-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବାହୁଡ଼ା ରଥଯାତ୍ରା ଦେଖିବାକୁ ଯାଇ ଆଉ ଘରକୁ ବାହୁଡ଼ି ପାରିଲେ ନାହିଁ ବେଣୁ

19-Jul-2024



ପାଟଣାଗଡ଼(ପୂର୍ଣ୍ଣ ଶଶୀ ଶେଖର ରାଓ): ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ଥାନା ଅଞ୍ଚଳରେ ଶେଷ ବାହୁଡ଼ା ରଥଯାତ୍ରା ପାଳନ ହୁଏ ଖପ୍ରାଖୋଲ ଥାନା ଗମ୍ଭାରୀ ପଞ୍ଚାୟତ କ୍ରିନ୍ଦ୍ରିଟାଲ ଗ୍ରାମରେ। ସେହି ବାହୁଡ଼ା ଯାତ୍ରାର ଆନନ୍ଦ ନେବାକୁ ଅଞ୍ଚଳର ହଜାରରୁ ଅଧିକ ଲୋକଙ୍କ ଭିଡ଼ ଜମିଥାଏ। ସେହି ବାହୁଡ଼ା ଯାତ୍ରାର ଆନନ୍ଦ ନେବାକୁ ବଲାଙ୍ଗିର ଜିଲ୍ଲା ବେଲପଡା ବ୍ଳକ ଅନ୍ତର୍ଗତ ଗମ୍ଭାରୀ ଗ୍ରାମ ପଞ୍ଚାୟତ ବୈଜଳସାଗର ଗାଁର ବେଣୁ ବରିହା (୫୫) ସାଇକେଲ ଯୋଗେ ଯାଇଥିଲେ। ବାହୁଡ଼ା ଯାତ୍ରା ଦେଖି ସାରି ସନ୍ଧ୍ୟା ୭ ଟା ସମୟରେ ସାଇକେଲ ଯୋଗେ ଘରକୁ ବାହୁଡ଼ି ଆସୁଥିବା ବେଳେ ଖପ୍ରାଖୋଲ ପଟରୁ ଯାଉଥିବା ଏକ ପିକ ଅପ ଭ୍ୟାନ (ଓଡି୦୩-ଭି୩୪୬୦)ଗାଡ଼ି ଦ୍ରୁତ ଗତିରେ ଯାଇ ବେଣୁ 

ବରିହଙ୍କୁ ପିଟି ଦେଇଥିଲା । ଘଟଣାସ୍ଥଳରେ ହିଁ ବେଣୁ ଆଖି ବୁଜି ଦେଇଥିବା ବେଳେ ଉକ୍ତ ଗାଡ଼ିକୁ ଅଞ୍ଚଳର ଲୋକମାନେ କାବୁ କରି ଖପ୍ରାଖୋଲ ପୋଲିସରେ ଜମା ଦେଇଛନ୍ତି। ଉକ୍ତ ଗାଡ଼ିର ଡ୍ରାଇଭର ହେଲପରକୁ ଖପ୍ରାଖୋଲ ଥାନାରେ ଅଟକ ରଖାଯାଇଛି ଏବଂ ବେଣୁ ବରିହାଙ୍କ ମୃତଦେହକୁ ମେଡିକାଲ ନିଆଯାଇଛି। ବେଣୁ ଜଣେ ଗରିବ ଶ୍ରମିକ ହୋଇଥିବାରୁ ତାଙ୍କ ତିନି ପୁଅ ଭାଙ୍ଗି ପଡିଛନ୍ତି। ମୃତକଙ୍କ ପରିବାରକୁ କିଛି ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଦିଆଯିବା ସହ ଅପରାଧୀ ମାନଙ୍କ  ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like