-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ଜିଲ୍ଲା

ନର୍ଲା ପ୍ରେସ ଆସୋସିଏସନ୍ ପକ୍ଷରୁ ଛଅ ଦଫା ଦାବି ପତ୍ର ପ୍ରଦାନ

17-Jul-2024



ନର୍ଲା,(ଚିନ୍ତାମଣି ନାଏକ)କଳାହାଣ୍ଡି ଜିଲ୍ଲା ନର୍ଲା ପ୍ରେସ  ଆସୋସିଏସନ୍  ଏକ ୧୫ ଜଣିଆ ଟିମ୍  ବିଜେପି ରାଜ୍ଯ ସଭାପତି ଶ୍ରୀଯୁକ୍ତ ମନମୋହନ ସାମଲ ଙ୍କୁ ଭେଟି ନର୍ଲା ନିର୍ବାଚନ ମଣ୍ଡଳୀ ର ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନ,ଭଳି ବିଭିନ୍ନ ଉନ୍ନୟନ କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ ନର୍ଲା ଠାରେ ରେଳ ଇଞ୍ଜିନ କାରଖାନା ତୁରନ୍ତ ଆରମ୍ଭ କରିବା ଏବଂ ନର୍ଲା ଠାରେ ସ୍ମାର୍ଟ୍ ମେଡ଼ିକାଲ ,JMFC କୋର୍ଟ ସ୍ଥାପନ, ବସଷ୍ଟାଣ୍ଡ ନିର୍ମାଣ ଭଳି ଦାବୀ ପତ୍ର ପ୍ରଦାନ କରିଛନ୍ତି 
ଏହି ମହତ କାର୍ଯ୍ୟ ରେ ରାଜ୍ୟ ସରକାରଙ୍କ ଶିକ୍ଷା ମନ୍ତ୍ରୀ, ଖଣି ମନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଭେଟି ଅଞ୍ଚଳ ର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରି ଦାବି ପତ୍ର ପ୍ରଦାନ କରିଥିଲେ।
ଏବଂ ତତ୍ ସଙ୍ଗେ ସଙ୍ଗେ ବିଭିନ୍ନ ବିଭାଗ ରେ ହୋଇଥିବା ଦୁର୍ନୀତି ର ତଦନ୍ତ କରିବା ପାଇଁ ଅବଗତ କରାଯାଇଛି ଯଥା ୫ ଟି ସ୍କୁଲ୍ ରୂପାନ୍ତରିତ କରଣ ନାଁ ରେ ହୋଇଥିବା ଓ ସ୍କୁଲ୍ ପୋଷାକ ନାଁ ରେ MDM ଚାଉଳ ଘୋଟଲା ଭଳି ଏକା ଧିକ ଦୁର୍ନୀତିର ଏକ ଉଚ୍ଚ ସ୍ତରୀୟ ତଦନ୍ତ କାରୀ ଟିମ୍ ଗଠନ କରାଯାଇ ଦୁର୍ନୀତିରେ ସମ୍ପୃକ୍ତ ଥିବା ଠିକାସଂସ୍ଥା  ଓ ଅଧିକାରୀ ଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସଂଘ ପକ୍ଷରୁ ଦାବୀପତ୍ର ପ୍ରଦାନ କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like