-+91-9937148622 |

prerana_bgr@rediffmail.com |

  Saturday 1st August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   (31-Jul-2026)       ||      *ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   (31-Jul-2026)       ||      ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   (31-Jul-2026)       ||      ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||     

HOME   ଜିଲ୍ଲା

ପାନୀୟଜଳଯୋଗାଣକୁ ନେଇ ଜିଲ୍ଲାପରିଷଦ ବୈଠକରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା, କାର୍ଯ୍ୟଆରମ୍ଭ କରିନଥିବା ଠିକାଦାରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

17-Jul-2024



ବଲାଙ୍ଗୀର( ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାର ଗ୍ରାମାଞ୍ଚଳରେ ପାନୀୟଜଳ ସମସ୍ୟାକୁ ନେଇ ବଲାଙ୍ଗୀର ଜିଲ୍ଲାପରିଷଦ ବୈଠକରେ ଗଭୀର ଉଦବେଗ ପ୍ରକାଶ ପାଇଛି । ପାନୀୟଜଳ ପ୍ରକଲ୍ପ ପାଇଁ ସରକାର କୋଟି କୋଟି ଟଙ୍କାର ଅନୁଦାନ ଦେଇଥିବା ବେଳେ ଅନେକପ୍ରକଲ୍ପର କାମ ଆରମ୍ଭ ହୋଇନାହିଁ କିମ୍ବା କାମ ସାରିବାର ଅବଧି ସରିଯାଇଥିଲେ ହେଁ ସେହିପ୍ରକଲ୍ପମାନେ ସରୁନାହିଁ । ତେଣୁ ଯେଉଁଠିକାଦାରମାନେ ଟେଣ୍ଡର ପାଇ କାମ ଆରମ୍ଭ କରୁନାହାଁନ୍ତି କି କାର୍ଯ୍ୟ ଠିକ ସମୟରେ ସାରିପାରୁନାହାଁନ୍ତି ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୈଠକରେ ଯୋଗଦେଇଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀଙ୍କ ୧୦୦ଦିନିଆ ଯୋଜନା ମୁତାବକ ଜିଲ୍ଲାରେ ଥିବା ପ୍ରକଲ୍ପଗୁଡିକର ସଂପୂର୍ଣ୍ଣକରଣ ନେଇ ପ୍ରଶାସନ ପଦକ୍ଷେପ ନେଉ ବୋଲି ଲୋଇସିଂହା ବିଧାୟକ ତଥା ସ୍ୱାସ୍ଥ୍ୟ ଓ ପରିବାରକଲ୍ୟାଣ,ସଂସଦୀୟବ୍ୟାପାର ଓ ସୂଚନାପ୍ରଯୁକ୍ତି ବିଭାଗର ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ କହିଥିଲେ । ଜିଲ୍ଲା ପରିଷଦ ସଭାପତି ଦେବକୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ପାନୀୟଜଳ ଯୋଗାଣ ପ୍ରକଲ୍ପ ନିର୍ମାଣରେ ଅହେତୁକ ବିଳମ୍ବ ତଥା ଅନେକ ପ୍ରକଲ୍ପ ଅଚଳ ହୋଇଥିବା ବିଷୟ ନେଇ ଉପସ୍ଥିତ ସଭ୍ୟମାନେ ଅଭିଯୋଗ ଆଣିଥିଲେ । ବୈଠକରେ ଗ୍ରାମ୍ୟପାନୀୟ ଜଳ ଯୋଗାଣ ବିଭାଗର ନିର୍ବାହୀଯନ୍ତ୍ରୀ ଇଂ,ରୋପ୍ୟରଂଜନ ବେହେରା ଜିଲ୍ଲାରେ ଚାଲିଥିବା ପାନୀୟଜଳ ପ୍ରକଲ୍ପ ବିଷୟରେ ସୂଚନା ଦେଇଥିଲେ । ଇଂ.ବେହେରା ସୂଚନା ଦେଇଥିଲେ ଯେ,ରାଜ୍ୟସରକାରଙ୍କ ଦ୍ୱାରାପ୍ରସ୍ତୁତ ଓ ଅନୁମୋଦିତ ଜିଲ୍ଲା ସାଚୁରେସନ ଯୋଜନା ଅନ୍ତର୍ଗତ ମେଗା ପାଇପଜଳ ଯୋଗାଣ ଯୋଜନା ଅଧିନରେ ୭୨୩ଟିଗ୍ରାମ ଓ ୭୪୧ଟି ଗ୍ରାମ ଏକକ ତଥା ବହୁଗ୍ରାମ ଯୋଜନା ଅଧିନରେ ରହିଛି । ସେହିପରି ଜିଲ୍ଲାରେଥିବା ନଦୀଗୁଡିର

