-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସମ୍ବଲପୁର ମହାନଗର ନିଗମ ର ଘୋଷଣା ହେଲା ପରେ ଆଜିଯାଏ ଦୀର୍ଘ 12 ବର୍ଷ ହେଲା ନିର୍ବାଚନ ହୋଇନାହିଁ କି ନିର୍ବାଚିତ ପ୍ରତିନିଧି ନାହିଁ

19-Jul-2024



ସମ୍ବଲପୁର:(ସଂଜୀବପାଣିଗ୍ରାହୀ) ସମ୍ବଲପୁର ମହାନଗର ନିଗମ ର ଘୋଷଣା ହେଲା ପରେ ଆଜିଯାଏ ଦୀର୍ଘ 12 ବର୍ଷ ହେଲା ନିର୍ବାଚନ ହୋଇନାହିଁ କି ନିର୍ବାଚିତ  ପ୍ରତିନିଧି ବି ନାହାନ୍ତି l ମହାନଗର ନିଗମ ରେ ବାବୁଗିରି ଚାଲିଥିବା ବେଳେ ମନୋମୁଖୀ କାର୍ଯ୍ୟ ଚାଲିଥିବା ସାମାଜିକ ଅନୁଷ୍ଠାନ ସକ୍ଷମ ର ସଂଯୋଜକ  ସୂର୍ଯ୍ୟ ପାଣିଗ୍ରାହୀ ଏକ ପ୍ରେସ ବିବୃତି ରେ ପ୍ରକାଶ କରିଛନ୍ତି l ସୂଚନାଯୋଗ୍ୟ ଯେ ଧନୁପାଲି - ଧମା ରୋଡ଼ ରେ ଭତରା ସ୍ଥିତ 36 ନମ୍ବର ୱାର୍ଡ ଅନ୍ତର୍ଗତ ମହାନଦୀ ବିହାର ରାସ୍ତା ଓ ଡ୍ରେନ ର ନିର୍ମାଣ କାର୍ଯ୍ୟ ପାଇଁ ଅନୁଦାନ ଦିଆଯାଇଥିଲେ ମଧ୍ୟ ଆଜିଯାଏ ରାସ୍ତା ର ନିର୍ମାଣ ହୋଇନାହିଁ, ହେଲେ ଲାଗିଛି ଫଳକ l ମୁଖ୍ୟ ରାସ୍ତା ରୁ ମହାନଦୀ ବିହାର କୁ ସଂଯୋଗ କରୁଥିବା ରାସ୍ତା ଓ ଡ୍ରେନ ର ନିର୍ମାଣ ପାଇଁ ଏହି ବର୍ଷ ମାର୍ଚ୍ଚ ମାସ ଆରମ୍ବ ରୁ ଲାଗିଁସାରିଛି ଫଳକ ଯାହାର ବ୍ୟୟ ଅଟକଳ ହେଉଛି 14 ଲକ୍ଷ 43 ହଜାର 430 ଟଙ୍କା l ଫଳକ ରେ ନିର୍ଦ୍ଧିଷ୍ଟ ଭାବରେ ଉଲ୍ଲେଖ ଅଛି ଯେ  ରାସ୍ତା ରେ ଫେବର ବ୍ଲକ ପଡିବ  ଡ୍ରେନ ହେବ ତଥା ଡ୍ରେନ ରେ  କଂକ୍ରିଟ ସ୍ଲାବ ପଡିବ l ଯେଉଁ ନିର୍ମାଣ କାର୍ଯ୍ୟ ର ଆରମ୍ଭ ତାରିଖ 04/03/2024  ଏବଂ ନିର୍ମାଣ କାର୍ଯ୍ୟ ର ଶେଷ ତାରିଖ 03/05/2024 ବୋଲି ଉଲ୍ଲେଖ ଥିବା ସ୍ଥଳେ ଆଜିଯାଏ ଏକ ଇଞ୍ଚ ର ରାସ୍ତା ର ନିର୍ମାଣ କରାଯାଇନଥିବା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ ବିଷୟ ବୋଲି ଶ୍ରୀ ପାଣିଗ୍ରାହୀ କ୍ଷୋଭ ପ୍ରକାଶ କରିଛନ୍ତି l 
ଏହି ବିଷୟକୁ ଅନୁଧ୍ୟାନ କଲେ ସମ୍ୱଲପୁର ମହାନଗର ନିଗମ କର୍ତୃପକ୍ଷ କେତେ ସହରର ବିକାଶ ଦିଗରେ କେତେ ତତ୍ପର ଓ ଶୃଙ୍ଖଳିତ ତାହା ସ୍ୱଷ୍ଟ ଭାବରେ ପ୍ରତିଫଳିତ ହେଉଛି ବୋଲି ଶ୍ରୀ ପାଣିଗ୍ରାହୀ ପ୍ରକାଶ କରିଛନ୍ତି l ଶ୍ରୀ ପାଣିଗ୍ରାହୀ ଅଭିଯୋଗ କରିଛନ୍ତି ଯେ, ଯଦି ମହାନଗର ନିଗମ ପକ୍ଷରୁ ଫଳକ ଲାଗିଛି ତାହେଲେ ନିର୍ମାଣ କାର୍ଯ୍ୟ କାହିଁକି ହୋଇନାହିଁ ଏବଂ ନିର୍ମାଣ କାର୍ଯ୍ୟ ପାଇଁ ବ୍ୟୟ ବରାଦୀ ଅର୍ଥ ଗଲା ଗୁଆଡେ ? ତାହା ନିଶ୍ଚିତ ଭାବରେ ଏକ ପ୍ରଶ୍ନବାଚୀ l 
ଭତରା ମହାନଦୀ ବିହାର ର ଏହି ଡ୍ରେନ ଓ ରାସ୍ତା ରେ ମୋଟେ ବ୍ୟବହାର ଉପଯୋଗୀ ନଥିବା ବେଳେ ଆଜି ବର୍ଷା ଋତୁ ର ପ୍ରକୋପ ବଢିଯାଇଛି ହେଲେ ମହାନଗର ନିଗମ ପକ୍ଷରୁ ରାସ୍ତା ର ନିର୍ମାଣ ପାଇଁ ଅର୍ଥ ବ୍ୟୟବରାଦ ହୋଇଥିଲେ ବି ଅଂଚଳବାସୀ ଙ୍କୁ କାହିଁକି ଉପେକ୍ଷା କରାଯାଉଛି ବୋଲି ଶ୍ରୀ ପାଣିଗ୍ରାହୀ ପ୍ରଶ୍ନ କରିଛନ୍ତି l ସକ୍ଷମ ର ସଂଯୋଜକ ଶ୍ରୀ ପାଣିଗ୍ରାହୀ ମହାନଗର ନିଗମ ର ଏହି ଅବହେଳା ବିଷୟକୁ ସ୍ୱଚ୍ଛତାର ସହ ତର୍ଜମା କରିବା ସହ ଦୋଷୀ ର ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏବଂ ଜଥା ଶୀଘ୍ର ଭତରା ମହାନଦୀ ବିହାର ର ରାସ୍ତା ଓ ଡ୍ରେନ ର ନିର୍ମାଣ କାର୍ଯ୍ୟ ଶୀଘ୍ର ସମ୍ପୂର୍ଣ୍ଣ କରିବାକୁ ଶ୍ରୀ ପାଣିଗ୍ରାହୀ ଦାବୀ ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like