-+91-9937148622 |

prerana_bgr@rediffmail.com |

  Thursday 7th May 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   (07-May-2026)       ||      *ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   (07-May-2026)       ||      ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା    (07-May-2026)       ||      ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   (07-May-2026)       ||      କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   (07-May-2026)       ||      ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   (07-May-2026)       ||      ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ    (07-May-2026)       ||      କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   (06-May-2026)       ||      ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   (06-May-2026)       ||      *ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   (06-May-2026)       ||      ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   (06-May-2026)       ||      ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   (06-May-2026)       ||      ଖରିଫ ବିପଣନ ବର୍ଷ ୨୦୨୫-୨୬ ରେ ରବି ଧାନ ସଂଗ୍ରହ ପାଇଁ ବଲାଙ୍ଗୀର ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ   (06-May-2026)       ||      ବିଧାୟିକା ସୋଫିଆଙ୍କ ଜନସମ୍ପର୍କ ପଦଯାତ୍ରା   (06-May-2026)       ||      ବରିଷ୍ଠ ସମାଜ ସେବୀ ଦେବାର୍ଚ୍ଚନ ପଧାନ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ   (06-May-2026)       ||      *ସୋନପୁର ପୌର ପରିଷଦ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କଲେ ଯୋଜନା ବୋର୍ଡ ଅଧ୍ୟକ୍ଷ*-   (05-May-2026)       ||      ନବରଙ୍ଗପୁର ଜିଲ୍ଲାରେ ରେ ତେଲ ଅଭାବ, ପେଟ୍ରୋଲ ପମ୍ପ ଆଗରେ ଲୋକଙ୍କ ଭିଡ଼   (05-May-2026)       ||      ବିଜେପି ନେତା ଚିତ୍ତରଞ୍ଜନ ଦାସଙ୍କୁ ହତ୍ୟା ଧମକ   (05-May-2026)       ||      ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିଜେପି ବଡ଼ ଦାୟିତ୍ୱ ♦️ ତାଙ୍କୁ ବିଜେପି ପକ୍ଷରୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି   (05-May-2026)       ||      ବାତ୍ୟା ଆଶଙ୍କା । ୮ରୁ ୯ ତାରିଖ ମଧ୍ୟରେ କେରଳ ଉପକୂଳରେ ସୃଷ୍ଟି    (05-May-2026)       ||     

HOME   ଜିଲ୍ଲା

ସରପଞ୍ଚ ବିରେନ୍ଦ୍ର ଖମାରୀଙ୍କ ଅବଦାନ, ଝାଙ୍କର କଲେ ଠାକୁରାଣୀ ଗୁଡ଼ି ଭୂମି ପୂଜନ

17-Jul-2024



ନୂଆପଡ଼ା( ରାମନାଥ ପଣ୍ଡା )
ସରକାର ପ୍ରତ୍ୟେକ କ୍ଷେତ୍ରରେ ବିକାଶ ଦିଗରେ ସ୍ଵତନ୍ତ୍ର ଗୁରୁତ୍ଵ ଦେଇ ଆସୁଛନ୍ତି ।ବିକାଶ ପାଇଁ ପଞ୍ଚାୟତ ଠାରୁ କେନ୍ଦ୍ର ସରକାର ପର୍ଯ୍ୟନ୍ତ କାର୍ଯ୍ୟ କରିଆସୁଥିବା ଲୋକ ପ୍ରତିନିଧି ମାନେ ମୁଖ୍ୟ ଭୂମିକା ନିର୍ବାହ କରୁଥିବା ବେଳେ ସିନାପାଲି ବ୍ଲକ ଖର୍ସେଲ ପଞ୍ଚାୟତ ସରପଂଚ ବିରେନ୍ଦ୍ର କୁମାର ଖମାରି ନିୟମିତ ଭାବେ ଅଞ୍ଚଳର ବିକାଶ ପାଇଁ ପ୍ରୟାସ କରୁଛନ୍ତି ।ପ୍ରତ୍ୟେକ ଅନୁଷ୍ଠାନକୁ ପ୍ରାଧାନ୍ୟତା ଦେଇଛନ୍ତି ।ତାଙ୍କର ଯୋଗାଯୋଗ ଓ ସହଯୋଗ କ୍ରମେ ମୁଖ୍ୟ ମନ୍ତ୍ରୀ ସ୍ଵତନ୍ତ୍ର ସହାୟତା ଯୋଜନା ମାଧ୍ୟମରେ ବୈଗା ପଡା ଗ୍ରାମରେ ଥିବା ମାଁ ଠାକୁରାଣୀ ଗୁଡ଼ି ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରାଇ ଆଜି ଝାଙ୍କର ଜଗନ୍ନାଥ ଚିନ୍ଦାଙ୍କ ହସ୍ତରେ ଭୂମି ପୂଜନ କରିଛନ୍ତି ।ଲୋକ ଆଶା ରଖିଛନ୍ତି ବିରେନ୍ଦ୍ର ଙ୍କ କ୍ଷମତା ସମୟ ସୀମା ମଧ୍ୟରେ ପଞ୍ଚାୟତ ନିଶ୍ଚିତ ଭାବରେ ନୂଆରୂପ ଧାରଣ କରିବ ଯାହା ଆଗାମୀ ଭବିଷ୍ୟତର ଲୋକ ପ୍ରତିନିଧିଙ୍କ ପାଇଁ ପ୍ରେରଣା ଯୋଗାଇବ । ବିକାଶ ଦିଗରେ ସରପଂଚଙ୍କ ସାଥିରେ ତୁଲା ରମ ବିଶି,ସନ୍ତୋଷ ତାଣ୍ଡି,ବିଘ୍ନ ରାଜ ବାଗ,କୁମ୍ଭ ବାଗ,ନିରଞ୍ଜନ ବେମାଲ,ସଞ୍ଜୟ ଗହିର,ସନ୍ତୋଷ ଖମାରୀ,ଅକ୍ରୁର ତାଣ୍ଡି,ମଙ୍ଗଳ ବାଗ,ଚନ୍ଦ୍ର ଧ୍ଵଜ ବାଗ, ରୋହିତାଶ୍ଵ ବେମାଲ,ସୁରେଶ ଖମାରି ,ବରିଷ୍ଠ ସାମ୍ବାଦିକ ଚିନ୍ତା ମଣି ନେତାମ ଙ୍କ ସମେତ ଅନେକ ଲୋକ ରହି ଆସୁଛନ୍ତି ।ସମସ୍ତଙ୍କ ଆଶା ରହୁଛି ସରପଂଚ ଖମାରୀ ସରକାରଙ୍କ ଅନେକ ଅନୁଦାନ ଅର୍ଥ ଆଣି ପଞ୍ଚାୟତର ବିକାଶ ଦ୍ଵିଗୁଣିତ କରନ୍ତୁ ବୋଲି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ସହରରେ ପିଇବା ପାଣି ସମସ୍ୟାକୁ ନେଇ ପ୍ରତିବାଦ   07-May-2026
  ଜିଲ୍ଲା  
*ଅତିରିକ୍ତ ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ*   07-May-2026
  ଜିଲ୍ଲା  
ଅଷ୍ଟପ୍ରହରୀ ନାମଯଜ୍ଞ ପାଇଁ ମହିଳାଙ୍କ ବିରାଟ କଳସ ଶୋଭାଯାତ୍ରା   07-May-2026
  ଜିଲ୍ଲା  
ସ୍ବର୍ଗତ ଘେନୁରାମ ନିଆଲ ଓ ସ୍ବର୍ଗୀୟା କୌଶଲ୍ୟା ନିଆଲଙ୍କ ଗଙ୍ଗାଶ୍ରାଦ୍ଧ ଉପଲକ୍ଷେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା   07-May-2026
  ଜିଲ୍ଲା  
କଶୀସ ଅଗ୍ରୱାଲ ନାଁ ରଖିଲେ ଇଣ୍ଡିଆ ବୁକ ଅଫ ରେକର୍ଡ ରେ ବୟସ ଦୁଇ ବର୍ଷ ନଅ ମାସ   07-May-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ରାସ୍ତା ସମସ୍ୟା, ଗ୍ରାମବାସୀ ଅସୁବିଧାରେ   07-May-2026
  ରାଜ୍ୟ  
ଶିକ୍ଷା ସହିତ ପ୍ରତିଭା ବିକାଶ ଶିଶୁ ମାନଙ୍କୁ ସଂସ୍କାରିତ କରେ   07-May-2026
  ଜିଲ୍ଲା  
କୁରସୁଡରେ ଜନ ଆକ୍ରୋଶ ମହିଳା ପଦଯାତ୍ରା ଅନୁଷ୍ଠିତ   06-May-2026
  ରାଜ୍ୟ  
ବନ ବିଭାଗ ଚଢ଼ଉ ବଦଳରେ ଚୁପ୍ ରହିବା ନେଇ ସନ୍ଦେହ   06-May-2026
  ଜିଲ୍ଲା  
*ଉଲୁଣ୍ଡା ଅଞ୍ଚଳ ରେ ଗଞ୍ଜେଇ ଓ ମଦ ଜବତ*-   06-May-2026
  ଜିଲ୍ଲା  
ପାର୍ବତୀଗିରି ମହିଳା କଲେଜ, ବରଗଡ଼ରେ ସୁସଂଗଠିତ ପୂର୍ବ ଛାତ୍ରୀ ତଥ୍ୟଭଣ୍ଡାର ଆରମ୍ଭ   06-May-2026
  ରାଜ୍ୟ  
ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ   06-May-2026

You Might Also Like