ଜଳଉତ୍ସଗୁଡିକରେ ଜଳାଭାବ କାରଣରୁ ଯୋଗାଣରେ ସମସ୍ୟା ସୃଷ୍ଟି ହେଉଛି । ଏଥିପାଇଁ ଏଲ ସ୍ଥାୟୀଉତ୍ସଗୁଡିକ ଖୋଜିବାର ଆହ୍ୱାନ ଆସିଛି ।  ଠିକ ସେହିପରି ରାଇଟଅଫ ୱେ ପ୍ରସଙ୍ଗଗୁଡିକ ଗୁରୁତ୍ୱପୂର୍ଣ୍ଣ ସମସ୍ୟା ଯାହାକି ୪୨୩ଟି ପାଇପ ଜଳ ଯୋଗାଣ ପ୍ରକଲ୍ପରେ ବିଳମ୍ବ କରାଇଛି । ସେପଟେ ମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ କହିଥିବା ୧୦୦ଦିନର ଟାର୍ଗେଟ ବିଷୟରେ ନିର୍ବାହୀଯନ୍ତ୍ରୀ ଇଂ.ବେହେରା ସୂଚନା ଦେଇଥିଲେ ଯେ,ଆସନ୍ତା ୧୦୦ଦିନ ମଧ୍ୟରେ ଜିଲ୍ଲାରେ ୧୯୫ଟି ପାନୀୟଜଳ ଯୋଗାଣ ପ୍ରକଲ୍ପକାମ ନିଶ୍ଚିତ ସରିବ । ଏହା ବାଦ ବୈଠକରେ ଜିଲ୍ଲାପରିଷଦ ସଭ୍ୟ/ସଭ୍ୟାମାନେ ସେମାନେ ବିଭାଗକୁ କରୁଥିବା ଅଭିଯୋଗକୁ ଜେଇ କିମ୍ବା ସହକାରୀଯନ୍ତ୍ରୀମାନେ କର୍ଣ୍ଣପାତ କରୁନଥିବା ଅଭିଯୋଗ ଉଠାଇଥିଲେ । ଏଣିକି ଜିଲ୍ଲାପରିଷଦ ସଭ୍ୟ କିମ୍ବା ଲୋକପ୍ରତିନିଧିଙ୍କ ଅଭିଯୋଗ ପାଇଲାମାତ୍ରେ ଜେଇ ଓ ଏଇ ମାନେ ସେମାନଙ୍କୁ ଯୋଗାଯୋଗ କରି ୭ଦିନ ମଧ୍ୟରେ ସମାଧାନ କରାଇ ଜଣାଇବେ ବୋଲି ଇଂ.ବେହେରା କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
ଲୋଇସିଂହା ଏନଏସି ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ   31-Jul-2026
  ଜିଲ୍ଲା  
*ଗାନ୍ଧି ଷ୍ଟାଡିୟମ୍ ପାଇଁ ୨୫ କୋଟି ୭୫ ଲକ୍ଷ ଓ ଭୀମଭୋଇ ସମାଧିପୀଠ ଖଲିଆପାଲି ପାଇଁ ୩୪କୋଟି ଅର୍ଥ ମଞ୍ଜୁରୀ - ଜିଲ୍ଲାପାଳ ଙ୍କୁ ଜିଲ୍ଲା କ୍ରୀଡା ସଂଘ ପକ୍ଷରୁ ଶୁଭେଛା ସମ୍ୱର୍ଦ୍ଧନା ଜ୍ଞାପନ*-   31-Jul-2026
  ଜିଲ୍ଲା  
ଅଧ୍ୟକ୍ଷ ହେମନ୍ତ କୁମାର ମୁଣ୍ଡଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା,,,,,,, .୩୫ ବର୍ଷ ୨ମାସର କାର୍ଯ୍ୟଧାରା .ନମ୍ରତା ଓ ସରଳତା ଥିଲା ମୂଳମନ୍ତ୍ର   31-Jul-2026
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026

You Might Also Like