-+91-9937148622 |

prerana_bgr@rediffmail.com |

  Sunday 2nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (01-Aug-2026)       ||      ‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ    (01-Aug-2026)       ||      ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ    (01-Aug-2026)       ||      କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   (01-Aug-2026)       ||      ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   (01-Aug-2026)       ||      ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   (01-Aug-2026)       ||      ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ    (01-Aug-2026)       ||      ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   (01-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   (01-Aug-2026)       ||      ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   (01-Aug-2026)       ||      ବାଳିକା ଫାଇନାଲ ରେ   ପାରୁଲ ଚୌଧୁରୀ ଚମ୍ପିୟାନ  ଦୀକ୍ଷା ଏସ. ଆର. ରନର୍ସ ଅପ...ବାଳକ ରେ ନିଶ୍ଚଲ ଚାନ୍ଦ ଚାମ୍ପିୟନ, ଟି. ଜ୍ଞାନ ଦତ୍ତ୍ତ ରନର୍ସ ଅପ   (01-Aug-2026)       ||      ଜାଗୃତି ଶାଖା ପକ୍ଷରୁ ଚାରାରୋପଣ ଓ ଛାତ୍ରୀମାନଙ୍କୁ ଖାତା ପ୍ରଦାନ   (01-Aug-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଦ୍ବିତୀୟ ମାସିକ ବୈଠକ ଅନୁଷ୍ଠିତ   (01-Aug-2026)       ||      ଚାଷୀଙ୍କ ସମସ୍ୟା ନେଇ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (01-Aug-2026)       ||      *ଅବସର କାଳୀନ ସମାରୋହରେ ବୃକ୍ଷରୋପଣ କରି ଅଭିନବ ପରମ୍ପରାର ଶୁଭାରମ୍ଭ କଲା ଭାରତ ବିକାଶ ପରିଷଦ ସୋନପୁର ଶାଖା*-   (01-Aug-2026)       ||      *ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ପୌର ପରିଷଦ ପକ୍ଷରୁ ସହରରେ ରେ ମଶା ବଂଶ ନିପାତ ପାଇଁ ବଳିଷ୍ଠ ପଦକ୍ଷେପ*   (01-Aug-2026)       ||      ଚାଷୀଙ୍କ କ୍ଷତିପୂରଣ ଦାବିକଲା ଲିବରେସନ୍ ସାମାଜିକ ଅନୁଷ୍ଠାନ   (01-Aug-2026)       ||      ଦୟାନନ୍ଦ ପବ୍ଲିକ ସ୍କୁଲର ଷ୍ଟାଫ ଡେ ଓ ନର୍ସରୀ ଟିଚର୍ସ୍ ଟ୍ରେନିଂ ଛାତ୍ରୀମାନଙ୍କ ସମାବର୍ତ୍ତନ ଉତ୍ସବ   (01-Aug-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ଭରସୁଜା ଗ୍ରାମ ରେ ବାହୁଡା଼ ଯାତ୍ରା ମହା ଆଡ଼ମ୍ବରରେ ପାଳିତ

