-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   (31-Jul-2026)       ||      ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   (31-Jul-2026)       ||      ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   (31-Jul-2026)       ||      *ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||     

HOME   ରାଜ୍ୟ

"ସାମ୍ବାଦିକ ପ୍ରଶାସନ ମୁହାଁମୁହିଁ "ଜିଲ୍ଲାପରିଷଦ ବୈଠକରେ ହୋହାଲ୍ଲା ଓ ଉତ୍ତେଜନା ପରିସ୍ଥିତି, ସାମ୍ବାଦିକଙ୍କୁ ଅସମ୍ମାନ କରିବାରୁ ଧାରଣରେ ବସିଲେ ବରଗଡ଼ର ସମସ୍ତ ସାମ୍ବାଦିକ

18-Jul-2024



ବରଗଡ଼ (ପବିତ୍ର ମେହେର): ଆଜି ବରଗଡ଼ ଜିଲ୍ଲାରେ ୬ ଷଷ୍ଠ ଜିଲ୍ଲାପରିଷଦର ୫ତମ ବୈଠକ ଆୟୋଜନ କରାଯାଇଥିଲା ଏହି ଅବସରରେ ଜିଲ୍ଲାର ସମସ୍ତ ନିର୍ବାଚିତ ବିଧାୟକ ଓ ବରଗଡ଼ ସାଂସଦଙ୍କ ସହିତ ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ ଉପସ୍ଥିତ ରହିଥିଲେ  ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ଏହାର ଅଧ୍ୟକ୍ଷତା କରୁଥିବା ବେଳେ ଜିଲ୍ଲାପାଳ ବରଗଡ଼ ମଧ୍ୟ ଉପସ୍ଥିତ ରହିଥିଲେ। ଏହି ମିଟିଂ କୁ ସମସ୍ତ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ମଧ୍ୟ ଚିଠି କରାଯାଇଥିଲା କିନ୍ତୁ ଯେତେବେଳେ ଗଣମାଧ୍ୟମ ପ୍ରତିନିଧି ମାନେ ସେଠାରେ

ପହଞ୍ଚିଥିଲେ ତାଙ୍କୁ ଅସମ୍ମାନ କରାଯାଇଥିଲା ସେମାନଙ୍କ ପାଇଁ ଚୌକି ଟିଏ ର ବ୍ୟବସ୍ଥା ମଧ୍ୟ ଜିଲ୍ଲା ପ୍ରଶାସନ ପକ୍ଷରୁ କରାଯାଇ ନ ଥିଲା ଏହାପରେ ଏହି ଘଟଣାକୁ ନେଇ ପଚରାଉଚରା କରିଥିବା ବେଳେ ଡି ଆର୍ ଡି ଏ  ର ଏ ପି ଡି ସାମ୍ବାଦିକ ମାନଙ୍କ ପାଇଁ ଏଠାରେ କୌଣସି ବ୍ୟବସ୍ଥା ନାହିଁ ସେମାନେ ଯଦି ଫଟୋ ଉଠାଇବାର ଅଛି ଉଠାନ୍ତୁ ନ ହେଲେ ଚାଲିଯାଆନ୍ତୁ ବୋଲି କହିଥିଲେ ଏହା ପରେ ଗଣମାଧ୍ୟମ ପ୍ରତିନିଧି ଓ ଜିଲ୍ଲାପ୍ରଶାସନ ମଧ୍ୟରେ ବେଶ୍ ଯୁକ୍ତିତର୍କ ହୋଇଥିଲା ଯାହାକୁ ନେଇ ସାମ୍ବାଦିକ ମାନେ ଡି ଆର୍ ଡି ଏ ଅଫିସ ଆଗରେ ଧାରଣାରେ ବସିଥିଲେ l ଅଧାଘଣ୍ଟା ବସିବା ପରେ ଏ ପି ଡି ସାମ୍ବାଦିକ ମାନଙ୍କୁ ତ୍ରୁଟି ହୋଇଯାଇଛି ବୋଲି ଆସି କ୍ଷମାପ୍ରାର୍ଥନା କରିଥିଲେ ଏହା ପରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ ସେହି ଘଟଣାକୁ ନେଇ ତର୍ଜମା କରାଯିବା ସହ କାର୍ଯାନୁଷ୍ଠାନ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ଥାୟୀ ବିଇଓ ଅଭାବରେ ଟିଟିଲାଗଡ ବିଇଓ କାର୍ଯ୍ୟାଳୟରେ ପ୍ରଶାସନିକ ଅବ୍ୟବସ୍ଥା ଅଭିଯୋଗ   31-Jul-2026
  ଜିଲ୍ଲା  
ବରିଷ୍ଠ କଂଗ୍ରେସ ନେତାଙ୍କ ବନ୍ଯା ଅଞ୍ଚଳ ପରିଦର୍ଶନ   31-Jul-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ   31-Jul-2026
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026

You Might Also Like