-+91-9937148622 |

prerana_bgr@rediffmail.com |

  Monday 31st August 2026 |

| | | |

R.N.I. Regd No. ODIODI/2010/46693

Breaking News

ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||      ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   (30-Aug-2026)       ||      କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   (30-Aug-2026)       ||      *ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   (30-Aug-2026)       ||      ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||     

HOME   ଜିଲ୍ଲା

କରୋନା ବିପତ୍ତି ବେଳେ ଡ଼ ଅଚ୍ୟୁତ ସାମନ୍ତ ଙ୍କ ଉଲ୍ଲେଖନିୟ କାର୍ଯ୍ୟ

29-Dec-2020



ଖପ୍ରାଖୋଲ  (ଗୋରେଖନାଥ ବରିହା ) ବିଶ୍ୱ କରୋନା କଟକଣା ସମୟ ରେ ଶିକ୍ଷା ବ୍ୟବସ୍ଥା କୁ ସୁଦୃଢ କରିବା ପାଇଁ କଳିଙ୍ଗ ଇନସ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ (କିସ )ର ଛାତ୍ରଛାତ୍ରୀ ମାନଙ୍କ ପାଇଁ ପୃଥିବୀ ର ପ୍ରଥମ ନିଃଶୁଳ୍କ କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା ଡ଼ ଅଚ୍ୟୁତାନନ୍ଦ ସାମନ୍ତ ଉଲ୍ଲେଖନିୟ  କାର୍ଯ୍ୟକ୍ରମ ହାତକୁ ନେଇ  ସାରା ଭାରତ ବର୍ଷାରେ ଉଦାହରଣ ସୃଷ୍ଟି କରିଛନ୍ତି l କିସ ଛାତ୍ରଛାତ୍ରୀ ମାନଙ୍କୁ ନିରବିଛିନ୍ନ ଶିକ୍ଷା ଦାନ ପାଇଁ କିସ ତରଫରୁ ଅନ ଲାଇନ ଲାଇଭ କ୍ଲାସ  ଏବଂ କଳିଙ୍ଗ ଟିଭି ମାଧ୍ୟମରେ ଲାଇଭ କ୍ଲାସ ଶିକ୍ଷା ପ୍ରଦାନ କରାଯାଉଛି l ଏହା ସହିତ କିସ କିଟ ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ନିର୍ଧେଶ କ୍ରମେ କିସ ର ଶିକ୍ଷକ ମାନେ ପ୍ରତିମାସ ଛାତ୍ରଛାତ୍ରୀ ମାନଙ୍କୁ ପାଠପଢା ଅନୁଧ୍ୟାନ କରିବାକୁ ପ୍ରତି ବ୍ଲକ କୁ  ଆସୁଛନ୍ତି l କିସ କିଟ   ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ଶ୍ରେଷ୍ଠ ଅବଦାନ ଫଳରେ ଷଷ୍ଠ  ପର୍ଯ୍ୟାୟ  ପାଠ୍ୟ ପୁସ୍ତକ ,ପାଠ୍ୟ  ଉପକରଣ ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ଆଦି ସମସ୍ତ ବ୍ଲକ ରେ ବଣ୍ଟନ କରାଯାଇଛି l ଆଜି ବଲାଙ୍ଗିର ଜିଲ୍ଲାର ଚଉଦ ଗୋଟି ବ୍ଲକ ରେ କିଟ ବିଶ୍ୱବିଦ୍ୟାଳୟ ର ବସ ଯୋଗେ ସାମଗ୍ରୀ ପହଞ୍ଚିଥିଲା  l ଆଜି ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର କର୍ମକର୍ତ୍ତା ମାନେ ପାଠ୍ୟ ପୁସ୍ତକ , ପାଠ୍ୟ ଉପକରଣ  ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ଇତ୍ୟାଦି  ବଣ୍ଟନ କରିବାରେ ସହଯୋଗ କରିଥିଲେ l   ସୂଚନାଯୋଗ୍ୟ ଯେ କରୋନା ମହାମାରୀ ଭୁତାଣୁ ଜନିତ ଲକ ଡାଉନ କଟକଣା ଯୋଗୁଁ ମାର୍ଚ୍ଚ ମାସ ଦ୍ଵିତୀୟ ସପ୍ତାହ ରୁ  ଭାରତ ତଥା ଓଡିଶା ର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି l କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର ରେ ଅଧ୍ୟୟନ ରତ ତିରିଶ ହଜlର ଆଦିବାସୀ ଛାତ୍ରଛାତ୍ରୀ ମଧ୍ୟ କରୋନା ଆତଙ୍କ ର ପ୍ରଭାବ ଯୋଗୁଁ ନିଜ ନିଜ ଗାଁ ରେ ରହୁଛନ୍ତି l କିସ ର ଛାତ୍ରଛାତ୍ରୀ ମାନଙ୍କ ସୁରକ୍ଷା ଚିନ୍ତା ସହିତ ପାଠପଢା ଅବ୍ୟାହତ ରଖିବା ପାଇଁ କିସ ଆଦିବାସୀ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା ଡ଼ ସାମନ୍ତ ଛାତ୍ରଛାତ୍ରୀ ମାନଙ୍କୁ ପ୍ରଥମ ପର୍ଯ୍ୟାୟ ରେ ସାନିଟାଇଜର ସାମଗ୍ରୀ ,ଚାଉଳ ,ଚୁଡା ,ବିସ୍କୁଟ ,ଚିନି ଶୁଖିଲା ଖାଦ୍ୟ ସାମଗ୍ରୀ ,ଦ୍ଵିତୀୟ ପର୍ଯ୍ୟାୟ ରେ ପାଠ୍ୟପୁସ୍ତକ ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାନିଟାଇଜର ସାମଗ୍ରୀ ,ତୃତୀୟ ପର୍ଯ୍ୟାୟ ରେ ଆଦର୍ଶ ପ୍ରଶ୍ନପତ୍ର ,ଶୁଖିଲା ଖାଦ୍ୟ ସାମଗ୍ରୀ ,ଝିଅ ମାନଙ୍କ ଡ୍ରେସ ଏବଂ ଚତୁର୍ଥ ପର୍ଯ୍ୟାୟ ରେ ଟି ସାର୍ଟ ,ଶୁଖିଲା ଖାଦ୍ୟ ସାମଗ୍ରୀ ,ସାବୁନ ଇତ୍ୟାଦି ପଠାଇଥିବା ବେଳେ ପଞ୍ଚମ ପର୍ଯ୍ୟାୟ ରେ ପ୍ଲସ ଟୁ,ପ୍ଲସ ଥ୍ରୀ , ପିଲାଙ୍କ ପାଇଁ ପାଠ୍ୟ  ପୁସ୍ତକ ,ପାଠ୍ୟ ଉପକରଣ ,ବିସ୍କୁଟ ,ଚୁଡା ,ଚାଉଳ ,ଚିନି ,ଡାଲି  ପଠାଇଛନ୍ତି l ନିରନ୍ତର  ପାଠପଢା ଚାଲୁ ରଖିବା ପାଇଁ କଳିଙ୍ଗ ଟିଭି ମାଧ୍ୟମରେ ଶିକ୍ଷାଦାନ ,ଅନଲାଇନ ଶିକ୍ଷାଦାନ ,ମଧ୍ୟ ବ୍ୟବସ୍ଥା ଜାରି ରଖିଛନ୍ତି l କିସ କିଟ ବିଶ୍ୱବିଦ୍ୟାଳୟ ର ପ୍ରତିଷ୍ଠାତା ଡ଼ ଅଚ୍ୟୁତ ସାମନ୍ତ ଙ୍କ ଗରିବ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ  ଯୁଗାନ୍ତକାରୀ ପ୍ରୟାସଏବଂ ଐତିହାସିକ କାର୍ଯ୍ୟ  କୁ ଆଦିବାସୀ ମାନେ କୃତଜ୍ଞତା ଜଣାଇଛନ୍ତି l ଜନସାଧାରଣ ମଧ୍ୟ  ଏହାକୁ  ପ୍ରଶଂସା କରିଛନ୍ତିl କିସ ତରଫରୁ ପ୍ରଦତ୍ତ ବିଭିନ୍ନ ସାମଗ୍ରୀ ବଣ୍ଟନ କାର୍ଯ୍ୟକ୍ରମ ରେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ର ମହାସଚିବ ନିରଞ୍ଜନ ବିଶି ,ଜ଼ିଲ୍ଲା ସଭାପତି ବ୍ରଜକିଶୋର ସିଂଭୋଇ ,ବ୍ଲକ ସଭାପତି ଅଷ୍ଟରତ୍ନ ବରିହା ,ବିପ୍ର ବିଶି ,ପଦ୍ମନ ପ୍ରଧାନୀ,ଶରତ ଚନ୍ଦ୍ର ସିଂ ଭୋଇ ,ଦୁଃଖିଶ୍ୟାମ ଭୋଇ ,ଘିମାନନ୍ଦ ଭୋଇ ,ବଳଦେବ ଭୋଇ ,ସନ୍ତୋଷ ପୁଟା ,ଘନଶ୍ୟାମ ପ୍ରଧାନୀ , ବନାଲତା  ମାଝି ,କଣ୍ହୁ ଚରଣ ପ୍ରଧାନ ,ସୁଦାମ ଚରଣ ଭୋଇ ,ଡମ୍ବରୁ ଧରୁଆ ,ସାରଥୀ ବାଗ ,ଭୂପାଲ ବିଶ୍ୱାଳ ,ମନବୋଧ ବରିହା ,ଅଚୁତ ଧରୁଆ ,ବିକ୍ରମ ଭୋଇ  ଘନ ଭୋଇ ,ଟିକେଶ୍ୱର ଧରୁଆ ,ଧରମସିଂ ଧରୁଆ ,ଦଶରଥ ଛତ୍ରିଆ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା   31-Aug-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   31-Aug-2026
  ଜିଲ୍ଲା  
ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   30-Aug-2026
  ଜିଲ୍ଲା  
*କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   30-Aug-2026
  ଜିଲ୍ଲା  
ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   30-Aug-2026
  ଜିଲ୍ଲା  
ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   30-Aug-2026
  ଜିଲ୍ଲା  
ଫଟୋ ସାମ୍ବାଦିକତା ଜଗତରେ ଅନୀଲ ବାବୁଙ୍କ ଅବଦାନ ଅତୁଳନୀୟ♦️ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି   30-Aug-2026
  ଜିଲ୍ଲା  
କେଉଁଟିପାଲି ଅଙ୍ଗନୱାଡି କେନ୍ଦ୍ରରୁ ଚୋରୀ   30-Aug-2026
  ଜିଲ୍ଲା  
*ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ଗୋଟିଏ ଦିନ ବାକି, ସର୍ଭର ଡାଉନ୍‌ ଡାବୁଗାଁ ଅଂଚଳରେ ବଢ଼ାଉଛି ଚିନ୍ତା*   30-Aug-2026
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026

You Might Also Like