-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ରାଜ୍ୟ

ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଦୁବାଇରୁ ଫେରିଲେ ୮ ଓଡିଆ

17-Jul-2024



ଭୁବନେଶ୍ବର (ବିଶ୍ୱରଞ୍ଜନ ବିଶ୍ଵାଳଙ୍କ ରିପୋର୍ଟ ) ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମରେ ଜନ୍ମମାଟିକୁ ଫେରିଛନ୍ତି ଦୁବାଇରେ ଫସିଥିବା ୮ ଜଣ ଓଡିଆ ଯୁବକ । ଗତ ୪ ତାରିଖରେ ଏମାନଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଚିଠି ଲେଖି ନିବେଦନ କରିଥିଲେ।
ସୂଚନାଯୋଗ୍ୟ ଯେ, ଗତ ମେ ମାସ ୧୯ ତାରିଖରେ ପାଇପମିସ୍ତ୍ରୀ ଭାବେ କାମ କରିବାକୁ ଏକ ଏଜେଣ୍ଟଙ୍କ ଜରିଆରେ ଦୁବାଇ ଯାଇଥିଲେ କେନ୍ଦ୍ରାପଡା ଜିଲ୍ଲାର ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନଲଢାଳିଆ ଗ୍ରାମର ସ୍ବର୍ଗତ ସୁରେଶ ଦାସଙ୍କ ପୁଅ ମରୁତ ଦାସ, ନିମପୁର ଗ୍ରାମର ରାମଚନ୍ଦ୍ର ବେହେରାଙ୍କ ପୁଅ ଅଭିମନ୍ୟୁ ବେହେରା, ଜଗତସିଂହପୁର ଜିଲ୍ଲାର ନେହୁଳିଆ ଗ୍ରାମର ଶତ୍ରୁଘ୍ନ ସାମଲଙ୍କ ପୁଅ ନାରାୟଣ ସାମଲ, କଟକ ଜିଲ୍ଲାର କଳପଡା ଗ୍ରାମର ନରେନ୍ଦ୍ରନାଥ ପଟ୍ଟନାୟକଙ୍କ ପୁଅ ମିଟୁ ପଟ୍ଟନାୟକ, କୋରପଡା ଗ୍ରାମର ବିମ୍ବାଧର ହାତୀଙ୍କ ୩ ପୁଅ ରମେଶ ହାତୀ, ନରେଶ ହାତୀ, ବିଚିତ୍ରାନନ୍ଦ ହାତୀ ଓ କୁଳସରିଚୁହାଁ ଗ୍ରାମର ଦୂଶାସନ ପ୍ରଧାନଙ୍କ ପୁଅ ପିତବାସ ପ୍ରଧାନ  । କିନ୍ତୁ ସେଠାରେ ପହଞ୍ଚିବା ପରେ କମ୍ପାନୀ କତ୍ତୃପକ୍ଷ ସେମାନଙ୍କୁ ଅନ୍ୟ କାମରେ ନିୟୋଜିତ କରିଥିଲେ । ଅନିଚ୍ଛା ପ୍ରକାଶ କରିବାରୁ କମ୍ପାନୀ କତ୍ତୃପକ୍ଷ ସେମାନଙ୍କୁ ଚାକିରିରୁ ବହିଷ୍କାର କରିଦେଇଥିଲେ। ସେମାନେ ବହୁ ଦୁଃଖ କଷ୍ଟରେ ଏକ ମସଜିଦରେ ଆଶ୍ରୟ ନେଇଥିଲେ।

ନିରୁପାୟ ହୋଇ ପରିବାର ଲୋକ ସେମାନଙ୍କୁ ସ୍ବଦେଶ ଫେରାଇ ଆଣିବା ପାଇଁ ଶ୍ରୀଯୁକ୍ତ ପଣ୍ଡାଙ୍କ ହସ୍ତକ୍ଷେପ ଲୋଡିଥିଲେ। ଅନୁରୋଧକ୍ରମେ ଶ୍ରୀଯୁକ୍ତ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କ ସହ ଯୋଗାଯୋଗ କରି ଏ ବିଷୟରେ ଅବଗତ କରିବା ସହ ତୁରନ୍ତ ଏ ଦିଗରେ ପଦକ୍ଷେପ ନେଇ ସମସ୍ତଙ୍କୁ ସୁରକ୍ଷିତ ଭାରତ ଫେରାଇ ଆଣିବା ସଙ୍ଗେ ସଙ୍ଗେ ସହାୟତା ଯୋଗାଇଦେବାକୁ ନିବେଦନ କରିଥିଲେ। ପହଞ୍ଚିବା ପରେ ପରିବାର ଲୋକ ଶ୍ରୀ ପଣ୍ଡାଙ୍କୁ ସାକ୍ଷତ କରି କୃତ୍ତଜ୍ଞତା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like