-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଗଦ୍ୟାଂଶ ସାହିତ୍ୟ ପତ୍ରିକା ତରଫରୁ ଘୋଷଣା ହେଲା " ଗଦ୍ୟାଂଶ ଯୁବ ପ୍ରତିଭା ପୁରସ୍କାର" : ଚଳିତ ବର୍ଷ ପାଇବେ ବିଶ୍ୱନାଥ ସାହୁ

19-Jul-2024



(ମନୋରଞ୍ଜନ ତ୍ରିପାଠୀ )
ଚଳିତ ବର୍ଷ ପାଇଁ ସମ୍ମାନଜନକ "ଗଦ୍ୟାଂଶ ଯୁବ ପ୍ରତିଭା ପୁରସ୍କାର" ପାଇବେ ଓଡ଼ିଆ କଥା ସାହିତ୍ୟର ସ୍ଵନାମଧନ୍ୟ ଯୁବ କଥାଶିଳ୍ପୀ ବିଶ୍ୱନାଥ ସାହୁ । ତାଙ୍କର ଗଳ୍ପ ସଂକଳନ "ମୂର୍ତ୍ତି ପ୍ରବେଶ" ପାଇଁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ଆଜି ସଂଧ୍ୟାରେ ସୁବର୍ଣ୍ଣପୁରର ମହାନଦୀ ସାହିତ୍ୟ ସଂସଦ ସଭାଗୃହରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଅତିଥି ଭାବରେ ଯୋଗଦେଇଥିବା ବରିଷ୍ଠ ନାଟ୍ୟକାର, ନିର୍ଦେଶକ, ଓଜସ ପତ୍ରିକାର ମୁଖ୍ୟ ସମ୍ପାଦକ ଡକ୍ଟର ପୁରୁଷୋତ୍ତମ ମିଶ୍ର ଓ ବରିଷ୍ଠ କବି ଡକ୍ଟର ସୌରଭ ରଞ୍ଜନ ଖମାରୀ ଏହା ଘୋଷଣା କରିଛନ୍ତି । ପ୍ରତି ବର୍ଷ 35 ବର୍ଷ ବୟସ ସୀମା ଭିତରେ ଓଡ଼ିଆ କଥା ସାହିତ୍ୟର ଜଣେ ଯୋଗ୍ୟତମ ପ୍ରତିଭାଙ୍କୁ ଚୟନ କରାଯାଇ ଗଦ୍ୟାଂଶ ଯୁବ ପ୍ରତିଭା ପୁରସ୍କାର ପ୍ରଦାନ କରାଯାଇଥାଏ। ବିଶ୍ୱନାଥ ସାହୁ , ବରପାଲି ମହାବିଦ୍ୟାଳୟ, ବରଗଡ଼ ଠାରେ ଓଡ଼ିଆ ବିଭାଗରେ ଅଧ୍ୟାପକ ଭାବରେ କାର୍ଯ୍ୟ କରୁଥିବା ବେଳେ  ତାଙ୍କର ପ୍ରକାଶିତ ଅନ୍ୟ ପୁସ୍ତକ ସବୁ ହେଲା "ଶ ବ୍ ଦ ବଗିଚା" ( ମନୋଜ କୁମାର ପଣ୍ଡାଙ୍କ ଗଳ୍ପ : ଏକ ଶୈଳୀତାତ୍ତ୍ୱିକ ଅନୁଶୀଳନ), ତାଙ୍କ ସମ୍ପାଦନାରେ ଦୟାନିଧି ମିଶ୍ରଙ୍କ ସମଗ୍ର ଗଳ୍ପ ସଂକଳିତ ପୁସ୍ତକ 'କଥା କଦମ୍ବ",  ମନୋଜ କୁମାର ପଣ୍ଡାଙ୍କ ଗଳ୍ପ ସମଗ୍ର,ଦିବ୍ୟସିଂହ ପାଣିଗ୍ରାହୀଙ୍କ ସମସ୍ତ ଗପ ସଂକଳିତ ପୁସ୍ତକ "ଅମୃତ କଙ୍କଣ" ଆଦି ପ୍ରକାଶିତ ହୋଇଛି ।

ଡିସେମ୍ବର ମାସରେ ହେବାକୁ ଥିବା "ଗଦ୍ୟାଂଶ ଉତ୍ସବ"ରେ ବିଶ୍ୱନାଥଙ୍କୁ ପୁରସ୍କାର ସ୍ଵରୂପ ଅର୍ଥରାଶି, ମାନପତ୍ର, ଉପଢୌକନ ପ୍ରଦାନ କରାଯାଇ ସମ୍ମାନିତ କରାଯିବ।

ଏହି ଉତ୍ସବରେ ଗାଳ୍ପିକା ମିନା ସ୍ୱାଇଁ ଓ  ଗାଳ୍ପିକା ହେମାଙ୍ଗିନୀ ଦାଶଙ୍କୁ "ଗଦ୍ୟାଂଶ ସାଧନା ସମ୍ମାନ" ରେ ସମ୍ମାନିତ କରାଯିବା ସହିତ କବି, ସମ୍ପାଦକ ଓ ସଂଗଠକ ସୁରଞ୍ଜନ ପାତ୍ରଙ୍କୁ "ସ୍ୱତନ୍ତ୍ର ପ୍ରତିଭା ସମ୍ମାନ" ରେ ସମ୍ମାନିତ କରାଯିବ ବୋଲି ଗଦ୍ୟାଂଶର ସମ୍ପାଦକ କ୍ଷୀରୋଦ ବିହାରୀ ବିଶ୍ୱାଳ ଓ ସ୍ନେହଲତା ଦାଶଲେଙ୍କା ସୂଚନା ଦେଇଛନ୍ତି। ଆଜିର ଏହି ସାମ୍ବାଦିକ ସମ୍ମିଳନୀକୁ ଗଦ୍ୟାଂଶର ସହ-ସମ୍ପାଦକ ଶିବରାଜ କମ୍ପ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like