-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   (31-Jul-2026)       ||      ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   (31-Jul-2026)       ||      *ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   (31-Jul-2026)       ||      ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||     

HOME   ଜିଲ୍ଲା

ମହା ଖିର ସାଇ ପାଇଁ ପ୍ରସ୍ତୁତି ବୈଠକ, ଯୋଗଦେବେ ବହୁ ସଂଖ୍ୟକ ଶ୍ରଦ୍ଧାଳୁ

17-Jul-2024



ବୀରମହାରାଜପୁର , (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ମହାନଦୀ କୂଳରେ ଅବସ୍ଥିତ ପ୍ରାଚୀନ ତଥା ପ୍ରସିଦ୍ଧ ଶୈବପୀଠ ଗୋଧନେଶ୍ଵର ଠାରେ ଆସନ୍ତା ପବିତ୍ର ଶ୍ରାବଣ ପ୍ରଥମ ସୋମବାର ଦିନ ମହା ଖିର ସାଇ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏନେଇ ଆଗରୁ ବାବା ଗୋଧନେଶ୍ଵର ବୋଲବମ ସଂଘ ପକ୍ଷରୁ ଏକ ପରିଚାଳନା କମିଟି ଗଠନ ହୋଇଯାଇଛି। ସୋମବାର ସକାଳୁ ଶତାଧିକ ଭକ୍ତଙ୍କ ଗହଣରେ ଏକ ଆଧ୍ୟାତ୍ମିକ ପରିବେଶରେ ଗ୍ରାମରେ ଖିର କୁ ଶୋଭାଯାତ୍ରାରେ ବାହାରି ମନ୍ଦିର କୁ ନେବାର ସ୍ଥିର ହୋଇଛି। ସେଠାରେ ମହାଦେବ ଙ୍କ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ମହା ଖିର ସାଇ ର ଶୁଭାରମ୍ଭ ହେବ। ଶେଷରେ ସମସ୍ତ ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ବ୍ୟବସ୍ଥା ରହିଛି। ଏହି ଅବସରରେ ଆଜି ଶେଷ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। କୁନୁ ପ୍ରଧାନ ଙ୍କ ନେତୃତ୍ବରେ ଡମ୍ବରୁଧର ଖମାରୀ, ଜଗନ୍ନାଥ ବିଶ୍ଵାସ, ବାଳକୃଷ୍ଣ ପଣ୍ଡା, ଅଜିତ ପ୍ରଧାନ, ଶିନ୍ନିବାସ ସାହୁ, ସୁବଳ ସାହୁ, ନବୀନ ପ୍ରଧାନ, ତ୍ରୀନାଥ ବିଶ୍ଵାଲ, ମହେଶ ତ୍ରିପାଠୀ, ମଧୁ ସାହୁ, ରାଜା ବିଶ୍ଵାଲ ଓ ଅନ୍ୟ ସଦସ୍ୟ ମାନେ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗର ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକଙ୍କ ତିନି ଦିନିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତ   31-Jul-2026
  ଜିଲ୍ଲା  
ଲୋୟର ସୁକତେଲ ଡ୍ୟାମ୍‌ ଅଞ୍ଚଳରେ ୧୬୩ ଧାରା ଲାଗୁ: ପ୍ରବେଶ, ଗାଧୋଇବା ଓ ସେଲଫି ନେବା ଉପରେ କଟକଣା   31-Jul-2026
  ଜିଲ୍ଲା  
*ଶ୍ରୀ ଶ୍ରୀ ଲକ୍ଷ୍ମୀମାଙ୍କ ୧୩୩ ତମ ଜନ୍ମ ଲଗ୍ନ ଘୋଷଣା ମହା ସମାରୋହରେ ପାଳିତ*   31-Jul-2026
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026

You Might Also Like