-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   (02-Aug-2026)       ||      ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ    (02-Aug-2026)       ||      ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||     

HOME   ରାଜ୍ୟ

ବାହୁଡା଼ ଯାତ୍ରାରେ ସାମାଜିକ ସେବା ଶିବିର ଆୟୋଜିତ

16-Jul-2024



ପୁରୀ, ତା. ୧୬/୦୭ ( ପ୍ରେରଣା ଖବର ):   ବାହୁଡା଼ ଯାତ୍ରାରେ  ଶିଶୁ ଓ ମହିଳା ବିକାଶ ସୋସାଇଟି  ତରଫରୁ ପୁରୀ ବଡ଼ଦାଣ୍ଡରେ ସାମାଜିକ ସେବା ଶିବିର ଆୟୋଜନ ହୋଇଯାଇଛି । ଶିଶୁ ଓ ମହିଳା ବିକାଶ ସୋସାଇଟିର ଅଧ୍ୟକ୍ଷ ମେଜର ଡ. କଳ୍ପନା ଦାଶଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ  କାର୍ଯ୍ୟକ୍ରମଟି ଅନୁଷ୍ଠିତ ହୋଇଅଛି ।

ବାହୁଡା଼  ଯାତ୍ରା ଦେଖି ଆସି ଥିବା ଭକ୍ତ, ଶ୍ରଦ୍ଧାଳୁ, ଦର୍ଶକ, ପ୍ରଶାସନିକ ଅଧିକାରୀ ତଥା ସାଧାରଣ ଜନତାର ସେବା କାର୍ଯ୍ୟ ପ୍ରାଥମିକ ଚିକିତ୍ସା ଦେବା ସହ ଦହି ପଣି ବଣ୍ଟନ, ଓଅରଏସ ପଣି ବଣ୍ଟନ, ଜଳଜୀରା ପାଣି, ଥଣ୍ଡା ପଣି ବଣ୍ଟନ କରିବା ସହ ବୃଦ୍ଧ, ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଠିକ ଭାବରେ ନେଇ  ଦର୍ଶନରେ ସହାୟକ ଭାବରେ ସ୍ୱେଚ୍ଛାସେବୀ ଗଣ କାର୍ଯ୍ୟ ତୁଲାଇ ଛନ୍ତି । ଆହୁରି ମଧ୍ୟ ଶିଶୁ ଓ ମହିଳା ବିକାଶ ସୋସାଇଟିର  ସଭ୍ୟ ସଭ୍ୟା ଜନ ଗହଳିରେ ଶାନ୍ତି ଶୃଙ୍ଖଳା କରିବା ସହ  ପାଣି ଛିଞ୍ଚନ କାର୍ଯ୍ୟ ଓ ପରେ ବଡ଼ଦାଣ୍ଡରେ  ସ୍ୱଚ୍ଛତା କାର୍ଯ୍ୟକ୍ରମ କରିଥିଲେ । ସକାଳୁ ଆରମ୍ଭ ହୋଇ ସନ୍ଧ୍ୟା ସମୟ ପର୍ଯ୍ୟନ୍ତ  ନିରନ୍ତର ଭାବରେ ଶିଶୁ ଓ ମହିଳା ବିକାଶ ସୋସାଇଟିର ସଦସ୍ୟ ଦ୍ଵାର ସେବା କାର୍ଯ୍ୟ ଚାଲିଥିଲା ।

କାର୍ଯ୍ୟକ୍ରମରେ ଶିଶୁ ଓ ମହିଳା ବିକାଶ ସୋସାଇଟିର ଓଡ଼ିଶାର ବିଭିନ୍ନ ଜିଲ୍ଲାର ୧୭୮ଜଣ ସଭ୍ୟ ଓ ସଭ୍ୟା ଯୋଗ ଦେଇଥିଲେ । ଶିଶୁ ଓ ମହିଳା ବିକାଶ ସୋସାଇଟିର ସଭ୍ୟ ଡ଼. ବିକାଶ ପ୍ରସାଦ,  ଡ଼. ଲୋକନାଥ ସାହୁ, ମେଜର ଡ. ବିଜୟ କୁମାର ବିଶ୍ବାଳ, ରାମ ନାରାୟଣ ଦାଶ, ହେମନ୍ତ ସାମଲ ତଥା ଅନ୍ୟ ସଦସ୍ୟ ମାନେ  କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ । ଶିଶୁ ଓ ମହିଳା ବିକାଶ ସୋସାଇଟିର ଅଧ୍ୟକ୍ଷ ମେଜର ଡ. କଳ୍ପନା ଦାଶ ପୁରୀ ପ୍ରଶାସନକୁ ସେବା ଶିବିର ପାଇଁ ଅନୁମତି  ତଥା ସ୍ଥାନ ଯୋଗାଇ ଦେଇଥିବାରୁ ତଥା ଜେଏସପି ଫାଉଣ୍ଡେସନକୁ ସେବା ଶିବିରରେ ପାଇଁ  ଥାଣ୍ଡା ପାଣି ଯୋଗାଇ ଦେବା ସହ ବିଭିନ୍ନ କ୍ଷେତ୍ରରେ ସହଯୋଗ ଯୋଗାଇ ଦେଇଥିବାରୁ  ଅଶେଷ ଧନ୍ୟବାଦ ଜଣାଇଛନ୍ତି । ପ୍ରକାଶ ଥାଉକି, ଦେବସ୍ନାନ ପୂର୍ଣ୍ଣିମା, ରଥଯାତ୍ରାରେ ମଧ୍ୟ ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ସାମାଜିକ ସେବା ଶିବିର ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବୀର ମହାରାଜ ପୁର ବରିଷ୍ଠ ନାଗରିକ ସଂଘ ପ୍ରତିଷ୍ଠାତା ପ୍ରଶନ୍ନ ତ୍ରିପାଠୀ ଙ୍କ ପରଲୋକ*- *ଜିଲ୍ଲା ର ବିଭିନ୍ନ ଅଞ୍ଚଳ ରେ ଶୋକ*-   02-Aug-2026
  ଜିଲ୍ଲା  
ପଶ୍ଚିମାଂଚଲ ଏକତା ମଞ୍ଚ ପକ୍ଷରୁ ୧୪ ରାଜ୍ୟ ସ୍ତରୀୟ ସମ୍ବଲପୁରୀ ଦିନ - ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରା ହେଲା ସମ୍ବଲପୁରୀ ମୟ - ନାଚଗୀତ ସହ ସମ୍ବଲପୁରୀ ଖାଦ୍ୟଖାଇ ସମ୍ବଲପୁରୀ ପାଳନ   02-Aug-2026
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026

You Might Also Like