-+91-9937148622 |

prerana_bgr@rediffmail.com |

  Monday 3rd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   (02-Aug-2026)       ||      କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   (02-Aug-2026)       ||      *ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   (02-Aug-2026)       ||      *ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||     

HOME   ଜିଲ୍ଲା

ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ ଓ ବୁଢୀପଦର ଖେଳ ପଡିଆରେ ବନ ମହୋତ୍ସବ ସପ୍ତାହ ପାଳିତ

16-Jul-2024



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର ବନଖଣ୍ଡ ଅନ୍ତର୍ଗତ ଲୋଇସିଂହା ବନାଞ୍ଚଳ ତଥା ଲୋଇସିଂହା ବ୍ଲକ ର ହରେକୃଷ୍ଣ ମହତାବ ଉଚ୍ଚ ବିଦ୍ୟାଳୟ ଠାରେ ବନୋ ମହୋତ୍ସବ ସପ୍ତାହ ପାଳନ ହୋଇଯାଇଛି l ସ୍ୱାସ୍ଥ୍ୟମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଏହି ବନୋ ମହୋତ୍ସବ ରେ ଯୋଗଦେଇ ପରିବେଶ ର ବିକାଶ ଓ ନୂତନ ଜଙ୍ଗଲ ସୃଷ୍ଟି ଦିଗରେ କାର୍ଯ୍ୟ କରିବା ପାଇଁ ଆହ୍ୱାନ ଦେଇଥିଲେ l ବନଖଣ୍ଡ ଙ୍କ ତତ୍ୱାବଧାନ ରେ ହୋଇଥିବା ବନ ମାହୋତ୍ସବ ରେ ଲୋଇସିଂହା ବିଡ଼ିଓ ଅକ୍ଷୟପାଣି ଉଦ୍ଦୁ, ତହସିଲ୍ଦାର ସୁଶ୍ରୀ ସଂଘମିତ୍ରା କାଲୋ, ଆଇଆଇସି ଲୋଇସିଂହା ଯାଜ୍ଞସେନୀ ନାୟକ ଯୋଗ ଦେଇଥିଲେ l ଲୋଇସିଂହା ସରପଞ୍ଚ ନବକିଶୋର ନାଏକ, ବରିଷ୍ଠ ନାଗରିକ ସଂଘ, ମାନ୍ୟଗଣ୍ୟ ବ୍ୟକ୍ତି, ଏସଏଚଜି ମେମ୍ବର, ପ୍ରଧାନ ଶିକ୍ଷକ ଉଦ୍ଧବଚରଣ ପଟେଲ, ପ୍ରକୃତିବନ୍ଧୁ ଭକ୍ତଚରଣ ନାଏକ ଓ ସ୍କୁଲ ଛାତ୍ରଛାତ୍ରୀ ଚାରାରୋପଣ କରିଥିଲେ l

ଏହାପରେ ଉଚ୍ଚ ବିଦ୍ୟାଳୟ ର ଷ୍ଟାଫ ବ୍ୟତୀତ ସମସ୍ତେ ବୁଢ଼ୀପଦର ସ୍ଥିତ ଖେଳ ପଡିଆ ର ବନ ମହୋତ୍ସବ ସପ୍ତାହ ପାଳନ ରେ ସାମିଲ ହେଲେ l ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉକ୍ତ ମହୋତ୍ସବ ରେ ଯୋଗ ଦେଇଥିଲେ l ବନଖଣ୍ଡ ଅଧିକାରୀ ବଲାଙ୍ଗୀର ଉକ୍ତ ଉତ୍ସବ ରେ ବଲାଙ୍ଗୀର ବନଖଣ୍ଡ ଅଧୀନରେ ଥିବା ସମସ୍ତ ଇକୋ ଟୁରିଜିମ ସାଇଟ ର ଏକ ମୋମେଣ୍ଟ ପ୍ରଦାନ କରିଥିଲେ l ବୁଢ଼ୀପଦର ସରପଞ୍ଚ ଶ୍ରୀମତୀ ଲକ୍ଷ୍ମୀ ପଧାନ ଙ୍କ ତତ୍ୱାବଧାନ ରେ ହୋଇଥିବା ଏହି ବନ ମହୋତ୍ସବ ରେ ପଂଚାୟତ ର ବିଭିନ୍ନ ଗ୍ରାମ ର ଜନସାଧାରଣ, ଏସ. ଏଚ. ଜି ମେମ୍ବର ଯୋଗଦେଇ ଦେଇଥିଲେ l ଏଚ. କେ ମହତାବ ଉଚ୍ଚ ବିଦ୍ୟାଳୟ ଓ ବୁଢ଼ୀପଦର ରେ ବନବିଭାଗ ତରଫରୁ ଡ଼ିଏଫଓ ସୁଦର୍ଶନ ବେହେରା, ଏଏଫଓ ଜିତେନ୍ଦ୍ର ସାହୁ, ରେଞ୍ଜର ପାଉଲ ହରପାଲ, ଫରେଷ୍ଟର ବାବୁଲା ଦାସ, ସମୀର ମହାପାତ୍ର ଓ ଇନ୍ଦ୍ର ବେହେରା ପ୍ରମୁଖ ଏହି ବୃକ୍ଷରୋପଣ ବେଳେ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟେକାରିଜର୍ଭରେ ରହିଛି ଖୁବସୁନ୍ଦର ଜଳପ୍ରପାତ♦️ ଐତିହ୍ୟସମ୍ପନ୍ନ ବୁଢାଡଙ୍ଗର ପାହାଡକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦିଆଯାଉ   02-Aug-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟରେ ଦୁଇ ବରିଷ୍ଠ ଅଧ୍ୟାପକଙ୍କୁ ଭାବବିହ୍ୱଳ ବିଦାୟ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଓ ଗ୍ରାମୀଣ ମଣ୍ଡଳ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
ଲୋଇସିଂହା ବିଜେପି ନଗର ଉନ୍ନୟନ ଓ ଗ୍ରାମୀଣ ଅକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ   02-Aug-2026
  ଜିଲ୍ଲା  
*ବିଜୁପଟ୍ଟନାୟକ ମହିଳା ଡ଼ିଗ୍ରୀ କଲେଜ ସେବା ନିବୃତ୍ତି ସମାରୋହ ଓ ସମ୍ବର୍ଦ୍ଧନା ସଭା*-   02-Aug-2026
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026

You Might Also Like