-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ମନୋରଞ୍ଜନ

ସୁଶାନ୍ତ ସିଂହ ଡ୍ରଗ୍ସ ମାମଲା: ଏବେ ବି ଜେଲରେ ରହିବେ ରିୟା, ଅକ୍ଟୋବର ୨୦ ପର୍ଯ୍ୟନ୍ତ ବଢ଼ିଲା ରିମାଣ୍ଡ ଅବଧି

06-Oct-2020



 

 ମୁମ୍ବାଇ ୦୬/୧୦: ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଜଡ଼ିତ ଡ୍ରଗ୍ସ ଲିଙ୍କରେ ଗିରଫ ହୋଇଥିବା ରିୟା ଚକ୍ରବର୍ତୀଙ୍କୁ ପୁଣିଥରେ ବଡ଼ ଝଟକା ଲାଗିଛି। ସ୍ବତନ୍ତ୍ର ଏନଡିପିଏସ କୋର୍ଟ ରିୟା ଚକ୍ରବର୍ତୀ, ତାଙ୍କ ଭାଇ ସୌଭିକ ଚକ୍ରବର୍ତୀଙ୍କ ସମେତ ଅନ୍ୟ ୧୮ ଜଣ ଦୋଷୀଙ୍କ ରିମାଣ୍ଡ ଅବଧିକୁ ଅକ୍ଟୋବର ୨୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ତେବେ ଆଜି ଏ ସମସ୍ତଙ୍କର ରିମାଣ୍ଡ ଅବଧି ଶେଷ ହେବାର ଥିଲା।*

ଗତ ଶୁଣାଣିରେ ବିଶେଷ ଅଦାଲତ ରିୟା ଚକ୍ରବର୍ତୀଙ୍କ ରିମାଣ୍ଡ ଅବଧିକୁ ଅକ୍ଟୋବର ୬କୁ ବୃଦ୍ଧି କରିଥିଲେ। ଏହା ବ୍ୟତୀୟ ରିୟାଙ୍କ ତରଫରୁ ଆବେଦନ ହୋଇଥିବା ଜାମନି ଯାଚିକା ଉପରେ ବି ହାଇକୋର୍ଟ ନିଷ୍ପତି ଆଜି ଆସିପାରେ।

   ଅନ୍ୟପକ୍ଷେ ନାରକୋଟିକ୍ସ କଂଟ୍ରୋଲ ବ୍ୟୁରୋ (ଏନସିବି) ରିୟା, ସୌଭିକ ଓ ଅନ୍ୟ ୧୮ ଜଣ ଅଭିଯୁକ୍ତଙ୍କୁ ଜାମିନ ଯାଚିକା ଉପରେ କଡ଼ା ବିରୋଧ କରି ଯାଚିକାକୁ ଖାରଜ କରିଥିଲେ। ଏନସିବି କହିଛି ସମାଜକୁ ବିଶେଷକରି ଯୁବପିଢ଼ିଙ୍କୁ ବାର୍ତା ଦେବାର ଅଛି ​‌ଯେ ନିଶା ପଦାର୍ଥ ସେବନରୁ ଦୂରେଇ ରହିବା ଦରକାର। ଯଦି ସେ ଏମିତି କରିବେ ତାହେଲେ ଏମିତି କାର୍ଯ୍ୟାନୁଷ୍ଠାନ ତାଙ୍କ ବିରୋଧରେ ଗ୍ରହଣ କରାଯିବ। ତେବେ ଏନସିବି ସେପ୍ଟେମ୍ବର ୮ରେ ରିୟାଙ୍କୁ ଗିରଫ କରିଥିଲା। ସୂଚନାଯୋଗ୍ୟ ଯଦି ରିୟା ଦୋଷୀ ସାବ୍ୟସ୍ତ ହୁଅନ୍ତି ତେବେ ତାଙ୍କୁ ଦଶ ବର୍ଷ ଜେଲ ଦଣ୍ଡ ହୋଇପାରେ।*


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm