-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଇଣ୍ଡିଆ ବୁକ ଅଫ ରେକର୍ଡରେ ହାତୀବନ୍ଧାର କୁନି ଝିଅ ସେଲଭି 

19-Jul-2024



ସିନାପାଲି(ଚିନ୍ତାମଣି  ନେତାମ ) ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ହାତୀବନ୍ଧାର କୁନି ଝିଅ ସେଲଭି ମେହେର ଇଣ୍ତିଆ ବୁକ୍ ଅଫ ରେକର୍ଡରେ ସ୍ଥାନ ପାଇଥିବା ଜଣାପଡ଼ିଛି ା ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ଯାଳୟର ଶିକ୍ଷକ ରୂପେଶ ମେହେର ଓ ସୁଗୃହିଣୀ ଖିରନ୍ଦ୍ରୀ ମେହେରଙ୍କ ଏହି କୁନି ପ୍ରତିଭା ମାତ୍ର ଦୁଇ ବର୍ଷ ଚାରି ମାସର ହୋଇଥିବା ବେଳେ ତାର ଏଭଳି ରେକର୍ଡ ଅଂଚଳରେ ଚର୍ଚ୍ଚାର ବିଷୟ ହୋଇଛି ା ସେ ୧୫ ପ୍ରକାର ପଶୁପକ୍ଷୀ ,୧୨ ପ୍ରକାର ଯାନବାହାନ, ଶରୀରର ୧୩ ଟି ଅଂଶ, ୬ ଟି ଆକୃତି, ୮ ଟି ପନିପରିବା, ୧୬ ପ୍ରକାର ଫଳ, ୧୦ ଟି ରଙ୍ଗ , ୯ ଟି ଫୁଲ ଚିହ୍ନଟ, ୨ ପଣକିଆ, ଇଂରାଜୀ ବର୍ଣ୍ଣମାଳାର ସଂପୃକ୍ତ ଶବ୍ଦ, ଇଂରାଜୀ ରେ ୧ ରୁ ୧୦, ଓଡ଼ିଆ ରେ ୧ ରୁ ୩୦ ପର୍ଯ୍ୟନ୍ତ ସଂଖ୍ୟା, ସପ୍ତାହର ସାତ ବାର, ୨ ଟି ଇଂରାଜୀ ନର୍ସରୀ ରାଇମ୍, ୭ ଟି ସାଧାରଣ ଜ୍ଞାନ ପ୍ରଶ୍ନର ଉତ୍ତର ଓ ସୂର୍ଯ୍ୟ ନମସ୍କାର ସହଜରେ କରି ପାରୁଛନ୍ତି ା ଏଭଳି ପ୍ରତିଭା ପାଇଁ ସେ ଏହି ରେକର୍ଡରେ ସ୍ଥାନ ପାଇଥିବା ଜଣାପଡ଼ିଛି l କୁନି ଝିଅର ଏହି ସଫଳତାରେ ଅଂଚଳର ଜଣାଶୁଣା ବୁଦ୍ଧିଜୀବୀ ତଥା ଝିଅର ଜେଜେ ବାପା ସୁରେଶ୍ୱର ମେହେର, ଜେଜେମାଆ ଲିପାଞ୍ଜଳି ମେହେରଙ୍କ ସହ ପରିବାର ବର୍ଗ ଖୁସି ବ୍ଯକ୍ତ କରିଥିବା ବେଳେ ଏନେଇ ବିଭିନ୍ନ ମହଳରୁ ଶୁଭେଚ୍ଛା ଆସି ବାରେ ଲାଗିଛି ା


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like