-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସକ୍ଷମ ର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ସାମିଲ ହେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ l

19-Jul-2024



ଭବିଷ୍ୟତ ସମାଜ ପାଇଁ ଗଛ ଲଗାଇବାର ଅବ୍ୟାଶ୍ୟକତା ରହିଛି : ସୁରେଶ ପୂଜାରୀ 
ବୃକ୍ଷ ରୋପଣ ଅଭିଯାନ ହିଁ ପରିବେଶ ସନ୍ତୁଳନ ରକ୍ଷା ପାଇଁ ସହାୟକ ହେବ :ସୁରେଶ ପୂଜାରୀ 
ସକ୍ଷମ ର ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ସାମିଲ ହେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ l
ସମ୍ବଲପୁର:(ସଂଜୀବପାଣିଗ୍ରାହୀ) 
ସାରା ବିଶ୍ୱ ଦିନକୁ ଦିନ ପ୍ରଦୂଷିତ ହେବା ସହ ଉଷ୍ମତା ର ବଳୟ ଆଚ୍ଛାଦିତ ହେବାରେ ଲାଗିଥିବା ବେଳେ, ଏହାକୁ ରୋକିବାକୁ ଭାରତ ବର୍ଷ ରେ "ଗୋଟିଏ ଗଛ ମାଁ ପାଇଁ " କାର୍ଯ୍ୟକ୍ରମ ଜାରିରହିଛି l ସେହି କ୍ରମରେ ସାମାଜିକ ଅନୁଷ୍ଠାନ ସକ୍ଷମ ପକ୍ଷରୁ ଦୁର୍ଗାପାଲି ସ୍ଥିତ ଗୁଡ଼େଶ୍ୱର ବାବା ମନ୍ଦିର ମୁଖ୍ୟ ରାସ୍ତା କଡରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସରୋଜ ସାହୁ ଙ୍କର ତତ୍ୱାବଧାନ ରେ ଆୟୋଜିତ  ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ଓଡିଶା ସରକାର ଙ୍କର ରାଜସ୍ବ ଓ ବିପର୍ଯାୟ ପରିଚାଳନା ମନ୍ତ୍ରୀ  ସୁରେଶ ପୂଜାରୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ l ପ୍ରାରମ୍ଭ ରେ ପୂଜା ଅର୍ଚ୍ଚନା ପୂର୍ବକ ମନ୍ତ୍ରୀ ଶ୍ରୀ ପୂଜାରୀ ଙ୍କର ହସ୍ତରେ ବୃକ୍ଷ ରୋପଣ ଅଭିଯାନ ଆରମ୍ଭ କରାଯାଇଥିଲା l 
ଏହି ଅବସରରେ ଶ୍ରୀକାନ୍ତ ପାଣିଗ୍ରାହୀ ଙ୍କର ସଂଯୋଜନା ରେ ଆୟୋଜିତ ଏକ ପଥ ପ୍ରାନ୍ତ ସଭାରେ ମୁଖ୍ୟ ଅତିଥି ଶ୍ରୀ ପୂଜାରୀ ଦିନକୁ ଦିନ ସାରା ବିଶ୍ୱ ରେ ଯେଭଳି ଭାବରେ ଉଷ୍ମତା ବଢ଼ିବାରେ ଲାଗିଛି ଏବଂ ପରିବେଶ ପ୍ରଦୂଷିତ ହେବାରେ ଲାଗିଛି, ସେହି ଦୃଷ୍ଟିରୁ ବ୍ୟାପକ ମାତ୍ରାରେ ସମାଜ ର ପ୍ରତିଟି ବ୍ୟକ୍ତି ଗଛ ଲଗାଇବାକୁ ଆହ୍ୱାନ ଦେଇଥିଲେ l 
ଏହି ଅବସରରେ ଶତାଧିକ ପୁରୁଷ ଓ ମହିଳା ସାମିଲ ହୋଇ ରାସ୍ତା କଡରେ 106 ଟି ବିଭିନ୍ନ କିସମ ର ଚାରା ରୋପଣ କରିଥିଲେ ତଥା ମୁଖ୍ୟ ଅତିଥି ଶ୍ରୀ ପୂଜାରୀ ଙ୍କର ଦ୍ୱାରା ଶତାଧିକ ଚାରା ବଣ୍ଟନ କରାଯାଇଥିଲା l
ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ ସକ୍ଷମ ର ସଂଯୋଜକ ସୂର୍ଯ୍ୟ ପାଣିଗ୍ରାହୀ, ଦେଓକିରଣ ପଟ୍ଟନାୟକ, ଆରତୀ ଲତା ବରାଡ଼, ଲକ୍ଷ୍ମୀ ନାରାୟଣ ପଟେଲ, ଡାକ୍ତର ପ୍ରଭାସ ଦେବତା, ମନୋଜ ପଲସନିଆଁ, ରିକି ବେହେରା, ସାବିତା ନନ୍ଦ, ପର୍ଶୁରାମ ପଣ୍ଡା, ସତୀଶ ଦୋରା, ରିକନ ପଟ୍ଟନାୟକ, ବିକାଶ ଭୋଇ, ଶାଶ୍ୱତ ପାଢ଼ୀ, ଅନ୍ନପୂର୍ଣ୍ଣା ବାରିକ, ଶିତିକାନ୍ତି ମେସୁଆ, ସଞ୍ଜୟ ଷଡ଼ଙ୍ଗୀ, ପ୍ରବୀଣ ଦୀକ୍ଷିତ, ସଞ୍ଜୟ ପଣ୍ଡା ଙ୍କ ସହ ଟିମ ପ୍ଲାଣ୍ଟ ଆମ୍ବୁଲାନ୍ସ, ଉତ୍ସର୍ଗ, ଅନାମିକା କ୍ଲବ, ଗୁଡ଼େଶ୍ୱର ବାବା ମନ୍ଦିର କମିଟି ର ସଦସ୍ୟବୃନ୍ଦ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like