-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||     

HOME   ଜିଲ୍ଲା

ଲକ୍ଷ୍ମୀବସ୍‌ ପ୍ରତୀକ୍ଷାଳୟ ନିର୍ମାଣରେ ବଡ଼ ଦୁର୍ନୀତି! ୧୫୪ ବର୍ଗଫୁଟ୍ ଅଧାମେଲା ସେଡ୍‌ ପାଇଁ ୫ ଲକ୍ଷ

16-Jul-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ୨୫୦ ବର୍ଗଫୁଟ୍ ବିଶିଷ୍ଟ ପ୍ରଧାନମନ୍ତ୍ରୀ ଆବାସ ପକ୍କାଘର ତିଆରି ହେଉଛି ୧ ଲକ୍ଷ ୩୦ ହଜାର ଟଙ୍କାରେ। କିନ୍ତୁ ୧୫୪ ବର୍ଗଫୁଟ୍ ବିଶିଷ୍ଟ ଯାତ୍ରୀ ପ୍ରତୀକ୍ଷାଳୟ ପାଇଁ ଖର୍ଚ୍ଚ ହେଉଛି ୫ ଲକ୍ଷ ୧୮ ହଜାର ଟଙ୍କା। ଲକ୍ଷ୍ମୀବସ୍ ପାଇଁ ଯାତ୍ରୀ ପ୍ରତୀକ୍ଷାଳୟ ନିର୍ମାଣ ନାଁରେ ସରକାରୀ ଅର୍ଥ ହରିଲୁଟ୍ ହୋଇଥିବା ଅଭିଯୋଗ ଆସିଛି।ଏହି ଟଙ୍କା ହଡ଼ପ ପାଇଁ ନିର୍ମାଣକାରୀ ଠିକାଦାର କେବଳ ଦାୟୀ ନୁହନ୍ତି, ସରକାରୀ ବାବୁ ମାନେ ଵି ସାମିଲ । ଏହି ଯୋଜନାରେ ତିଆରି ହେଉଥିବା ଲକ୍ଷ୍ମୀ ବସ୍‌ ପ୍ରତୀକ୍ଷାଳୟ ଗୁଡ଼ିକ ୧୫୪ ବର୍ଗଫୁଟ୍‌ ବିଶିଷ୍ଟ। ଏଥିରେ ୪ଟି କଲମ, ଗୋଟିଏ କାନ୍ଥ, ଗୋଟିଏ ସିମେଣ୍ଟ ବେଞ୍ଚ ଓ ଛାତ ରହୁଛି। କିଛି ସ୍ଥାନରେ ଚଟାଣରେ ଟାଇଲ୍‌ ବିଛାଯାଇ ଥିବାବେଳେ ଅନ୍ୟସ୍ଥାନରେ କେବଳ ସିମେଣ୍ଟ ପଲସ୍ତର  କରାଯାଇଛି। ଏହାର ମୋଟ ଅଟକଳ ହେଉଛି ୫ ଲକ୍ଷ ୧୮ ହଜାର ଟଙ୍କା ଅନ୍ୟପକ୍ଷରେ  'ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ' ଯୋଜନାରେ ପକ୍କାଘର ତିଆରି ପାଇଁ ଗ୍ରାମାଞ୍ଚଳର ଗରିବ ହିତାଧିକାରୀଙ୍କୁ ୨୫୦ ବର୍ଗଫୁଟ୍‌ ବିଶିଷ୍ଟ ଛାତପକା ଘର ପାଇଁ ୧ ଲକ୍ଷ ୩୦ ହଜାର ଟଙ୍କା ମଞ୍ଜୁର ହେଉଛି। ସେତିକି ଟଙ୍କାରେ ହିତାଧିକାରୀ ଘର ନିର୍ମାଣ କରୁଛନ୍ତି। ଏହି ଘରେ ପୁଣି କବାଟ, ଝରକା ଆଦି ବିଭିନ୍ନ ଉପାଦାନ ରହୁଛି ଯାହା ପ୍ରତୀକ୍ଷାଳୟରେ ନାହିଁ।ଦୁଇଟି ଯୋଜନାର ତଦାରଖ ଗୋଟିଏ ସଂସ୍ଥା କରୁଥିବାବେଳେ ଖର୍ଚ୍ଚ ଅଟକଳରେ ଆକାଶପାତାଳ ଫରକ ଦେଖିବାକୁ ମିଳୁଛି। ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ପାଇଁ ବର୍ଗଫୁଟ୍ ପିଛା ୫୨୦ ଟଙ୍କା ବ୍ୟୟ ହେଉଥିବା ବେଳେ,ପ୍ରତୀକ୍ଷାଳୟ ପାଇଁ ବର୍ଗଫୁଟ୍ ପିଛା ୩୩୬୩ ଟଙ୍କା ଖର୍ଚ୍ଚ ହେଇଛି ଯାହା ବଜାର ଦରଠାରୁ ମଧ୍ୟ ୫ ଗୁଣରୁ ଅଧିକ ବ୍ୟୟ ହୋଇଥିବା ନିର୍ମାଣ ବିଶେଷଜ୍ଞମାନେ କହୁଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026

You Might Also Like