-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||     

HOME   ରାଜ୍ୟ

ସପ୍ତମ ଜିଲ୍ଲା ପରିଷଦ ବୈଠକ 

16-Jul-2024



ବଲାଙ୍ଗିର(ଚିତ୍ରସେନ ବେହେରା ): ଆଜି ପୂର୍ବାହ୍ନରେ ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁଙ୍କ ଅଧ୍ୟକ୍ଷତାରେ ସପ୍ତମ ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ ହୋଇଛି । ଏହି ସଭାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ବନ୍ଧରେ ଆଲୋଚନା ହେଇଥିଲା । ପୂର୍ବ ବୈଠକର ଦୃଢିକରଣ, ଗ୍ରାମ ପାନୀୟ  ଜଳ ଯୋଗାଣ ଏବଂ ପରିମଳ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, କୃଷି, ପ୍ରାଥମିକ ଶିକ୍ଷା ଓ ଗଣ ଶିକ୍ଷା, ଜଳସେଚନ, ମତ୍ସ୍ୟ ଓ ପଶୁସମ୍ପଦ, ଗ୍ରାମ୍ୟ ଉନୟନ, ଜାତୀୟ ରାଜପଥ, ଶ୍ରମ, କେନ୍ଦ୍ରୀୟ ପଞ୍ଚଦଶ ଅର୍ଥ କମିଶନ ଓ ରାଜ୍ୟ ପଞ୍ଚମ ଅର୍ଥ କମିଶନ, ପୂର୍ତ୍ତ ବିଭାଗ ଆଦି ବିଷୟରେ

