-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   (31-Jul-2026)       ||      ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                        (31-Jul-2026)       ||      ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ    (31-Jul-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   (31-Jul-2026)       ||      ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||     

HOME   ଜିଲ୍ଲା

ରାସ୍ତା ଖରାପ ଯୋଗୁଁ ମକାବାଡି ଦେଇ ବିଦ୍ୟାଳୟକୁ ଯାଉଛନ୍ତି ଛାତ୍ରୀ ଛାତ୍ରୀ

19-Jul-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ପାପଡାହାଣ୍ଡି ବ୍ଲକ ଅନ୍ତର୍ଗତ ନୂଆକୋଟ ପଞ୍ଚାୟତ ମୁଦିଗୁଡା ରାସ୍ତା ଖରାପ ଯୋଗୁଁ ମକାବାଡି ଦେଇ ବିଦ୍ୟାଳୟକୁ ଯାଉଛନ୍ତି  ଛାତ୍ରୀ ଛାତ୍ରୀ। ଏଭଳି କି ପଞ୍ଚାୟତ 
କାର୍ଯ୍ୟାଳୟକୁ ମଧ୍ୟ ଚାଉଳ ଆଣିବାକୁ ହେଉ କିମ୍ବା ବାର୍ଦ୍ଧକ୍ୟ ଭାତ ସବୁ କାମପାଇଁ  ବହୁତ ଅସୁବିଧାର ସମ୍ମୁଖିନ ହୋଇ 
ଯାତାୟାତ କରୁଛନ୍ତୁ ଗ୍ରାମବାସୀ। ଏହି ଘଟଣା ବିଷୟରେ ବାରମ୍ବାର ବ୍ଲକରେ ଅଭିଯୋଗ କରିବା ପରେ ମଧ୍ୟ କିଛି ସୁଫଳ   ମିଳୁନି   । ଏହି କାଦୁଅ ରାସ୍ତା ଦେଇ ଗାଡି ଚଳାଇବା ତ ଦୂରର କଥା ଚାଲିଯିବି କଷ୍ଟ। ବାଧ୍ୟ ହୋଇ ପାଖରେ ଥିବା ମକବାଡି ଭିତରୁ ଯାତାୟାତ କରୁଛନ୍ତି ସ୍କୁଲ ଛାତ୍ର ଛାତ୍ରୀ ହୁଅନ୍ତୁକି କି ବୟୋଜ୍ୟେଷ୍ଟ ସମସ୍ତେ।ବର୍ଷା ଦିନ ହୋଇ ଥିବାରୁ ମକାବାଡି ଦେଇ ଯିବା ସମୟରେ ବିଷାକ୍ତ ସାପ କାମୁଡ଼ିବାର ଆଶଙ୍କା ମଧ୍ୟ ରହୁଛି ତେଣୁ ଏଥିପ୍ରତି ଯଥାଶୀଘ୍ର ଧ୍ୟାନ ଦେଇ ରାସ୍ତା ମରାମତି କରିବା ପାଇଁ ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେଵା ପାଇଁ ଜନସାଧାରଣ ରେ ଦାଵି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭାରତ ବିକାଶ ପରିଷଦ, ସୋନପୁର ଶାଖା ପକ୍ଷରୁ ସିଡ୍ ବଲ୍ ନିକ୍ଷେପ କାର୍ଯ୍ୟକ୍ରମ ଅନୁଷ୍ଠିତ*-   31-Jul-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ ବନ୍ୟା, ବିଚ୍ଛିନ୍ନ ରାସ୍ତା ଶୀଘ୍ର ମରାମତି, ଘର ଓ ଜମି ରେ ବାଲିଚର କ୍ଷତିପୂରଣ ପାଇଁ ଦାବି                       31-Jul-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲାୟନ୍ସ ଓ ଲିଓ କ୍ଳବ୍ ର ପ୍ରତିଷ୍ଠା ଦିବସ   31-Jul-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଘର ବୁଡ଼ିଲା ନଦୀ କୁଳିଆ ଚାଷଜମି   31-Jul-2026
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026

You Might Also Like