17-Jul-2024



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ର ଭର୍ ସୂଜା ଗ୍ରାମରେ ଆନନ୍ଦ ଉଲ୍ଲାସର ସହିତ ବାହୁଡା଼ ଯାତ୍ରା ସମ୍ପନ୍ନ ହୋଇ ଯାଇଛି । ଦୀର୍ଘ ନଅ ଦିନ ଧରି ମହାପ୍ରଭୁ ଶ୍ରୀ ଜଗନ୍ନାଥ ମାଉସୀ ମାଙ୍କ ଘରେ ଥିଲେ।ମାଉସୀ ଓ ମଉସା ଭାବେ ଗ୍ରାମର ସମାଜ ସେବୀ ତଥା ଏଗରୋ ଏରିଆ ମେନେଜର ଶ୍ରୀ ରାଜୀବ ଲୋଚନ ଭୋଇ ଓ ସହଧର୍ମିଣୀ କମଳିନୀ ଭୋଇ ଙ୍କ ଘରେ ପ୍ରଭୁ ଜଗନ୍ନାଥ ,ବଳଭଦ୍ର , ସୁଭଦ୍ରା ପୂଜା ପାଉଥିଲେ।ଦଶମୀ ଦିନ ସ୍ନାନ କରାଯାଇ ମଙ୍ଗଳ ଆରତୀ ଦେଇ ପୂଜା ରୀତି ନୀତି ଅନୁଯାୟୀ ସମସ୍ତ କାର୍ଯ ସମ୍ପନ୍ନ କରା ଯାଇଥିଲା।  ପୁରୀ ରୁ 56 ଭୋଗ ଅଣାଯାଇ ମହାପ୍ରଭୁ ଙ୍କୁ ଅର୍ପଣ କରାଯାଇ ଥିଲା । ସନ୍ଧ୍ୟା ରେ ମାଉସୀ ଘରୁ ପଣ୍ଡିତ ମାନଙ୍କ ରୀତି ନୀତି ଅନୁଯାୟୀ ସମସ୍ତ ନିତିକାନ୍ତି ଅନୁଷ୍ଠିତ ହୋଇଥିଲା। ଏ ସମସ୍ତ କାମରେ ଗ୍ରାମବାସୀ , ଛେଲିଆପାଟ ସଂଗଠନ ଓ ଭକ୍ତବୃନ୍ଦ ଙ୍କ ସହଯୋଗ ରେ ବନ୍ଧପଡା ରୁ ବସଷ୍ଟାଣ୍ଡ ଦେଇ ଗ୍ରାମ ପରିକ୍ରମା କରା ଯାଇ ଥିଲା ।ଏଥିରେ ଶଙ୍ଖୁଆ ଓ ପିପିଲି ପାଲି ଗ୍ରାମ ର କୀର୍ତ୍ତନ ଦଳ ଅଂଶ ଗ୍ରହଣ କରିଥିଲେ ।ଏହାପରେ ଗ୍ରାମ ମଧ୍ୟ ଭାଗରେ ଥିବା ଜଗନ୍ନାଥ ମନ୍ଦିର କୁ ରଥ ଟାଣି ନିଆଯାଇ ଥିଲା ।ଏହି ଅବସର ରେ କୁନି କୁନି ଛୋଟ ଶିଶୁ ଙ୍କୁ ରଥ ଛୁଆ ହୋଇ ଥିଲା ।ଗ୍ରାମ ର ଅଗସ୍ତି ପାତ୍ର, ମଦନା ପାତ୍ର , ଶାନ୍ତନୁ ପାତ୍ର , ରିନା ସାହୁ , ସୁଶ୍ରୀ ପାତ୍ର , ଓମ୍ ପାତ୍ର , ଗୌରବ ଭୋଇ ଙ୍କ ସହଯୋଗ ଥିବା ବେଳେ ଆଖ ପାଖ ଗ୍ରାମ ର ଭକ୍ତ,ଶ୍ରଦ୍ଧାଳୁ ଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ପ୍ରବଳ ବର୍ଷା ସତ୍ବେ ଭକ୍ତମାନେ ପାଣି ରେ ଭିଜି ଭିଜି ରଥ ଟାନୁ ଥିବାର ଦେଖିବାକୁ ମିଳିଥିଲା। ମା ଛେଳିଆ ପାଟ ସଂଗଠନ ଓ ଜଗନ୍ନାଥ ମନ୍ଦିର କମିଟି ପକ୍ଷରୁ ଅନ୍ନ ପ୍ରାସାଦ ବଣ୍ଟନ ରେ ସହଯୋଗ କରିଥିଲେ ।ଗ୍ରାମ ର ପୂଜକ ମାନେ ପୂଜା ଅର୍ଚ୍ଚନା କରି ଥିଲେ ଓ ବାହୁଡା଼ ଯାତ୍ରା ରେ ସହଯୋଗ କରିଥିଲେ । ହରିବୋଲ, ଘଣ୍ଟ ଘଣ୍ଟା ଶବ୍ଦ ରେ ଗଗନ ପବନ ପ୍ରକମ୍ପିତ ହୋଇ ଉଠୁଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୫ତମ ବୈଠକ♦️      ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଏ-୧ ଗ୍ରେଡ୍‌ଧାରୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   01-Aug-2026
  ରାଜ୍ୟ  
‘ଫିସକୋଫେଡ୍’ର ପ୍ରଥମ ମହିଳା ଉପାଧ୍ୟକ୍ଷା ଭାବେ ଜୟଶ୍ରୀ ଗଡ଼ନାୟକ ନିର୍ବାଚିତ   01-Aug-2026
  ଜିଲ୍ଲା  
ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ତରଫରୁ ଜିଲ୍ଲା ସ୍ତରୀୟ କନଭେନସନ   01-Aug-2026
  ଜିଲ୍ଲା  
କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅବ୍ୟବସ୍ଥାର ଅଭିଯୋଗ:ଛାତ୍ରୀଙ୍କ ସୁରକ୍ଷା ଓ ଭିତ୍ତିଭୂମିକୁ ନେଇ ଉଠିଲା ପ୍ରଶ୍ନ   01-Aug-2026
  ଜିଲ୍ଲା  
ଐତିହାସିକ ଡ.ସଦାନନ୍ଦ ଅଗ୍ରୱାଲ ନବମଶ୍ରାଦ୍ଧ ଦିବସ ପାଳିତ♦️ ଆମର ଅତିତର ଇତିହାସ ଭବିଷ୍ୟତ ଗଠନରେ ସହାୟ ହୁଏ-ଡ.ସାକିର ହୁସେନ   01-Aug-2026
  ଜିଲ୍ଲା  
ରାସ୍ତା ଅବରୋଧ ନେଇ ଅତିରିକ୍ତ ଜିଲ୍ଲାପାଳଙ୍କୁ ଭେଟିଲେ ଉମେଶ ଦାସ, ତୁରନ୍ତ ପଦକ୍ଷେପ ପାଇଁ ପ୍ରତିଶ୍ରୁତି   01-Aug-2026
  ଜିଲ୍ଲା  
ଗଣ ଇସ୍ତାହାର ର ୪୬ ତମ ସ୍ଵନକ୍ଷତ୍ର ଦିବସ ସମାରୋହ♦️ ସାମ୍ବାଦିକତାରେ ତଥ୍ୟର ସତ୍ୟତା ଓ ଦାୟିତ୍ୱବୋଧ ରହିବା ଜରୁରୀ   01-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାରେ କେଜିଵିଭି ସ୍କୁଲର ବିକଳ ଚିତ୍ର♦️ ଇନଚାର୍ଜ ରହନ୍ତି ବଲାଙ୍ଗୀରରେ, ରୋଗୀଣା ଛାତ୍ରୀକୁ ପଠାଇ ଦେଉଛନ୍ତି ଘରକୁ, ମେସ୍ ରୁ  ବାଟମାରଣା ଅଭିଯୋଗ  !   01-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବଲପୁରୀ ଦିନ ପାଳିତ   01-Aug-2026
  ଜିଲ୍ଲା  
ଅବସର ନେଲେ ଶିକ୍ଷକ ଧୀରେନ୍ଦ୍ର କୁମାର ପଣ୍ଡା   01-Aug-2026

You Might Also Like