ଗୃହକୁ ଅଧିକାରୀ ମାନେ ସୂଚନା  ଦେଇଥିଲେ । ପରିଷଦର ସମସ୍ତ ମନୋନୀତ ପ୍ରତିନିଧି ବୈଠକରେ ପଚାରିଥିବା ପ୍ରଶ୍ନମାନଙ୍କର ଉତ୍ତର ରଖିଥିଲେ ବିଭାଗୀୟ କତୃପକ୍ଷ । ପାନୀୟ ଜଳ ସମ୍ବନ୍ଧରେ ଆସିଥିବା ଅଭିଯୋଗ ଗୁଡିକର ସମାଧାନ ତଥା ନୂଆ ସଂକଳ୍ପ ବିଷୟରେ ଆଲୋଚନା ହେଇଥିଲା । ଏଥିରେ କୌଣସି ବ୍ୟାଘାତ ଘଟିଲେ ୧୯୧୬ ନିଶୁଳ୍କ ନମ୍ବରରେ କଥା ହେଇ ଅଭିଯୋଗ ଗୁଡିକ ସମାଧାନ କରିହେବ ବୋଲି ଗ୍ରାମ୍ୟ ପାନୀୟଜଳ ଯୋଗାଣ ଓ ପରିମଳ ବିଭାଗ କତୃପକ୍ଷ କହିଥିଲେ । ମେଡ଼ିକାଲରେ ଡାକ୍ତର ଏବଂ ପାରାମେଡ଼ିକାଲ ଷ୍ଟାଫ ଅଭାବ, ଗୁଡଭେଲା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ମେସିନ ଅଚଳ କୁ ଯଥା ଶୀଘ ସମାଧାନ ପାଇଁ ମୁଖ୍ୟ ସ୍ଵାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦେଶ ଦେଇଥିଲେ । ସ୍କୁଲମାନଙ୍କରେ ପୁସ୍ତକ ତଥା ଖାଦ୍ୟ ଗୁଣବତ୍ତା କୁ ନେଇ ଗୃହରେ ପ୍ରତିନିଧି ମାନେ ସନ୍ତୋଷ ପ୍ରକାଶ କରିଥିଲେ । ତେବେ ଶିକ୍ଷକ ଅଭାବକୁ ଖୁବ ଶୀଘ୍ର ସରକାରଙ୍କ ଦ୍ଵାରା ପୂରଣ କରାଯିବ ବୋଲି ଜିଲ୍ଲା ଶିକ୍ଷାଧିକାରୀ ଗୃହକୁ ସୂଚନା ଦେଇଥିଲେ । ସେହି ଭଳି ରାସ୍ତା ଅଧାପନ୍ତରିଆ, ତଥା ପ୍ରଧାନ ମନ୍ତ୍ରୀ ସଡ଼କ ଯୋଜନାରେ କାମ ଯଥା ଶୀଘ୍ର ସାରିବାକୁ ଗୃହ କହିଥିଲା । ରାସ୍ତା ଓ ପୂର୍ତ୍ତ ବିଭାଗ ଦ୍ଵାରା ହୋଇଥିବା ଅନେକ କାର୍ଯ୍ୟ ପ୍ରଶଂସିତ ହେଇଥିଲା । ନୂତନ ମେଡିକାଲ କୋଠାକୁ ମେଡିସିନ ୱାର୍ଡକୁ ପରେ ଅନ୍ୟ ୱାର୍ଡଗୁଡିକୁ ଯଥାଶୀଘ୍ର ସ୍ଥାନାନ୍ତର ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।  ସେହିପରି କିଡ଼ନି ରୋଗ ପାଇଁ ଜିଲ୍ଲାରେ ଡାଇଲେସିସ ବ୍ୟବସ୍ତା କରାଯିବାକୁ ଗୃହ ରେ ମତପ୍ରକାଶ ପାଇଥିଲା । ସେହିପରି ଜିଲ୍ଲାରେ ମୁଖ୍ୟ ସ୍ଥାନଗୁଡିକରେ ଏଲଇଡି ୱାଲ ମାଧ୍ୟମରେ ସକାଳ ୮ ରୁ ସନ୍ଧ୍ୟା ୮ ଯାଏଁ ବିଭିନ୍ନ କୃଷି ସୂଚନା ପ୍ରଦର୍ଶିତ କରାଯିବ । ସେହିପରି କୃଷି ବୀମା ସମୟସୀମା ଚାଷୀଙ୍କୁ ଜଣେଇବାକୁ ଏବଂ ବିତରଣ  ହେଉଥିବା ମଞ୍ଜି ଅନୁନ୍ନତ ମାନର ହେଲେ ସମ୍ପୃକ୍ତ ସଂସ୍ଥା ପ୍ରତି ପଦକ୍ଷେପ ନେବାକୁ ପ୍ରତିନିଧି ମାନେ କହିଥିଲେ । ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ମାନ୍ୟବର ସ୍ଵାସ୍ଥ୍ୟ  ମନ୍ତ୍ରୀ ତଥା ଲୋଇସିଂହା ବିଧାୟକ ଡ଼ ମୁକେଶ ମାହାଲିଙ୍ଗ,

ମାନ୍ୟବର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି , କଣ୍ଟାବାଞ୍ଜି ବିଧାୟକ  ଲକ୍ଷ୍ମଣ ବାଗ, ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂଦେଓ, ଟିଟିଲାଗଡ ବିଧାୟକ ନବୀନ ଜୈନଙ୍କ ସମେତ ସମସ୍ତ ଜିଲ୍ଲାପରିଷଦ ସଭ୍ୟ ଉପସ୍ଥିତ ଥିଲେ ।  ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଗୌରୱ ଶିୱାଜୀ ଇସଲୱାରଙ୍କ, ଜିଲ୍ଲା ପରିଷଦର ମୁଖ୍ୟ ଉନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ କୁମାର ମହାପାତ୍ର , ଟିଟିଲାଗଡ ଉପଜିଲ୍ଲାପାଳ ରେହାନ ଖେତ୍ରୀ, ବଲାଙ୍ଗୀର ଉପଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ, ପାଟଣାଗଡ଼ ଉପଜିଲ୍ଲାପାଳ ଅମିତ ନାୟକ ତଥା ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ସଭାରେ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026

You Might Also Like