-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ତିନି ଠାକୁର ଙ୍କୁ ଦର୍ଶନ ପାଇଁ ଆଜି ସୋନପୁର ମଝିପଡା ଠାରେ ଭକ୍ତ ଙ୍କ ଭିଡ଼ ଆସନ୍ତା କାଲି ମହାପ୍ରଭୁ ଙ୍କ ମନ୍ଦିର ବିଜେ

17-Jul-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ସୋନପୁର ଦୂର୍ଗା ମଣ୍ଡପ ଓ  ବାଣୁଆ ଛକ ନିକଟ ରେ ବଡ ଜଗନ୍ନାଥ ତିନି ଠାକୁର  ଙ୍କ ଠାରେ ଉପନ ଭୋଗ ଲାଗି ହେବା ପରେ ନିତିକlନ୍ତି ପୂଜା ବିଧି କରଯାଇଛି l ପରେ ଶ୍ରୀ ଜଗନ୍ନାଥ  ବ଼ଡ ଠାକୁର  ବଡ ଭାଈ ବଳଭଦ୍ର ଓ ଭଉଣୀ ସୁଭଦ୍ରା ଙ୍କ ସହ  ଶ୍ରୀ ଏହି ଛକ ରୁ ବାହାରି ମଝିପଡା ଛକ ଠାରେ ଅଟକି  ଭକ୍ତ  ଶ୍ରଦ୍ଧାଳୁ ଙ୍କୁ ଦର୍ଶନ ଦେଉଛନ୍ତି l  ଦଶମୀ ତିଥୀ ରେ ତିନି ଠାକୁର ମନ୍ଦିର ପ୍ରତ୍ୟାବର୍ତନ କରିବା ବେଳେ ତିନି ଦିନ ଧରି ସହର ତଥା ବଡ ଦାଣ୍ଡ ର ବିଭିନ୍ନ ଛକ ରେ ଅଟକି ଭକ୍ତ ଙ୍କୁ ଦର୍ଶନ ଦିଅନ୍ତି l ଏବଂ ଏହି ଛକ ମାନଙ୍କ ରେ ପ୍ରତି ଦିନ ପ୍ରଭୂ ଙ୍କ ଠାରେ ଉପନ ଭୋଗ ଅର୍ପଣ କରାଯାଇ ନାମ କୀର୍ତ୍ତନ ବିଭିନ୍ନ ପ୍ରକାର ସଂlସ୍କୃତିକ  କାର୍ଯକ୍ରମ ଅୟୋଜନ କରା ଯାଇଥାଏ l ଆସନ୍ତା କାଲି  ସନ୍ଧ୍ୟା ରେ ମଝିପଡ଼ା ଠାରେ ମହା ପ୍ରଭୂ ଙ୍କ ଠାରେ ଉପନ ଭୋଗ ଲାଗି ହେବା ପରେ ତିନି ଠାକୁର ଙ୍କୁ  ରଥ ଖଳା ଯାଏ ଅଣା ଯିବ l ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ଯ କ୍ରମ ସହ ଗୋଟି ପହଣ୍ଡି କରି ମହାପ୍ରଭୁ ତିନି ଠାକୁର ଙ୍କୁ ଜଗନ୍ନାଥ ମନ୍ଦିର ରେ ବିଜେ କରାଯିବ l ଆସନ୍ତା କାଲି ମହାପ୍ରଭୁ ଙ୍କ ଗୋଟି ପହଣ୍ଡି ସମୟରେ ଭକ୍ତ ଙ୍କ ପ୍ରବଳ ଭିଡ଼ କୁ ଦୃଷ୍ଟି ରେ ରଖି ଶୃଙ୍ଖଳା ରକ୍ଷା ପାଇଁ ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଥିବା ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like