-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ରାଜ୍ୟ

ହରଭଙ୍ଗା ବ୍ଲକ ରେ ଷଷ୍ଠ ସାଧାରଣ ବୈଠକ, କୃଷି, ଶିକ୍ଷା, ସ୍ୱାସ୍ଥ୍ୟ, ଜଳ ସେଚନ ଉପରେ ଗୁରୁତ୍ୱ ଆଲୋଚନା... ଲୋକଙ୍କ କାମ କରିବାକୁ ପରାମର୍ଶ ଦେଲେ ବିଧାୟକ 

19-Jul-2024



ହରଭଙ୍ଗା (ଦେବବ୍ରତ ଦାଶ ) ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ସାମୁହିକ ବିକାଶ ଦିଗରେ ଗୁରୁବାର ଦିନ ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଷଷ୍ଠ ସାଧାରଣ ପରିଷଦ ସମୀକ୍ଷା ବୈଠକ ବ୍ଲକ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ ବୈଠକ ରେ ବୌଦ୍ଧ ବିଧାୟକ ସରୋଜ କୁମାର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଥିଲେ l ସମ୍ମାନିତ ଅତିଥିଭାବେ ସାଂସଦ ପ୍ରତିନିଧି ସୂର୍ଯ୍ୟ ନାରାୟଣ ମହାପାତ୍ର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ପ୍ରଭାସିନୀ ଦାସ , ୭ନଂ ଜୋନ ଜିଲ୍ଲା ପରିଷଦ ବିଶ୍ୱଜିତ ମିଶ୍ର ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶରତ ଚନ୍ଦ୍ର ସେଠି ଉପସ୍ଥିତ ରହିଥିଲେ l ଉକ୍ତ ବୈଠକ ରେ ବ୍ଲକସ୍ତରୀୟ ବିଭାଗ ଅଧିକାରୀଙ୍କ ସମେତ ୨୨ଗୋଟି ପଞ୍ଚାୟତ ର ଜନ ପ୍ରତିନିଧି ଉପସ୍ଥିତ ରହି କୃଷି, ପରିମଳ, ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ମୃତ୍ତିକା 

ସଂରକ୍ଷଣ,ଜଳ ବିଭାଜିକା, ଜଳସେଚନ, ମହିଳା ଓ ଶିଶୁ ବିଭାଗ, ମଙ୍ଗଳ ବିଭାଗ, ଓଡିଶା ଜୀବିକା ମିଶନ, ସାମାଜିକ ମଙ୍ଗଳ,ସାଧାରଣ ବଣ୍ଟନ,  ମନୋରେଗା, ଗ୍ରାମୀଣ ଆବାସ,ବନି କରଣ,ପୂର୍ତ୍ତ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ଯୋଜନା ତଥା କାର୍ଯ୍ୟକାରିତା, ବ୍ଲକ ପଂଚାୟତ ଉନ୍ନୟନ ଯୋଜନା ଉପରେ ଆଲୋଚନା କରିଥିଲେ l ଆଲୋଚନା ସମୟରେ ନିର୍ବାଚନ ଜନପ୍ରତିନିଧି ମାନେ ନିଜ ନିଜ ପଞ୍ଚାୟତର ବିଭିନ୍ନ ସମସ୍ୟା ନେଇ ଉଦବେଗ ପ୍ରକାଶ କରିଥିଲେ l ବିଧାୟକ ବ୍ଲକ ର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ସହିତ ମୌଳିକ ସମସ୍ୟା ଉପରେ ପ୍ରାଥମିକତା କ୍ଷେତ୍ରରେ ପ୍ରଥମେ ଧ୍ୟାନ ଦେବା ସହିତ ଏଲ ଏଣ୍ଡ ଟି କମ୍ପାନୀ ର ମେଗା ପାନୀୟ ଜଳ ପ୍ରକଳ୍ପ ଅଧପନ୍ତରା କରି ନିମ୍ନ ମାନର କାର୍ଯ୍ୟ ଓ ବିନା ସୂଚନା ରେ ବିଭିନ୍ନ ସ୍ଥାନ ରେ ଖୋଳି ପକାଉଥିବା ନେଇ ଯଥାଶୀଘ୍ର କାର୍ଯ୍ୟ ସମାପ୍ତ କରି କେନ୍ଦ୍ର ସରକାର ଙ୍କ ଘର ଘର ଜଳ କାର୍ଯ୍ୟକ୍ରମର ସୁପରିଚାଳନା ପାଇଁ ବିଧାନସଭା ରେ କଥା ଉଠାଇବା ନେଇ ମତ ରଖିଥଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like