-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

କୋମନା ପଞ୍ଚାୟତ ସମିତି ବୈଠକରେ କଳାହାଣ୍ଡି ସାଂସଦ ମାଳବିକା l

17-Jul-2024



ନୂଆପଡ଼ା  (ରାମନାଥ ପଣ୍ଡା )
ନୂଆପଡା ଜିଲ୍ଲା କୋମନା ବ୍ଲକ ପଞ୍ଚାୟତ ସମିତି ବୈଠକରେ ଯୋଗ ଦେଲେ କଳାହାଣ୍ଡି ସାଂସଦ ମାଳବିକା ସିଂ ଦେଓ l ଦିନ ୧୧ ଘଣ୍ଟା  ସମୟରେ ପ୍ରଥମେ କଳାହାଣ୍ଡି ସାଂସଦ କୋମନା ପଞ୍ଚାୟତ ଅଫିସରେ ପହଞ୍ଚିବାପରେ କୋମନା ବିଡ଼ିଓ ହିତାଂଶୁ ଶେଖର ସାମଲ ଏବଂ ସମସ୍ତ ବ୍ଲକ ଅଧିକାରୀ  ଫୁଲତୋଡ଼ା ଦେଇ ସ୍ୱାଗତ କରି ସଭାଗୃହକୁ ପାଛୋଟି ନେଇଥିଲେ l ଏହି ବୈଠକରେ ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ, ବ୍ଲକ ଅଧକ୍ଷା ଅନୁସୟା କୁମ୍ଭାର, ଉପାଧ୍ୟକ୍ଷ ଜୟଦେବ ପ୍ରଧାନ ସମେତ କୋମନା ବ୍ଲକର ଶିକ୍ଷା ବିଭାଗ, ସ୍ୱାସ୍ଥ୍ୟ ବିଭାଗ, କୃଷି ବିଭାଗ,ଜଳ ଓ ପରିମଳ ବିଭାଗ ତଥା ଅନ୍ୟ ବିଭାଗର ଅଧିକାରୀ ମାନଙ୍କ ସହିତ ସମସ୍ତ ଗ୍ରାମପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ସଭ୍ୟା ଉପସ୍ଥିତ ରହିଥିଲେ l  ସମସ୍ତ ବିଭାଗୀୟ ଅଧିକାରୀମାନେ ସାଂସଦଙ୍କ ପାଖରେ ନିଜ ନିଜ ବିଭାଗର ପ୍ରତ୍ୟେକ ତଥ୍ୟ  ଉପସ୍ଥାପନ  କରିବା ଦୃଷ୍ଟିକୁ ଆସିଥିଲା ।ପଞ୍ଚାୟତ ସ୍ତରର ପ୍ରତ୍ୟେକ କାର୍ଯ୍ୟକୁ ସରପଂଚ ଦେଖା ରେଖା କରି ତଦାରଖ କଲେ କାମ ଗୁଡ଼ିକର ସଫଳ ରୂପାୟନ ହୋଇପାରିବ ବୋଲି  ସରପଂଚ ସଂଘ ସଭାପତି ମୃତ୍ୟୁଞ୍ଜୟ ପାଣିଗ୍ରାହୀ ଉପସ୍ଥାପନ କରିବା ସହିତ କିଛି ଅଭିଯୋଗ ଆଣିଥିଲେ ,  ଏହାକୁ ସମ୍ପୂର୍ଣ ଭୁଲ ବୋଲି ଖଣ୍ଡନ କରିଛନ୍ତି ବିଧାୟକ ଏବଂ ବିଡ଼ିଓ l ଏହି ବୈଠକରେ ପାନୀୟ ଜଳ, ସ୍ୱାସ୍ଥ୍ୟ, ଶିକ୍ଷା ଉପରେ ଜୋରଦାର ଗୁରୁତ୍ୱ ଦେଇ କାମ କରିବି ବୋଲି ସାଂସଦ ମତବ୍ୟକ୍ତ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like