-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଚାଉଳ ନେବାକୁ ଆସି ଥିବା ବୃଦ୍ଧା ଗାଡି ଧକ୍କାରେ ମୃତ୍ୟୁ

16-Jul-2024



ତରଭା(କପିଳାସ ସେଠ) ବଲାଙ୍ଗୀର-ସୋନପୁର 57ତମ ଜାତୀୟରାଜପଥରେ ଚାଉଳ ନେବା ପାଇଁ ଆସିଥିବା ବୃଦ୍ଧା ଅର୍ଜୁଣ୍ଡା ଛକ ଠାରେ ଗାଡିଧକ୍କା ରେ ଘଟଣା ସ୍ଥଳରେ  ମୃତ୍ୟୁ ହୋଇ ଥିଲା I କ୍ଷତିପୂରଣ ଦାବୀ ନେଇ କିଛି ସମୟ ପ୍ରୟାନ୍ତ ଜାତୀୟରାଜପଥ ଅବରୋଧ ଓ   ଉତେଜନା ଦେଖା ଯାଇଥିଲା I ମିଳିଥିବା ସୂଚନା ଅନୁଯାଇ ତରଭା ନିକଟସ୍ଥ  ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ବଇରାସର ଗ୍ରାମପଞ୍ଚାୟତର ଭଦ୍ରାପାଲି ଗ୍ରାମର ସ୍ବର୍ଗତ ବାହାବଲ ହାତୀଙ୍କ ଧର୍ମପତ୍ନୀ କର୍ଣ୍ଣଫୁଲ ହାତୀ ବଇରାସର ପଞ୍ଚାୟତକୁ ସରକାରଙ୍କ ମାଗଣା  ଚାଉଳ ନେବା ପାଇଁ ଭଦ୍ରା ପାଲି ଗ୍ରାମରୁ ଆସିଥିଲେ I ତାଙ୍କ ସାଙ୍ଗରେ  ତାଙ୍କ ପୁଅ ରମେଶ ହାତୀ ମଧ୍ୟ୍ୟ  ଆସିଥିଲେ। ଚାଉଳ ଆଣିବା ପରେ ରମେଶ ତାଙ୍କର ମାଆ ଙ୍କୁ ତମେ ଚାଲୁଥ ମୁଁ କିଛି ଜିନିଷ କିଣି ଆଣି ଚାଉଳ ଧରି ଯାଉଛି କହି ଚାଲିଯାଇଥିଲେ। କର୍ଣ୍ଣଫୁଲ ଅର୍ଜୁଣ୍ଡା ଛକ ପାଖଥିବା  ପତରଫେଡିରେ ପହଞ୍ଚିବା ସମୟପରେ  ସୋନପୁର ପଟରୁ ବଲାଙ୍ଗିର ଯାଉଥିବା ଏକ ଟାଟାଏସି ଗାଡ଼ି ଦୃତଗତିରେ ଆସି କର୍ଣ୍ଣଫୁଲ କୁ ଧକ୍କା ଦେଇଥିଲା। ଫଳରେ କର୍ଣ୍ଣଫୁଲଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏହା ଦେଖି ଗାଡ଼ିର ଡ୍ରାଇଭର ଗାଡି ଛାଡି ଫେରାର ହୋଇ ଯାଇଥିଲା । ଖବରପାଇ ଲୋକମାନେ ଆସି ୫୭ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଥିଲେ । ଖବରପାଇ ବଇରାସର ବିଟ କନେଷ୍ଟବଳ, ଅଫିସର ଏଏସ ଆଇ ଅଜିତ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରି ପୁଇଁନ୍ତଲା ଥାନା କୁ ଖବର ଦେଇଥିଲେ। ଖବର ପାଇ ପୁଇଁନ୍ତଲା ଆଇଆଇସି ସୁଭରାଜ ଧରୁଆ ଓ ଏସଡିପିଓ ପ୍ରଦୀପ କୁମାର ସାହୁ ଙ୍କ ସହିତ ପୁଇଁତଲା ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ଲୋକ ମାନଙ୍କୁ ବୁଝାସୁଝା କରିବା ସହିତ ୨୦ ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବାରୁ ରାସ୍ତା ଅବରୋଧ ହଟିଥିଲା। ପୁଲିସ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣାପଡ଼ିଛି। ଗାଡ଼ି ମାଲିକଙ୍କୁ ଡାକି ଉକ୍ତ ପରିବାରକୁ ସହାୟତା ବିଷୟ ଉପରେ କଥାହେବୁ ବୋଲି ପୁଲିସ ପ୍ରକାଶ କରିଛି।                      
 


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like