-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ କଟକ ସଦର ଥାନାରେ ଏତଲା

29-Dec-2020



କଟକ (ଦୀପକ କୁମାର ଷଡଙ୍ଗୀଙ୍କ ରିପୋର୍ଟ)-ପ୍ରଧାନମନ୍ତ୍ରୀ ଆବାସ ଯୋଜନା କୁ ହଡ଼ପ ଓ ଚଞ୍ଛକତା କରୁଥିବା ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାର ଙ୍କ ବିରୋଧରେ କଟକ ସଦର ଥାନାରେ ବିଜେପି ନେତା ଦିଲ୍ଲିପ ମଲିକ ଏତଲା ଦେଇଛନ୍ତି।

ପ୍ରକାଶ ଥାଉକି ନବିନ ସରକାର କେନ୍ଦ୍ରିୟ ଯୋଜନା କୁ ହଡ଼ପ କରିବା ପାଇଁ ରୀତିମତ ଯୋଜନା ଚଳାଇଛନ୍ତି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ନିର୍ମିତ ପକ୍କାଘର ଚଞ୍ଛକତା କରି ବିଜୁ ପଟ୍ଟନାୟକ ଙ୍କ ଫଟୋ ସହ ବିଜୁ ପକ୍କା ଘର ଯୋଜନା ଲେଖି ଷ୍ଟିକର ମାରୁଛି ରାଜ୍ୟ ସରକାରଙ୍କର । ଏଥିସହିତ ମୁଖ୍ୟ ମନ୍ତ୍ରୀଙ୍କ ଦସ୍ତଖତ ଥିବା ଏକ ଚିଠି ବାଣ୍ଟୁଛନ୍ତି ଯେଉଁଥିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବୋଲି ଉଲ୍ଲେଖ ନକରି ସବୁ ପକ୍କାଘର ତାଙ୍କ ରାଜ୍ୟ ସରକାର ଯୋଗାଇଛି ବୋଲି ଏକ ମିଥ୍ୟା ବାର୍ତ୍ତା ଦେଇ ରାଜ୍ୟ ବାସିଙ୍କୁ  ପ୍ରତାରିତ କରୁଛନ୍ତି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଏତାଦୃଶ କାର୍ଯ୍ୟ ସଂପୂର୍ଣ୍ଣ ବେଆଇନ,ପକାମି, ପ୍ରବଞ୍ଚନା, ପ୍ରତାରଣା ଓ ୪୨୦ କାର୍ଯ୍ୟ। ଯାହାକି ଆଇପିସି ୪୨୦ ଧାରା ଅନୁଯାୟୀ ଠକେଇ ଓ ଦଣ୍ଡନୀୟ ଅପରାଧ।
ବିଜେପି ନେତା ଦିଲ୍ଲିପ ମଲିକ ଙ୍କ ସହ କଟକ ନଗର ଜିଲ୍ଲା ଉପସଭାପତି ସ୍ବାଧୀନ ଚେତା ମହାନ୍ତି, ମଣ୍ଡଳ ସଭାପତି ପ୍ରମୋଦ ଓଝା, ଆଲୋକ ମହାନ୍ତି,ଦିଗନ୍ତ ପଣ୍ଡା, ମାମିନା ମହାନ୍ତି,କିର୍ତ୍ତୀରଂଜନ ପଟ୍ଟନାୟକ, ରାକେଶ ସ୍ବାଇଁ, ଭବାନୀ ନାୟକ, ବିଚିତ୍ରାନନ୍ଦ ଦଳାଇ, ବାସୁଦେବ ପଣ୍ଡା, କାବେରୀ ବେହେରା, ଚନ୍ଦ୍ରଶେଖର ଦାସ,ସୁଭେନ୍ଦୁ ସ୍ଵାଇଁ ଓ ସମରେଶ ଭୂୟ୍ଯାଁ ପ୍ରମୁଖ ସଦର ଥାନାରେ ଏତଲା ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026

You Might Also Like