ଷା ଯୋଗୁଁ ଡ଼ାଇଭର୍ସନ ପୋଲ ଉପରେ ୬ ଫୁଟ୍ ପାଣି ବୋହିବାରୁ ଯୋଗାଯୋଗ ହୋଇଛି ବିଚ୍ଛିନ୍ନ। ଏହା ଦ୍ୱାରା ଲୋକେ ବହୁ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି। ନବରଙ୍ଗପୁର ଜିଲ୍ଲା ର ୫ ଟି ବ୍ଲକ ଅସ୍ଥାୟୀ ଭାବେ ବିଚ୍ଛିନ୍ନ ହେବା ସହ ପାପଡ଼ାହାଣ୍ଡି ନିକଟସ୍ଥ  ରେ ଥିବା ଗ୍ରାମ୍ୟ ଅଞ୍ଚଳ ମଧ୍ୟ ଗମନାଗମନ ପ୍ରତି ପ୍ରଭାବିତ ହୋଇଛି।  ଟୁରୀ ନଦୀ ଦୁଇ ପାର୍ଶ୍ବ ରେ  ପାପଡ଼ାହାଣ୍ଡି ପୋଲିସ ଓ ଅଗ୍ନିଶମ ବିଭାଗ ମାନେ ରହି ଗାଡ଼ିମଟର ଅଟକାଇଛନ୍ତି l   ଗ୍ରାମପଞ୍ଚାୟତ ଯୋଗାଯୋଗ ବିଛିନ୍ନ ହୋଇ ଥିବାରୁ ଗ୍ରାମବାସୀ ପଞ୍ଚାୟତସମିତିକୁ ଆସି ପାରୁ ନାହାନ୍ତି। ପାପଡ଼ାହାଣ୍ଡି  ଠାରୁ ଉମରକୋଟ ଅଭିମୁଖେ ଛତିଶଗଡ ସହିତ ଯୋଗାଯୋଗ  ବିଚ୍ଛିନ୍ନ ରହିଛି । ଏହି ଦୃଶ୍ୟ ଦେଖିବା କୁ ସ୍ଥାନୀୟ ଲୋକଙ୍କ ଗହଳି ମଧ୍ୟ ହୋଇଥିଲା ।ଏଡିଏମ୍ ନବୀନ ନାୟକ, ବିଡିଓ କପିଲ ଦେବ ସାହୁ, ତହସିଲ ଦାର ତପନ ନାୟକ ପ୍ରମୁଖ ଉକ୍ତ ନଦୀ ନିକଟ ରେ  ପହଞ୍ଚି ପରିଦର୍ଶନ କରିଥିଲେ । ସୂଚନା ଥାଉକି ଡାବୁଗାଁ ବ୍ଳକ ରେ ଜିଲ୍ଲାପାଳ ଙ୍କ ଜନଶୁଣାଣି ଥିବାରୁ ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ର, ଆରକ୍ଷୀ ଅଧିକ୍ଷକ ଙ୍କ ସହ ଅନ୍ୟ ଅଧିକାରୀମାନେ ମଇଦଲପୁର ଦେଇ ଡାବୁଗାଁ ରେ ପହଂଚି ଜନଶୁଣାଣି କରି ସାରି ମାଉସୀ ମା ଙ୍କ ମନ୍ଦିରରେ ପ୍ରସାଦ ସେବନ କରି ମଇଦଲପୁର ଦେଇ ନବରଙ୍ଗପୁର ଫେରିଥିଲେ।
ବର୍ଷା ଆଗରୁ ଠିକାଦାର ସମ୍ପୃକ୍ତ ପୋଲ ନିର୍ମାଣ କରିଥିଲେ ଆଜି ରାସ୍ତା ବିଚ୍ଛିନ୍ନ ହୋଇ ନ ଥାନ୍ତା l ବର୍ଷା ଦିନ ରେ ଯାତାୟତ ର ସୁଧାର ହୋଇ ପାରିବ ନାହିଁ ବୋଲି ବୁଦ୍ଧିଜୀବି ମହଲରେ ଚର୍ଚ୍ଚା ହେଉଛି l ଏଥି ନେଇ ପ୍ରଶାସନର ବିଚାର ଉପରେ ଜନସାଧାରଣ ନିର୍ଭର ରହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like