-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଅସହାୟ ବୃଦ୍ଧାଙ୍କୁ କାନ୍ଧ ଦେଇ ମାନବିକତାର ପରିଚୟ ଦେଲେ ସିନ୍ଧେକେଲା ସତ୍ୟସାଇଁ ସଂଗଠନ

15-Jul-2024



ସିନ୍ଧେକେଲା (ଅନିଲ ତ୍ରିପାଠୀ) - ଅସହାୟ ବୃଦ୍ଧାଙ୍କୁ କାନ୍ଧ ଦେଇ ମାନବିକତାର ପରିଚୟ ସୃଷ୍ଟି କରିଛି ସିନ୍ଧେକେଲା ସତ୍ୟସାଇଁ ସଂଗଠନ । ମିଳିଥିବା ସୂଚନା ଅନୁସାରେ ସିନ୍ଧେକେଲା ରଣା ପଡ଼ାର କୈକେୟୀ ରଣା (୬୫) ଙ୍କ ଗତ ମଙ୍ଗଳବାର ଦିନ ବାର୍ଦ୍ଧକ୍ୟ ଜନିତ ମୃତ୍ୟୁ ଘଟିଥିଲା । ତାଙ୍କ ସ୍ୱାମୀ କମଳା ରଣା ଙ୍କ ହାରାହାରି ଦଶ ବର୍ଷ ପୂର୍ବରୁ ମୃତ୍ୟୁ ହୋଇସାଇଥିବା ବେଳେ ସେ ବେସାହାରା ହୋଇ ରହିଥିଲେ । ତାଙ୍କର ପରିବାରରେ ବର୍ତ୍ତମାନ ୨ ଝିଅ ସନ୍ତୋଶିନୀ ରଣା  (୨୧) , ପୁଷ୍ପା ରଣା(୧୮) ଓ ଗୋଟିଏ ପୁଅ ଦୀପକ (୧୬) ଥିବାବେଳେ ଦୈନିକ ମଜୁରୀ କାମ କରି ସେ ତାଙ୍କ ପରିବାରର ଗୁଜୁରାଣ ମେଣ୍ଟ କରୁଥିଲେ । ପୁଅ ଛୋଟ ଥିବାରୁ ତାଙ୍କ କନ୍ଧା ଦେବା ପାଇଁ କେହି ବାହାରି ନଥିବାରୁ ସ୍ଥାନୀୟ ସତ୍ୟସାଇଁ ସଂଗଠନ ପୂର୍ବତନ ଆବାହକ ବଳରାମ ସାହୁଙ୍କ ନେତୃତ୍ବରେ ସଂଗଠନ ର କର୍ମକର୍ତ୍ତା ମନୋରଞ୍ଜନ ସାହୁ, ସଞ୍ଜୟ ସାହୁ, ବିଦ୍ୟା ସାହୁ , ବାବୁଲାଲ ସାହୁ, ଆଲୋକ ସାହୁ ସମେତ ପଡାର ଅନ୍ୟ କେତେ ଜଣ ମିଶି ଗାଁ ଶ୍ମଶାନ ଘାଟରେ ତାଙ୍କ ଶେଷକୃତ୍ୟ କରିଥିଲେ । ସୂଚନାଯୋଗ୍ୟ ଯେ କୈକେୟୀ ରଣାଙ୍କ ପରିବାର କୁଡ଼ିଆରେ ଜୀବନ କାଟୁଥିବା ବେଳେ ତାଙ୍କୁ କୌଣସି ପ୍ରକାର ସରକାରୀ ସହାୟତା ମଧ୍ୟ କେବେ ମିଳି ନଥିଲା । ତେବେ ମୃତକ ପରିବାର କୁ ହରିଶ୍ଚନ୍ଦ୍ର ଯୋଜନା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହ ବିଭିନ୍ନ ଯୋଜନାରେ ତୁରନ୍ତ ସାମିଲ କରି ସହାୟତା ଯୋଗାଇଦେବାକୁ ପଡ଼ାବାସୀ ପକ୍ଷରୁ ଦାବି ହେଉଛି । ସତ୍ୟସାଇଁ ସେବା ସଂଗଠନ ର ଏଭଳି ମହତ କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like