-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ଚାଷୀ ମାନଙ୍କ ବିଭିନ୍ନ ସମସ୍ୟା ଓ ନୂତନ ବର୍ଷର ଫସଲ ବୀମା ସମ୍ବନ୍ଧରେ ଆଲୋଚନା

17-Jul-2024



ବରଗଡ଼ (ପବିତ୍ର ମେହେର ): ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ନେତୃତ୍ୱରେ ପ୍ରଶାସନିକ ଅଧିକାରୀ କମ୍ପାନୀ ପ୍ରତିନିଧି ଏବଂ ସଂଯୁକ୍ତ କୃଷକ ସଂଗଠନ ପ୍ରତିନିଧି ମାନଙ୍କ ମଧ୍ୟରେ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ପୂର୍ବ ବର୍ଷ ମାନଙ୍କ ସମସ୍ୟା ଏବଂ ନୂତନ ବର୍ଷ ର ଫସଲ ବୀମା ସମ୍ବନ୍ଧରେ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ର, ଜିଲ୍ଲା ମୁଖ୍ୟ କୃଷି ନିର୍ଦେଶକ ପ୍ରସନ୍ନ କୁ ମିଶ୍ର, ଡି ଆର ସି ଏସ ତୃପ୍ତି କାନ୍ତ ସେଠି, ଜିଲ୍ଲା ସମବାୟ ବ୍ୟାଙ୍କ ମ୍ୟାନେଜର,

ପରିସଂଖ୍ୟନ ବିଭାଗ ସି ଏ ସି ଜିଲ୍ଲା ମୁଖ୍ୟ ପ୍ରଫୁଲ୍ଲ ପାତ୍ର ସମେତ ଏଚ ଡି ଏଫ ସି ର ଜ୍ୟୋତି ରଞ୍ଜନ ଶତପଥୀ ଏବଂ ରିଳାଏନ୍ସ ଅରବିନ୍ଦ ସିଂ ଉପସ୍ଥିତ ଥିଲେ। କୃଷକ ସଙ୍ଗଠନ ପକ୍ଷରୁ ୨୦୨୧ ଖରିଫ, ୨୦୨୨ ଖରିଫ ଏବଂ ୨୦୨୩ ରବିଋତୁରେ ଯୋଗ୍ୟ ଚାଷୀଙ୍କ ବକେୟା ଥିବା କ୍ଷତିପୂରଣ ସାତ ଦିନ ମଧ୍ୟରେ ଦେବା ପାଇଁ ଦାବି କରା ଯାଇଛି। ସେହିପରି ମିଗ ଜୋମ ଜନିତ ବୀମା କ୍ଷତିପୂରଣ ରେ ଅନିୟମିତତା ପ୍ରସଙ୍ଗରେ ରିଳାଏନ୍ସ କମ୍ପାନୀଙ୍କୁ ପ୍ରଶ୍ନ ପଚାରିବାରୁ କୌଣସି ସଠିକ ଉତ୍ତର ଦେଇପାରିଲେ ନାହିଁ। ପରେ ଜିଲ୍ଲାପାଳ ରାଗିଯାଇ ତୁରନ୍ତ ସ୍ୱତନ୍ତ୍ର କମ୍ପାନୀ କାର୍ଯ୍ୟାଳୟ ଖୋଲିବା ସହିତ କୌଣସି ସମସ୍ୟା ଯେମିତି ନ ହେବ, ସେଥି ପାଇଁ ପ୍ରତେକ ବ୍ଲକ ଅଫିସ ରେ କମ୍ପାନୀ ପ୍ରତିନିଧି ଚାଷୀ ମାନଙ୍କୁ ସାହାଯ୍ୟ କରିବା ପାଇଁ ନିର୍ଦେଶ ଦେଇଛନ୍ତି। ସି ଏ ସି ସେଣ୍ଟର ମାନଙ୍କରେ ଯେମିତି କୃଷକ ମାନେ ବୀମା କରି ପାରିବେ ସେଦିଗରେ ଜିଲ୍ଲା ସି ଏ ସି ମେନେଜର ଙ୍କୁ ପରାମର୍ଶ ଦେଇଛନ୍ତି। ଯଦି କୌଣସି ଚଷୀଙ୍କ ବୀମା ସମ୍ବନ୍ଧୀୟ ସମସ୍ୟା ଦେଖା ଦିଏ ତାହାହେଲେ କୃଷି ବିଭାଗ ସହିତ ସମ୍ପର୍କ କରିବା ପାଇଁ ଚାଷୀ ମାନଙ୍କୁ କହା ଯାଇଛି।
ଗତ ମେଗ ଜୋମ ଜନିତ ଆବେଦନ କରିଥିବା ସମସ୍ତ ଯୋଗ୍ୟ ଚାଷୀ ମାନଙ୍କୁ ବୀମା କ୍ଷତିପୂରଣ ଦେବା ପାଇଁ ରିଳାଏନ୍ସ କମ୍ପାନୀକୁ କଡା ନିର୍ଦେଶ ଦିଆଯାଇଛି। କୃଷକ ସଂଗଠନ ତରଫରୁ ମଧ୍ୟ ବକେୟା କ୍ଷତିପୂରଣ ସାତଦିନ ମଧ୍ୟରେ ନ ଦେଲେ ଆନ୍ଦୋଳନ କରିବାକୁ ବାଧ୍ୟ ହେବୁ ବୋଲି ଚେତାବନୀ ଦିଆଯାଇଛି। ଅନ୍ୟ ବର୍ଷ ତୁଳନାରେ ଚଳିତ ବର୍ଷ ବୀମା କରିବା ପାଇଁ ଚାଷୀ ବିଶେଷ ଆଗ୍ରହ ଦେଖାଉଥିବା ଜଣା ପଡ଼ୁ ନ ଥିବା ସଂଗଠନ ତରଫରୁ ଅଭିଯୋଗ ରଖାଯାଇଛି l ଏଣୁ ପରିଚାଳନା, କ୍ଷତିପୂରଣ, ସଚେତନତା ଏବଂ ସହଯୋଗ କରିବାକୁ ବୀମା କମ୍ପାନୀକୁ କହାଯାଇଛି । ଆଲୋଚନାରେ ସଂଯୁକ୍ତ କୃଷକ ସଂଗଠନ ସଦସ୍ୟ ରମେଶ ମହାପାତ୍ର, ଉତ୍ପନ୍ନ ଭୋଇ, କୈଳାସ ବାରିକ, ଅବଧୂତ ଜଗତ, କ୍ଷମାନିଧି ସାହୁ, କ୍ରୀତପାଳ ପଟେଲ, ଅରବିନ୍ଦ ପଣ୍ଡା, ସରୋଜ ସାହୁ, କାରଣ ସାହୁ, ତପନ ମିଶ୍ର, ସୁଦାମ ପାତ୍ର, ବିକାଶ ମାଝୀ, ନିରଞ୍ଜନ ପଧାନ, ସୁରେଶ ନିକେଣ୍ଟି, ସୁରେନ୍ଦ୍ର ସାହୁ, ପ୍ରଭାତ ସାହୁ, ପ୍ରେମରାଜ ସାହୁ, ଈଶାନ୍ତ ଭୋଇ ଏବଂ ରମଣୀ ଦନ୍ତା ଅଂଶ ଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like